ଆସନ୍ତା ୯ରୁ ରାଜ୍ୟରେ ଖୋଲିବ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୯ତାରିଖରୁ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ । କେବଳ ଶେଷ ବର୍ଷ ପାଇଁ ହେବ ଅଫ୍‌ଲାଇନ୍ କ୍ଲାସ । କଲେଜ ପରିସର ସଫା ସହ ବିଶୋଧନ କରିବାକୁ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାଇଛି । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ପ୍ରକୋପ ସାମାନ୍ୟ କମିଥିବାରୁ ଧୀରେ ଧୀରେ ଖୋଲୁଛି ଶିକ୍ଷାନୁଷ୍ଠାନ । ଦଶମ, ଦ୍ୱାଦଶ ଶ୍ରେଣୀ ଖୋଲିସାରିଛି । କରୋନା ଯୋଗୁ […]

ଭୁବନେଶ୍ୱର: ଆସନ୍ତା ୯ତାରିଖରୁ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ । କେବଳ ଶେଷ ବର୍ଷ ପାଇଁ ହେବ ଅଫ୍‌ଲାଇନ୍ କ୍ଲାସ । କଲେଜ ପରିସର ସଫା ସହ ବିଶୋଧନ କରିବାକୁ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାଇଛି । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ରାଜ୍ୟରେ କରୋନା ପ୍ରକୋପ ସାମାନ୍ୟ କମିଥିବାରୁ ଧୀରେ ଧୀରେ ଖୋଲୁଛି ଶିକ୍ଷାନୁଷ୍ଠାନ ।

ଆହୁରି ପଢ଼ନ୍ତୁ: ପୁରୀରେ ନିଃଶୁଳ୍କ କାର୍ତ୍ତିକ ବ୍ରତ ପାଇଁ ହବିଷ୍ୟାଳୀଙ୍କ ଅନଲାଇନ୍ ପଞ୍ଜୀକରଣ ଆଜିଠାରୁ ଆରମ୍ଭ

ଦଶମ, ଦ୍ୱାଦଶ ଶ୍ରେଣୀ ଖୋଲିସାରିଛି । କରୋନା ଯୋଗୁ ଛାତ୍ରଛାତ୍ରୀଙ୍କ ପାଠପଢ଼ା ସମ୍ପୂର୍ଣ୍ଣ ବ୍ୟାହତ ହୋଇଛି । ହଷ୍ଟେଲ ମଧ୍ୟ ଖୋଲିବାକୁ ନିଷ୍ପତ୍ତି ନିଆଯାଇଛି । କୋଭିଡ ଗାଇଡଲାଇନ୍‌ ଅନୁଯାୟୀ ବୈଷୟିକ କଲେଜ ଓ ବିଶ୍ୱବିଦ୍ୟାଳୟର କ୍ଲାସ ହେବ । ସାମାଜିକ ଦୂରତା ଅବଳମ୍ବନ କରାଯିବ । ଲାବରୋଟୋରୀକୁ ସମ୍ପୂର୍ଣ୍ଣ ବିଶୋଧନ କରିବାକୁ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ କଲେଜ କର୍ତ୍ତୃପକ୍ଷଙ୍କୁ ଚିଠି ଲେଖାଯାେଇଛି

ଆହୁରି ପଢ଼ନ୍ତୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବେତନଟୀ ପୂର୍ତ୍ତ ବିଭାଗ ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର