ରାଜ୍ୟରେ ଅସହ୍ୟ ତାତି: ୪୦ ଡିଗ୍ରୀ ଉପରେ ୨୨ ସହରର ତାପମାତ୍ରା, ୪୬ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ

The Sakala Picture
Published On

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଠାରୁ ପଶ୍ଚିମ ଓଡ଼ିଶା ଯାଏଁ ତାତିରୁ ନିସ୍ତାର ନାହିଁ।  ଆଜି ରାଜ୍ୟର ୨୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅଥବା ଏଥିରୁ ଅଧିକ ରହିଛି। ସମ୍ବଲପୁରରେ ସର୍ବାଧିକ ଦିନ ତାପମାତ୍ରା ୪୬ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ସୋନପୁର ୨ୟ ସର୍ବାଧିକ ଉତ୍ତପ୍ତ ସହର ହୋଇଛି। ଏଠାରେ ତାପମାତ୍ରା ୪୫.୮ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ହୀରାକୁ‌ଦ ଓ ବୌଦ୍ଧରେ ପାରା ୪୫.୫, ଝାରସୁଗୁଡ଼ାରେ ୪୫.୨, ବଲାଙ୍ଗୀର, […]

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଠାରୁ ପଶ୍ଚିମ ଓଡ଼ିଶା ଯାଏଁ ତାତିରୁ ନିସ୍ତାର ନାହିଁ।  ଆଜି ରାଜ୍ୟର ୨୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅଥବା ଏଥିରୁ ଅଧିକ ରହିଛି। ସମ୍ବଲପୁରରେ ସର୍ବାଧିକ ଦିନ ତାପମାତ୍ରା ୪୬ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ସୋନପୁର ୨ୟ ସର୍ବାଧିକ ଉତ୍ତପ୍ତ ସହର ହୋଇଛି। ଏଠାରେ ତାପମାତ୍ରା ୪୫.୮ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ହୀରାକୁ‌ଦ ଓ ବୌଦ୍ଧରେ ପାରା ୪୫.୫, ଝାରସୁଗୁଡ଼ାରେ ୪୫.୨, ବଲାଙ୍ଗୀର, ସୁନ୍ଦରଗଡ଼ରେ ୪୫, ବରଗଡ଼ରେ ୪୪.୨, ଟିଟିଲାଗଡ଼, ରାଉରକେଲାରେ ୪୩.୫, ନୟାଗଡ଼ରେ ୪୩.୪, ଦେବଗଡ଼, ତାଳଚେର, ନୂଆପଡ଼ାରେ ୪୩, ଅନୁଗୁଳରେ ୪୨.୭, ଭବାନୀପାଟଣାରେ ୪୨, ଫୁଲବାଣୀ, ଭୁବନେଶ୍ବରରେ ୪୧.୬, କେନ୍ଦୁଝରରେ ୪୧, କେନ୍ଦ୍ରାପଡ଼ାରେ ୪୦.୬, କଟକ ଓ ପାରଳାଖେମୁଣ୍ଡିରେ ୪୦.୨ ରେକର୍ଡ ହୋଇଛି।

ଆହୁରି ପଢ଼ନ୍ତୁ: ଆରବିଆଇ ମୁଦ୍ରାନୀତି: ରେପୋ ରେଟ୍ ଅପରିବର୍ତ୍ତିତ, ୫.୨୫% ରେ ସ୍ଥିର ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ

18 Jun 2023 By The Sakala

ରାଜ୍ୟରେ ଅସହ୍ୟ ତାତି: ୪୦ ଡିଗ୍ରୀ ଉପରେ ୨୨ ସହରର ତାପମାତ୍ରା, ୪୬ଡିଗ୍ରୀ ସହ ସମ୍ବଲପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ବର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଉପକୂଳ ଠାରୁ ପଶ୍ଚିମ ଓଡ଼ିଶା ଯାଏଁ ତାତିରୁ ନିସ୍ତାର ନାହିଁ।  ଆଜି ରାଜ୍ୟର ୨୨ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଅଥବା ଏଥିରୁ ଅଧିକ ରହିଛି। ସମ୍ବଲପୁରରେ ସର୍ବାଧିକ ଦିନ ତାପମାତ୍ରା ୪୬ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ସୋନପୁର ୨ୟ ସର୍ବାଧିକ ଉତ୍ତପ୍ତ ସହର ହୋଇଛି। ଏଠାରେ ତାପମାତ୍ରା ୪୫.୮ ଡିଗ୍ରୀ ରେକର୍ଡ ହୋଇଛି। ସେହିପରି ହୀରାକୁ‌ଦ ଓ ବୌଦ୍ଧରେ ପାରା ୪୫.୫, ଝାରସୁଗୁଡ଼ାରେ ୪୫.୨, ବଲାଙ୍ଗୀର, ସୁନ୍ଦରଗଡ଼ରେ ୪୫, ବରଗଡ଼ରେ ୪୪.୨, ଟିଟିଲାଗଡ଼, ରାଉରକେଲାରେ ୪୩.୫, ନୟାଗଡ଼ରେ ୪୩.୪, ଦେବଗଡ଼, ତାଳଚେର, ନୂଆପଡ଼ାରେ ୪୩, ଅନୁଗୁଳରେ ୪୨.୭, ଭବାନୀପାଟଣାରେ ୪୨, ଫୁଲବାଣୀ, ଭୁବନେଶ୍ବରରେ ୪୧.୬, କେନ୍ଦୁଝରରେ ୪୧, କେନ୍ଦ୍ରାପଡ଼ାରେ ୪୦.୬, କଟକ ଓ ପାରଳାଖେମୁଣ୍ଡିରେ ୪୦.୨ ରେକର୍ଡ ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର