ଫସଲ ବୀମା ପ୍ରଦାନରେ କେନ୍ଦ୍ର କରୁଛି ଅବହେଳା : କାଲି ସମସ୍ତ ଜିଲ୍ଲାପାଳଙ୍କ ଅଫିସ ଆଗରେ ବିଜେଡିର ବିକ୍ଷୋଭ

The Sakala Picture
Published On

ଭୁବନେଶ୍ବର: ଓଡ଼ିଶାର ଚାଷୀଙ୍କୁ ଫସଲ ବୀମା ପ୍ରଦାନରେ କେନ୍ଦ୍ର କରୁଛି ଅବହେଳା । ବୀମା କମ୍ପାନୀ ଚାଷୀଙ୍କୁ ଶୋଷଣ କରୁଥିବା ବେଳେ କେନ୍ଦ୍ର ସରକାର ସାଜିଛନ୍ତି ନୀରବଦ୍ରଷ୍ଟା । ଏହାର ପ୍ରତିବାଦରେ ବିଜେଡିର ଯୁଦ୍ଧଂ ଦେହୀ ଡାକରା । ଆସନ୍ତାକାଲି ସମସ୍ତ ଜିଲ୍ଲାର ଜିଲ୍ଲାପଳଙ୍କ କାର୍ଯ୍ୟାଳୟ ଆଗରେ ବିଜେଡି କରିବ ବିକ୍ଷୋଭ । ଫସଲ ବୀମା ପ୍ରଦାନରେ କେନ୍ଦ୍ରର ଅବହେଳାକୁ ନେଇ ବିଜେପି ଉପରେ ବର୍ଷିଛି ବିଜେଡି । ଦଳ ପକ୍ଷରୁ କୁହାଯାଇଛି ଫସଲ ବୀମା ନମିଳିବାରୁ […]

ଭୁବନେଶ୍ବର: ଓଡ଼ିଶାର ଚାଷୀଙ୍କୁ ଫସଲ ବୀମା ପ୍ରଦାନରେ କେନ୍ଦ୍ର କରୁଛି ଅବହେଳା । ବୀମା କମ୍ପାନୀ ଚାଷୀଙ୍କୁ ଶୋଷଣ କରୁଥିବା ବେଳେ କେନ୍ଦ୍ର ସରକାର ସାଜିଛନ୍ତି ନୀରବଦ୍ରଷ୍ଟା । ଏହାର ପ୍ରତିବାଦରେ ବିଜେଡିର ଯୁଦ୍ଧଂ ଦେହୀ ଡାକରା । ଆସନ୍ତାକାଲି ସମସ୍ତ ଜିଲ୍ଲାର ଜିଲ୍ଲାପଳଙ୍କ କାର୍ଯ୍ୟାଳୟ ଆଗରେ ବିଜେଡି କରିବ ବିକ୍ଷୋଭ । ଫସଲ ବୀମା ପ୍ରଦାନରେ କେନ୍ଦ୍ରର ଅବହେଳାକୁ ନେଇ ବିଜେପି ଉପରେ ବର୍ଷିଛି ବିଜେଡି । ଦଳ ପକ୍ଷରୁ କୁହାଯାଇଛି ଫସଲ ବୀମା ନମିଳିବାରୁ ରାଜ୍ୟର ଲକ୍ଷାଧିକ ଚାଷୀ ପ୍ରଭାବିତ ହୋଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜିଠୁ ହେବ ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି, କେବଳ ବାହାର କାଠରୁ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଭକ୍ତ

ବୀମା କମ୍ପାନୀ ଚାଷୀଙ୍କୁ ଶୋଷୁଥିବା ବେଳେ, କେନ୍ଦ୍ର ସରକାରଙ୍କ ନୀରବତା ଦୁର୍ଭାଗ୍ୟଜନକ । କୃଷକଙ୍କ ସ୍ବାର୍ଥ ପାଇଁ ରାଜ୍ୟ ସରକାର ସବୁବେଳେ କାର୍ଯ୍ୟ କରି ଆସୁଛନ୍ତି । ତେଣୁ କେନ୍ଦ୍ର ଅବହେଳା ବିରୋଧରେ ଆସନ୍ତାକାଲି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବ ବିଜେଡି । ଏହାସହ ଜିଲ୍ଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବ । ସେହିପରି ରାଜଭବନ ଆଗରେ ମଧ୍ୟ ପ୍ରତିବାଦ କରିବ ବିଜେଡି ।

ଆହୁରି ପଢ଼ନ୍ତୁ: ପୁଣି ବ୍ରାହ୍ମଣ ନିଯୋଗ ଓ ବଡୁ ନିଯୋଗ ମଧ୍ୟରେ ବିବାଦ, ଓପାସରେ ପ୍ରଭୁ ଲିଙ୍ଗରାଜ

30 Oct 2022 By The Sakala

ଫସଲ ବୀମା ପ୍ରଦାନରେ କେନ୍ଦ୍ର କରୁଛି ଅବହେଳା : କାଲି ସମସ୍ତ ଜିଲ୍ଲାପାଳଙ୍କ ଅଫିସ ଆଗରେ ବିଜେଡିର ବିକ୍ଷୋଭ

ଭୁବନେଶ୍ବର: ଓଡ଼ିଶାର ଚାଷୀଙ୍କୁ ଫସଲ ବୀମା ପ୍ରଦାନରେ କେନ୍ଦ୍ର କରୁଛି ଅବହେଳା । ବୀମା କମ୍ପାନୀ ଚାଷୀଙ୍କୁ ଶୋଷଣ କରୁଥିବା ବେଳେ କେନ୍ଦ୍ର ସରକାର ସାଜିଛନ୍ତି ନୀରବଦ୍ରଷ୍ଟା । ଏହାର ପ୍ରତିବାଦରେ ବିଜେଡିର ଯୁଦ୍ଧଂ ଦେହୀ ଡାକରା । ଆସନ୍ତାକାଲି ସମସ୍ତ ଜିଲ୍ଲାର ଜିଲ୍ଲାପଳଙ୍କ କାର୍ଯ୍ୟାଳୟ ଆଗରେ ବିଜେଡି କରିବ ବିକ୍ଷୋଭ । ଫସଲ ବୀମା ପ୍ରଦାନରେ କେନ୍ଦ୍ରର ଅବହେଳାକୁ ନେଇ ବିଜେପି ଉପରେ ବର୍ଷିଛି ବିଜେଡି । ଦଳ ପକ୍ଷରୁ କୁହାଯାଇଛି ଫସଲ ବୀମା ନମିଳିବାରୁ ରାଜ୍ୟର ଲକ୍ଷାଧିକ ଚାଷୀ ପ୍ରଭାବିତ ହୋଇଛନ୍ତି ।

ବୀମା କମ୍ପାନୀ ଚାଷୀଙ୍କୁ ଶୋଷୁଥିବା ବେଳେ, କେନ୍ଦ୍ର ସରକାରଙ୍କ ନୀରବତା ଦୁର୍ଭାଗ୍ୟଜନକ । କୃଷକଙ୍କ ସ୍ବାର୍ଥ ପାଇଁ ରାଜ୍ୟ ସରକାର ସବୁବେଳେ କାର୍ଯ୍ୟ କରି ଆସୁଛନ୍ତି । ତେଣୁ କେନ୍ଦ୍ର ଅବହେଳା ବିରୋଧରେ ଆସନ୍ତାକାଲି ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବିକ୍ଷୋଭ କରିବ ବିଜେଡି । ଏହାସହ ଜିଲ୍ଲାପାଳଙ୍କ ଜରିଆରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯିବ । ସେହିପରି ରାଜଭବନ ଆଗରେ ମଧ୍ୟ ପ୍ରତିବାଦ କରିବ ବିଜେଡି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର