ଜୋର ଧରିଲା ଜିଲ୍ଲା ମାନ୍ୟତା ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପଦମପୁରବାସୀ

The Sakala Picture
Published On

ଭୁବନେଶ୍ବର: ପଦମପୁରକୁ ଜିଲ୍ଲା ମାନ୍ୟତା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପଦମପୁରବାସୀ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ପଦ୍ମପୁରକୁ ଜିଲ୍ଲା ଘୋଷଣା କରିବା ପାଇଁ କମିଟି ଦାବି କରିଛି । ପଦମପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କ୍ରିୟାନୁଷ୍ଠାନ କମିଟି ଆନ୍ଦୋଳନ ଜାରି ରଖିଛି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଜେଡି ବିଧାୟକ ସୁଶାନ୍ତ ସିଂ କମିଟିକୁ ଭେଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନିମନ୍ତ୍ରଣ ଦେଇଥିଲେ । […]

ଭୁବନେଶ୍ବର: ପଦମପୁରକୁ ଜିଲ୍ଲା ମାନ୍ୟତା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପଦମପୁରବାସୀ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ପଦ୍ମପୁରକୁ ଜିଲ୍ଲା ଘୋଷଣା କରିବା ପାଇଁ କମିଟି ଦାବି କରିଛି । ପଦମପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କ୍ରିୟାନୁଷ୍ଠାନ କମିଟି ଆନ୍ଦୋଳନ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ଏପ୍ରିଲ ୨୭ରୁ ରାଜ୍ୟର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଛୁଟି

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଜେଡି ବିଧାୟକ ସୁଶାନ୍ତ ସିଂ କମିଟିକୁ ଭେଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନିମନ୍ତ୍ରଣ ଦେଇଥିଲେ । ସେହି ଅନୁରୋଧ କ୍ରମେ ଆଜି କମିଟିର ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ପଦମପୁର ଉପନିର୍ବାଚନ ଥିବାରୁ ଜିଲ୍ଲା ମାନ୍ୟତା ଦାବି ଜୋର ଧରିଛି । ଜିଲ୍ଲା ଗଠନ ଦାବିକୁ ବିଜେଡି ପୂର୍ବରୁ ସମର୍ଥନ ଜଣାଇଛି ।

ଆହୁରି ପଢ଼ନ୍ତୁ: ହରମୁଜ୍ ପ୍ରଣାଳୀ ଖୋଲିବା ଏବଂ ଯୁଦ୍ଧ ସମାପ୍ତ କରିବାକୁ ଇରାନର ନୂଆ ପ୍ରସ୍ତାବ: ପାକିସ୍ତାନ ମାଧ୍ୟମରେ ଆମେରିକାକୁ ବାର୍ତ୍ତା

16 Nov 2022 By The Sakala

ଜୋର ଧରିଲା ଜିଲ୍ଲା ମାନ୍ୟତା ଦାବି, ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପଦମପୁରବାସୀ

ଭୁବନେଶ୍ବର: ପଦମପୁରକୁ ଜିଲ୍ଲା ମାନ୍ୟତା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପଦମପୁରବାସୀ । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ପଦ୍ମପୁରକୁ ଜିଲ୍ଲା ଘୋଷଣା କରିବା ପାଇଁ କମିଟି ଦାବି କରିଛି । ପଦମପୁର ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ କ୍ରିୟାନୁଷ୍ଠାନ କମିଟି ଆନ୍ଦୋଳନ ଜାରି ରଖିଛି ।

ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଓ ବିଜେଡି ବିଧାୟକ ସୁଶାନ୍ତ ସିଂ କମିଟିକୁ ଭେଟି ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପାଇଁ ନିମନ୍ତ୍ରଣ ଦେଇଥିଲେ । ସେହି ଅନୁରୋଧ କ୍ରମେ ଆଜି କମିଟିର ସଦସ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି । ପଦମପୁର ଉପନିର୍ବାଚନ ଥିବାରୁ ଜିଲ୍ଲା ମାନ୍ୟତା ଦାବି ଜୋର ଧରିଛି । ଜିଲ୍ଲା ଗଠନ ଦାବିକୁ ବିଜେଡି ପୂର୍ବରୁ ସମର୍ଥନ ଜଣାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର