ଆସନ୍ତା ୨୬ ତାରିଖରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଖୋଲିବ ହଷ୍ଟେଲ

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୨୬ ତାରିଖରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଖୋଲିବ । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ, ସାମଜିକ ସୁରକ୍ଷା, ସଶକ୍ତିକରଣ ଏବଂ ଭିନ୍ନକ୍ଷମ ବିଭାଗ ଏବଂ ଅନ୍ୟ ଘରୋଇ ଓ ସରକାରୀ ସ୍କୁଲ ଦ୍ୱାର ପରିଚାଳିତ ସମସ୍ତ ହଷ୍ଟେଲ ଖୋଲାଯିବ ସରକାରଙ୍କ ପକ୍ଷରୁ ଧାର୍ଯ୍ଯ ଏସ୍‌ଓପି ପାଳନ ପୂର୍ବକୁ ଖୋଲିପାରିବେ । ଏ ନେଇ ସ୍କୁଲ ଓ ଗଣଶିକ୍ଷା […]

ଭୁବନେଶ୍ୱର: ଆସନ୍ତା ୨୬ ତାରିଖରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଖୋଲିବ । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ, ସାମଜିକ ସୁରକ୍ଷା, ସଶକ୍ତିକରଣ ଏବଂ ଭିନ୍ନକ୍ଷମ ବିଭାଗ ଏବଂ ଅନ୍ୟ ଘରୋଇ ଓ ସରକାରୀ ସ୍କୁଲ ଦ୍ୱାର ପରିଚାଳିତ ସମସ୍ତ ହଷ୍ଟେଲ ଖୋଲାଯିବ ସରକାରଙ୍କ ପକ୍ଷରୁ ଧାର୍ଯ୍ଯ ଏସ୍‌ଓପି ପାଳନ ପୂର୍ବକୁ ଖୋଲିପାରିବେ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆଜିଠୁ ହେବ ବାହାର ରତ୍ନଭଣ୍ଡାର ଅଳଙ୍କାର ଗଣତିମଣତି, କେବଳ ବାହାର କାଠରୁ ଶ୍ରୀଜିଉଙ୍କୁ ଦର୍ଶନ କରିବେ ଭକ୍ତ

ଆସନ୍ତା ୨୬ ତାରିଖରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ସ୍କୁଲ ଖୋଲିବ । ଏ ନେଇ ଗତ ୧୭ ତାରିଖରେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମାଟ୍ରିକ ଅଫ୍‌ଲାଇନ୍ ପରୀକ୍ଷା ଓ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ସଚିବ ସତ୍ୟବ୍ରତ ସୂଚନା ଦେଇଥିଲେ । ତେବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ସ୍କୁଲ ସକାଳୁ ଖୋଲା ରହିବ । ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହି ନିର୍ଦ୍ଦେଶ ଲାଗୁ । ଏବଂ ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ସେଣ୍ଟର ପଡ଼ିଛି ସେହି ସ୍କୁଲଗୁଡ଼ିକ ପରୀକ୍ଷା ପରେ ଖୋଲିବ । ତେବେ ସ୍କୁଲ ଆସିବା ପିଲାଙ୍କ ଇଚ୍ଛାଧିନ ।

ଆହୁରି ପଢ଼ନ୍ତୁ: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ; ଏପ୍ରିଲ ସୁଦ୍ଧା ଆସନ ସଂରକ୍ଷଣ ଚୂଡାନ୍ତ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

21 Jul 2021 By The Sakala

ଆସନ୍ତା ୨୬ ତାରିଖରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଖୋଲିବ ହଷ୍ଟେଲ

ଭୁବନେଶ୍ୱର: ଆସନ୍ତା ୨୬ ତାରିଖରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଖୋଲିବ । ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ, ସାମଜିକ ସୁରକ୍ଷା, ସଶକ୍ତିକରଣ ଏବଂ ଭିନ୍ନକ୍ଷମ ବିଭାଗ ଏବଂ ଅନ୍ୟ ଘରୋଇ ଓ ସରକାରୀ ସ୍କୁଲ ଦ୍ୱାର ପରିଚାଳିତ ସମସ୍ତ ହଷ୍ଟେଲ ଖୋଲାଯିବ ସରକାରଙ୍କ ପକ୍ଷରୁ ଧାର୍ଯ୍ଯ ଏସ୍‌ଓପି ପାଳନ ପୂର୍ବକୁ ଖୋଲିପାରିବେ । ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଚିଠି ଲେଖି ଅବଗତ କରାଯାଇଛି ।

ଆସନ୍ତା ୨୬ ତାରିଖରୁ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ସ୍କୁଲ ଖୋଲିବ । ଏ ନେଇ ଗତ ୧୭ ତାରିଖରେ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମାଟ୍ରିକ ଅଫ୍‌ଲାଇନ୍ ପରୀକ୍ଷା ଓ ସ୍କୁଲ ଖୋଲିବା ନେଇ ଗଣଶିକ୍ଷା ସଚିବ ସତ୍ୟବ୍ରତ ସୂଚନା ଦେଇଥିଲେ । ତେବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ସ୍କୁଲ ସକାଳୁ ଖୋଲା ରହିବ । ଉଭୟ ସରକାରୀ ଓ ବେସରକାରୀ ସ୍କୁଲ ପାଇଁ ଏହି ନିର୍ଦ୍ଦେଶ ଲାଗୁ । ଏବଂ ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା ସେଣ୍ଟର ପଡ଼ିଛି ସେହି ସ୍କୁଲଗୁଡ଼ିକ ପରୀକ୍ଷା ପରେ ଖୋଲିବ । ତେବେ ସ୍କୁଲ ଆସିବା ପିଲାଙ୍କ ଇଚ୍ଛାଧିନ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର