ଏଥର ପ୍ରତି ରାଜ୍ୟକୁ ୪୦୦ ଟଙ୍କାରେ ମିଳିବ କୋଭାକ୍ସିନ

The Sakala Picture
Published On

ନୂଆଦିଲ୍ଲୀ: କୋଭିସିଲଡ ପରେ କମିଲା କୋଭାକ୍ସିନ । ସେରମ ଇନଷ୍ଟିଚ୍ୟୁଟ ଦର କମାଇବା ପରେ ଭାରତ ବାଓଟେକ ମଧ୍ୟ ଦର କମାଇଛି । ରାଜ୍ୟ ପ୍ରତି ଡୋଜ ପିଛା ୬୦୦ ଟଙ୍କା ଥିବା ବେଳେ ୨୦୦ ଟଙ୍କା ହ୍ରାସ କରିଛି କମ୍ପାନୀ । ନୂଆ ଦର ମୁତାବକ ଏଥର ପ୍ରତି ରାଜ୍ୟକୁ ୪୦୦ ଟଙ୍କାରେ ମିଳିବ କୋଭାକ୍ସିନ । ଦର ୨୦୦ ଟଙ୍କା ହ୍ରାସ ଘଟିଥିବା ନେଇ ଆଜି ଭାରତ ବାଓଟେକ ଏନେଇ ଘୋଷଣାପତ୍ର ଜାରି କରିଛି […]

ନୂଆଦିଲ୍ଲୀ: କୋଭିସିଲଡ ପରେ କମିଲା କୋଭାକ୍ସିନ । ସେରମ ଇନଷ୍ଟିଚ୍ୟୁଟ ଦର କମାଇବା ପରେ ଭାରତ ବାଓଟେକ ମଧ୍ୟ ଦର କମାଇଛି । ରାଜ୍ୟ ପ୍ରତି ଡୋଜ ପିଛା ୬୦୦ ଟଙ୍କା ଥିବା ବେଳେ ୨୦୦ ଟଙ୍କା ହ୍ରାସ କରିଛି କମ୍ପାନୀ । ନୂଆ ଦର ମୁତାବକ ଏଥର ପ୍ରତି ରାଜ୍ୟକୁ ୪୦୦ ଟଙ୍କାରେ ମିଳିବ କୋଭାକ୍ସିନ । ଦର ୨୦୦ ଟଙ୍କା ହ୍ରାସ ଘଟିଥିବା ନେଇ ଆଜି ଭାରତ ବାଓଟେକ ଏନେଇ ଘୋଷଣାପତ୍ର ଜାରି କରିଛି ।

ଆହୁରି ପଢ଼ନ୍ତୁ: ଆଜି ଶ୍ରୀମନ୍ଦିରରେ ରାହୁରେଖା ଲାଗି ହେବେ ମହାପ୍ରଭୁ, ସାଢେ଼ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଦୁଇଦିନ ତଳେ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ ମଧ୍ୟ ପୂର୍ବ ଦର କମାଇଥିବା । ଡୋଜ ପିଛା ପ୍ରତି ରାଜ୍ୟ ପାଇଁ ୪୦୦ ଟଙ୍କା କମ୍ପାନୀ ଧାର୍ଯ୍ୟ କରିଥିବାବେଳେ ପରବର୍ତ୍ତୀ ସମୟରେ ୧୦୦ ଟଙ୍କା କମାଇଥିଲା କମ୍ପାନୀ । ଖୋଲା ବଜାରରେ କେନ୍ଦ୍ର ସରକାର ଟିକା ପ୍ରଦାନ କରିବା ନେଇ ଘୋଷଣା କରିବା ପରେ ଦୁଇ ଟିକା ପ୍ରସ୍ତୁତକାରୀ କମ୍ପାନୀ ନିଜ ନିଜର ଧର ଧାର୍ଯ୍ୟ କରିଥିଲେ ।

ଆହୁରି ପଢ଼ନ୍ତୁ: ଲୁଗା ଶୁଖାଇବା ବେଳେ ଅଘଟଣ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ମା’-ଝିଅଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର