ଆଜି ଓଡ଼ିଶାରେ ପୁଣି ୪୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

The Sakala Picture
Published On

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୨୩ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ୫ ଜଣ, ଅନୁଗୁଳ, କଟକ, ଝାରସୁଗୁଡା, ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର, ବୌଦ୍ଧରୁ ୩ ଜଣ […]

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୨୩ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ୫ ଜଣ, ଅନୁଗୁଳ, କଟକ, ଝାରସୁଗୁଡା, ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବରଗଡ, ବଲାଙ୍ଗୀର, ବୌଦ୍ଧରୁ ୩ ଜଣ ଲେଖାଏଁ, ଗଞ୍ଜାମ, ମୟୂରଭଞ୍ଜ, ପୁରୀରୁ ୨ ଜଣ ଲେଖାଏଁ, ସମ୍ବଲପୁର, ରାୟଗଡା, ନୂଆପଡା, କୋରାପୁଟ, କେନ୍ଦ୍ରାପଡା, ଢେଙ୍କାନାଳ, ବାଲେଶ୍ଵରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୩୧୨୩ ଜଣଙ୍କର ମୃତ୍ୟୁ ହୋଇଛି ।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର