ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ପୀଠରେ ଚୈତ୍ର ମାସର ପ୍ରଥମ ମଙ୍ଗଳବାର। ଳଚଞ୍ଚଳ ହୋଇ ଉଠିଛି ମାଆଙ୍କ ପୀଠ। ଭକ୍ତିମୟ ଓ ଆନନ୍ଦମୟ ପରିବେଶ ଭିତରେ ମାଆ ଆଜି ମହାକାଳୀ ରୁପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପ୍ରଥମ ମଙ୍ଗଳବାରରେ ସକାଳୁ ସକାଳୁ ଭକ୍ତଙ୍କ ସମାଗମ ଆରମ୍ଭ ହୋଇସାରିଲାଣି। ଶାନ୍ତିଶୃଙ୍ଖଳାର ସହିତ କିପର ମା’ଙ୍କୁ ଦର୍ଶନ କରି ପାରିବେ ସେ ନେଇ ଜିଲ୍ଲା ପ୍ରଶାସନ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ହଜାର ହାଜର ଭକ୍ତଙ୍କ ଭିଡ଼ ଲାଗିରହିଛି ମା’ ତାରାତାରିଣୀ ପୀଠରେ । ଏଥିପାଇଁ ମନ୍ଦିର କମିଟି ଓ ପ୍ରଶାସନ ପକ୍ଷରୁ ଭକ୍ତ ମାନଙ୍କ ଦର୍ଶନ ନିମନ୍ତେ ସମସ୍ତ ପ୍ରକାର ଉତ୍ତମ ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯାଇଛି ।
ଆଜି ଚୈତ୍ର ମାସର ପ୍ରଥମ ମଙ୍ଗଳବାର, ଚଳଚଞ୍ଚଳ ମାଆ ତାରାତାରିଣୀଙ୍କ ପୀଠ
ଗଞ୍ଜାମ: ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମାଆ ତାରାତାରିଣୀଙ୍କ ପୀଠରେ ଚୈତ୍ର ମାସର ପ୍ରଥମ ମଙ୍ଗଳବାର। ଳଚଞ୍ଚଳ ହୋଇ ଉଠିଛି ମାଆଙ୍କ ପୀଠ। ଭକ୍ତିମୟ ଓ ଆନନ୍ଦମୟ ପରିବେଶ ଭିତରେ ମାଆ ଆଜି ମହାକାଳୀ ରୁପରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ପ୍ରଥମ ମଙ୍ଗଳବାରରେ ସକାଳୁ ସକାଳୁ ଭକ୍ତଙ୍କ ସମାଗମ ଆରମ୍ଭ ହୋଇସାରିଲାଣି। ଶାନ୍ତିଶୃଙ୍ଖଳାର ସହିତ କିପର ମା’ଙ୍କୁ ଦର୍ଶନ କରି ପାରିବେ ସେ ନେଇ ଜିଲ୍ଲା ପ୍ରଶାସନ ପୁଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ହଜାର […]