ପୋଖରୀରେ ବୁଡ଼ି ଦୁଇ ଭାଇଙ୍କ ସଲିଳ ସମାଧି

The Sakala Picture
Published On

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଏକତାଳି ଗ୍ରାମରେ ଅଘଟଣ। ପୋଖରୀରେ ବୁଡ଼ି ଦୁଇ ଭାଇଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଗଣେଶ୍ବର ବେହେରା ଓ ଶୁଭମ ବେହେରା।ବଡଓଷା ଉପଲକ୍ଷେ ଆଜି ସକାଳୁ ଗ୍ରାମ ନିକଟରେ ଥିବା ଏକ ପୋଖରୀକୁ ଗାଧୋଇବାକୁ ଆସିଥିଲେ। ଅସାବଧାନତା ବସତ ଦୁଇ ଭାଇ ବୁଡି ଯାଇଥିଲେ। ଘରକୁ ଫେରିବାରୁ ବିଳମ୍ବ ହେବାରୁ ପରିବାରଲୋକେଙ୍କ ସମେତ ସ୍ଥାନୀୟଲୋକେ ମଧ୍ୟ ଖୋଜାଖୋଜି ଆରମ୍ଭ କରିଥିଲେ। ତେବେ ପୋଖରୀ ପାଖରେ ଉଭୟଙ୍କର ଚପଲ […]

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଏକତାଳି ଗ୍ରାମରେ ଅଘଟଣ। ପୋଖରୀରେ ବୁଡ଼ି ଦୁଇ ଭାଇଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଗଣେଶ୍ବର ବେହେରା ଓ ଶୁଭମ ବେହେରା।ବଡଓଷା ଉପଲକ୍ଷେ ଆଜି ସକାଳୁ ଗ୍ରାମ ନିକଟରେ ଥିବା ଏକ ପୋଖରୀକୁ ଗାଧୋଇବାକୁ ଆସିଥିଲେ। ଅସାବଧାନତା ବସତ ଦୁଇ ଭାଇ ବୁଡି ଯାଇଥିଲେ। ଘରକୁ ଫେରିବାରୁ ବିଳମ୍ବ ହେବାରୁ ପରିବାରଲୋକେଙ୍କ ସମେତ ସ୍ଥାନୀୟଲୋକେ ମଧ୍ୟ ଖୋଜାଖୋଜି ଆରମ୍ଭ କରିଥିଲେ। ତେବେ ପୋଖରୀ ପାଖରେ ଉଭୟଙ୍କର ଚପଲ ପଡିଥିବା ଦେଖି ସ୍ଥାନୀୟଲୋକେ ପୋଖରୀ ଭିତରେ ପଶି ଖୋଜିବା ଆରମ୍ଭ କରିଥିଲେ। ଦୀର୍ଘ ସମୟ ଧରି ଖୋଜାଖୋଜି କରିବା ପରେ ସ୍ଥାନୀୟଲୋକଙ୍କ ଦ୍ବାରା ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏହାକୁ ନେଇ ସମଗ୍ର ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଗହୀରମଥାରେ ଅଣ୍ଡା ନଦେଇ ଫେରିଗଲେ ଅଲିଭ ରିଡ଼ଲେ କଇଁଛ, ଚିନ୍ତାରେ ପରିବେଶବିତ୍

14 Nov 2024 By The Sakala

ପୋଖରୀରେ ବୁଡ଼ି ଦୁଇ ଭାଇଙ୍କ ସଲିଳ ସମାଧି

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଏକତାଳି ଗ୍ରାମରେ ଅଘଟଣ। ପୋଖରୀରେ ବୁଡ଼ି ଦୁଇ ଭାଇଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ ଗଣେଶ୍ବର ବେହେରା ଓ ଶୁଭମ ବେହେରା।ବଡଓଷା ଉପଲକ୍ଷେ ଆଜି ସକାଳୁ ଗ୍ରାମ ନିକଟରେ ଥିବା ଏକ ପୋଖରୀକୁ ଗାଧୋଇବାକୁ ଆସିଥିଲେ। ଅସାବଧାନତା ବସତ ଦୁଇ ଭାଇ ବୁଡି ଯାଇଥିଲେ। ଘରକୁ ଫେରିବାରୁ ବିଳମ୍ବ ହେବାରୁ ପରିବାରଲୋକେଙ୍କ ସମେତ ସ୍ଥାନୀୟଲୋକେ ମଧ୍ୟ ଖୋଜାଖୋଜି ଆରମ୍ଭ କରିଥିଲେ। ତେବେ ପୋଖରୀ ପାଖରେ ଉଭୟଙ୍କର ଚପଲ ପଡିଥିବା ଦେଖି ସ୍ଥାନୀୟଲୋକେ ପୋଖରୀ ଭିତରେ ପଶି ଖୋଜିବା ଆରମ୍ଭ କରିଥିଲେ। ଦୀର୍ଘ ସମୟ ଧରି ଖୋଜାଖୋଜି କରିବା ପରେ ସ୍ଥାନୀୟଲୋକଙ୍କ ଦ୍ବାରା ଉଭୟଙ୍କ ମୃତଦେହ ଉଦ୍ଧାର କରାଯାଇଥିଲା। ଏହାକୁ ନେଇ ସମଗ୍ର ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର