ପିକନିକ ହେଲା କାଳ: ରାସ୍ତାରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍; ଜଣେ ମୃତ, ୧୧ ଆହତ

The Sakala Picture
Published On

ଗଜପତି: ପିକନିକ ଯିବା ହେଲା କାଳ । ଅଧା ରାସ୍ତାରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରାଭେଲର ଭ୍ୟାନ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ମୋହନା କେନ୍ଦୁଘାଟିରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତକ ଜଣଙ୍କ ହେଲେ ନୟାଗଡ଼ ଜିଲ୍ଲା ଚାହାଳିର ସରୋଜିନୀ ବେହେରା । ଆହତଙ୍କ ମଧ୍ୟରେ ୪ ଜଣ ମହିଳା, ୨ ଜଣ ଶିଶୁ ଅଛନ୍ତି । ଖବର ପାଇ […]

ଗଜପତି: ପିକନିକ ଯିବା ହେଲା କାଳ । ଅଧା ରାସ୍ତାରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରାଭେଲର ଭ୍ୟାନ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ମୋହନା କେନ୍ଦୁଘାଟିରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତକ ଜଣଙ୍କ ହେଲେ ନୟାଗଡ଼ ଜିଲ୍ଲା ଚାହାଳିର ସରୋଜିନୀ ବେହେରା । ଆହତଙ୍କ ମଧ୍ୟରେ ୪ ଜଣ ମହିଳା, ୨ ଜଣ ଶିଶୁ ଅଛନ୍ତି । ଖବର ପାଇ ମୋହନା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମୋହନା ମେଡିକାଲରେ ଭର୍ତ୍ତି କରିଛନ୍ତି। ପ୍ରାଥମିକ ଚିକିତ୍ସା ପରେ ଗୁରୁତର ୩ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ଆହୁରି ପଢ଼ନ୍ତୁ: ସାବଧାନ! ଶ୍ରୀମନ୍ଦିରରେ ନାହିଁ ‘ପେଡ୍‌ ଭିଆଇପି ଦର୍ଶନ’ ବ୍ୟବସ୍ଥା, ଜାଲ୍‌ ବିଜ୍ଞାପନ ବିରୋଧରେ ଏଫଆଇଆର

ନୟାଗଡ଼ ଜିଲ୍ଲା ଶରଣକୁଳ ଓ ଚଢ଼େୟାପଲି ଅଞ୍ଚଳର ଗୋଟିଏ ପରିବାରର ୧୪ ଜଣ ପିକନିକ ପାଇଁ ଭୁବନେଶ୍ୱରରୁ କୋରାପୁଟ ଯାଉଥିଲେ । ଭୋର ୪ ଟାରେ ମୋହନା କେନ୍ଦୁଘାଟିରେ ଭାରସlମ୍ୟ ହରାଇ ଟ୍ରାଭେଲରଟି ଓଲଟି ପଡିଥିଲା । ଡ୍ରାଇଭରର ବେପରୁଆ ଗାଡି ଚାଳନା ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ଆହତ କହିଛନ୍ତି ।

ଆହୁରି ପଢ଼ନ୍ତୁ: Rani Laxmibai Scooty Yojana: ଯୋଗୀ ସରକାରଙ୍କ ବଡ଼ ନିଷ୍ପତ୍ତି, ମେଧାବୀ ଛାତ୍ରୀଙ୍କୁ ମିଳିବ ମାଗଣା ସ୍କୁଟି

17 Nov 2024 By The Sakala

ପିକନିକ ହେଲା କାଳ: ରାସ୍ତାରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍; ଜଣେ ମୃତ, ୧୧ ଆହତ

ଗଜପତି: ପିକନିକ ଯିବା ହେଲା କାଳ । ଅଧା ରାସ୍ତାରେ ଭାରସାମ୍ୟ ହରାଇ ଓଲଟିଲା ଟ୍ରାଭେଲର ଭ୍ୟାନ୍ । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି । ଗଜପତି ଜିଲ୍ଲା ମୋହନା କେନ୍ଦୁଘାଟିରେ ଘଟିଛି ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା । ମୃତକ ଜଣଙ୍କ ହେଲେ ନୟାଗଡ଼ ଜିଲ୍ଲା ଚାହାଳିର ସରୋଜିନୀ ବେହେରା । ଆହତଙ୍କ ମଧ୍ୟରେ ୪ ଜଣ ମହିଳା, ୨ ଜଣ ଶିଶୁ ଅଛନ୍ତି । ଖବର ପାଇ ମୋହନା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ମୋହନା ମେଡିକାଲରେ ଭର୍ତ୍ତି କରିଛନ୍ତି। ପ୍ରାଥମିକ ଚିକିତ୍ସା ପରେ ଗୁରୁତର ୩ ଜଣଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ସ୍ଥାନାନ୍ତର କରାଯାଇଛି ।

ନୟାଗଡ଼ ଜିଲ୍ଲା ଶରଣକୁଳ ଓ ଚଢ଼େୟାପଲି ଅଞ୍ଚଳର ଗୋଟିଏ ପରିବାରର ୧୪ ଜଣ ପିକନିକ ପାଇଁ ଭୁବନେଶ୍ୱରରୁ କୋରାପୁଟ ଯାଉଥିଲେ । ଭୋର ୪ ଟାରେ ମୋହନା କେନ୍ଦୁଘାଟିରେ ଭାରସlମ୍ୟ ହରାଇ ଟ୍ରାଭେଲରଟି ଓଲଟି ପଡିଥିଲା । ଡ୍ରାଇଭରର ବେପରୁଆ ଗାଡି ଚାଳନା ଯୋଗୁଁ ଏଭଳି ଦୁର୍ଘଟଣା ଘଟିଥିବା ଆହତ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର