ବର୍ଷା ଓ ବଜ୍ରପାତ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

The Sakala Picture
Published On

ଭୁବନେଶ୍ୱର: ଆଜି କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷା ବେଳେ ପବନର ବେଗ ଘଣ୍ଟା ପ୍ରତି ୩୦କିମି ରହିବା ସମ୍ଭାବନା ରହିଛି। କାଳବୈଶାଖୀ ଜନିତ ଝଡ଼ବର୍ଷା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି। ଅଧିକାଂଶ ଜିଲ୍ଲାରେ ମେ ୬ ତାରିଖ ଯାଏ କାଳବେଶାଖୀ ଜନିତ ବର୍ଷା ଓ କୁଆପଥର ବର୍ଷା ଜାରି […]

ଭୁବନେଶ୍ୱର: ଆଜି କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷା ବେଳେ ପବନର ବେଗ ଘଣ୍ଟା ପ୍ରତି ୩୦କିମି ରହିବା ସମ୍ଭାବନା ରହିଛି। କାଳବୈଶାଖୀ ଜନିତ ଝଡ଼ବର୍ଷା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି। ଅଧିକାଂଶ ଜିଲ୍ଲାରେ ମେ ୬ ତାରିଖ ଯାଏ କାଳବେଶାଖୀ ଜନିତ ବର୍ଷା ଓ କୁଆପଥର ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଆହୁରି ପଢ଼ନ୍ତୁ: ଆଜ୍ଞାମାଳ ବିଜେ ପରେ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ହେଲା ରଥକାଠ ଅନୁକୂଳ

03 May 2023 By The Sakala

ବର୍ଷା ଓ ବଜ୍ରପାତ ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି କାଳବୈଶାଖୀ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ବର୍ଷା ବେଳେ ପବନର ବେଗ ଘଣ୍ଟା ପ୍ରତି ୩୦କିମି ରହିବା ସମ୍ଭାବନା ରହିଛି। କାଳବୈଶାଖୀ ଜନିତ ଝଡ଼ବର୍ଷା ସହ କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି। ଅଧିକାଂଶ ଜିଲ୍ଲାରେ ମେ ୬ ତାରିଖ ଯାଏ କାଳବେଶାଖୀ ଜନିତ ବର୍ଷା ଓ କୁଆପଥର ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର