ବଡ ଖବର
<% catList.forEach(function(cat){ %>
<%= cat.label %>
<% }); %>
<%- node_title %>
Published On
By <%= createdBy.user_fullname %>
<%- node_title %>
Published On
By <%= createdBy.user_fullname %>
<% if(node_description!==false) { %>
<%= node_description %>
<% } %>
<% catList.forEach(function(cat){ %>
<%= cat.label %>
<% }); %>
ରାଜ୍ୟସଭା ନିର୍ବାଚନ ଜିତିବା ପାଇଁ ଚାଲିଛି ଘୋଡ଼ା ବେପାର: ନବୀନ
Published On
By Madhusudan Das
ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ଜିତିବା ପାଇଁ ଚାଲିଛି ଘୋଡ଼ା ବେପାର । ବିଧାନସଭାରେ ମକ ପୋଲିଂ ଶେଷ ପରେ ଗଣମାଧ୍ୟମକୁ ଏପରି ବିସ୍ଫୋରକ ପ୍ରତିକ୍ରିୟା ଦେଇଛନ୍ତି ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଗଣତାନ୍ତ୍ରିକ ବ୍ୟବସ୍ଥାରେ ଏହା ଏକ ଅପରାଧ ବୋଲି ନବୀନ ଅଭିଯୋଗ କରିଛନ୍ତି । ତେବେ ବିଜେଡିର...
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ: ୨୪ ଘଣ୍ଟା ମଧ୍ୟରେ ଦୁବାଇ ଉପରେ ଦ୍ୱିତୀୟ ଥର ଆକ୍ରମଣ, ବାଗଦାଦସ୍ଥିତ ଆମେରିକୀୟ ଦୂତାବାସକୁ ଟାର୍ଗେଟ
Published On
By Madhusudan Das
ନୂଆଦିଲ୍ଲୀ: ଦୁବାଇର ଆର୍ଥିକ କେନ୍ଦ୍ରସ୍ଥଳୀରେ ଏକ ଅଟ୍ଟାଳିକାରେ ଆକ୍ରମଣକୁ ପ୍ରତିହତ କରିବା ସମୟରେ ଖସିଥିବା ଭଗ୍ନାବଶେଷ ପଡ଼ିଛି। ଆମେରିକା-ଇସ୍ରାଏଲ-ଇରାନ ଯୁଦ୍ଧ ୧୫ତମ ଦିନରେ ପହଞ୍ଚିଥିବା ବେଳେ, ୨୪ ଘଣ୍ଟା ମଧ୍ୟରେ ଏହା ଦ୍ୱିତୀୟ ଥର ପାଇଁ ଦୁବାଇ ଉପରେ ଆକ୍ରମଣ ହୋଇଛି। ତେବେ ଏହି ଘଟଣାରେ କୌଣସି ଅଗ୍ନିକାଣ୍ଡ କିମ୍ବା ମୃତାହତ ହୋଇନଥିବା ସୂଚନା ମିଳିଛି।...
FIH ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ ଫାଇନାଲରେ ଭାରତୀୟ ମହିଳା ହକି ଟିମ୍, ଶୁଭେଚ୍ଛା ଜଣାଇଲେ ନବୀନ
Published On
By Madhusudan Das
ଭୁବନେଶ୍ୱର: ମହିଳା ହକି ଟିମକୁ ଶୁଭେଚ୍ଛା ଜଣାଇଲେ ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଇଟାଲୀକୁ ୧-୦ ଗୋଲ୍ରେ ହରାଇ FIH ବିଶ୍ୱକପ୍ ଯୋଗ୍ୟତା ପର୍ଯ୍ୟାୟ ଟୁର୍ଣ୍ଣାମେଣ୍ଟର ଫାଇନାଲରେ ପ୍ରବେଶ କରିଛି ଭାରତୀୟ ମହିଳା ହକି ଟିମ୍ । ସୋସିଆଲ ମିଡ଼ିଆ ସାଇଟ ‘X’ରେ ମହିଳା ହକି ଟିମକୁ ଶୁଭେଚ୍ଛା...
ଟଳିବ ତୈଳ ସଙ୍କଟ ! ରୁଷ ତେଲ କିଣିବାକୁ ସବୁ ଦେଶଙ୍କୁ ଟ୍ରମ୍ପ୍ଙ୍କ ଅନୁମତି
Published On
By Madhusudan Das
ୱାଶିଂଟନ୍: ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ଯୋଗୁଁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ୧୦୦ ଡଲାର ଉପରେ ବୃଦ୍ଧି ପାଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ଟ୍ରମ୍ପ୍ ପ୍ରଶାସନ ଅସ୍ଥାୟୀ ଭାବରେ ଅନ୍ୟ ଦେଶମାନଙ୍କୁ ରୁଷରୁ ତେଲ କିଣିବାକୁ ଅନୁମତି ଦେଇଛି।ବର୍ତ୍ତମାନ ପରିସ୍ଥତିରେ ଅନେକ ରୁଷୀୟ ତୈଳ ଟ୍ୟାଙ୍କର ସମୁଦ୍ରରେ ଫସି ରହିଛି। ପୂର୍ବରୁ...
ମାର୍ଚ୍ଚ ଆରମ୍ଭରୁ ଡରାଇଲାଣି ତାତି: ଝାରସୁଗୁଡ଼ାରେ ପାରଦ ଟପିଲା ୪୦ ଡିଗ୍ରୀ
Published On
By Tapas Ranjan Nanda
ବସନ୍ତ ଋତୁ ଶେଷ ନହେଉଣୁ ରାଜ୍ୟରେ ଗ୍ରୀଷ୍ମର ପ୍ରକୋପ ଅନୁଭୂତ ହେଲାଣି। ମାର୍ଚ୍ଚ ମାସ ପ୍ରଥମାର୍ଦ୍ଧରେ ହିଁ ତାତି ଲୋକଙ୍କୁ ଡରାଇବା ଆରମ୍ଭ କରିଛି। ଗୁରୁବାର ଦିନ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ଝାରସୁଗୁଡ଼ାଠାରେ ୪୦ ଡିଗ୍ରୀ ଅତିକ୍ରମ କରିଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଚଳିତ ବର୍ଷ ପ୍ରଥମ ଥର ପାଇଁ...
୨୦୨୮ରେ ୧୫୮ତମ ବାର୍ ଆସୋସିଏସନ୍ ନିର୍ବାଚନ: ମତାଧିକାର ସାବ୍ୟସ୍ତ କରିବେ ୩୮ ହଜାରରୁ ଅଧିକ ଭୋଟର
Published On
By Suryakanta
ଓଡ଼ିଶା ଆଇନଜୀବୀ ସମ୍ପ୍ରଦାୟ ପାଇଁ ଏକ ବଡ଼ ଖବର। ଆସନ୍ତା ୨୦୨୮ ମସିହାରେ ଅନୁଷ୍ଠିତ ହେବାକୁ ଯାଉଛି ୧୫୮ତମ ବାର୍ ଆସୋସିଏସନ୍ ନିର୍ବାଚନ। ଏହି ଐତିହାସିକ ନିର୍ବାଚନରେ ରାଜ୍ୟର ବିଭିନ୍ନ ବାର୍ ଆସୋସିଏସନରୁ ୩୮,୦୦୦ ରୁ ଅଧିକ ଭୋଟର ନିଜର ମତାଧିକାର ସାବ୍ୟସ୍ତ କରିବେ ବୋଲି ଆକଳନ କରାଯାଇଛି। ସମଗ୍ର ରାଜ୍ୟରେ ଏହି...
ହର୍ମୁଜ ପ୍ରଣାଳୀ ବନ୍ଦ ହେଲେ ବି ଭାରତରେ ନାହିଁ ଇନ୍ଧନର ଅଭାବ; ଆଶ୍ୱାସନା ଦେଲେ କେନ୍ଦ୍ରମନ୍ତ୍ରୀ ହରଦୀପ ସିଂହ ପୁରୀ
Published On
By Madhusudan Das
ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ ଭାରତରେ କୌଣସି ଇନ୍ଧନର ଅଭାବ ନାହିଁ ବୋଲି କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ହରଦୀପ ସିଂହ ପୁରୀ ଗୁରୁବାର ଦିନ ଆଶ୍ୱାସନା ଦେଇଛନ୍ତି। ସେ ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପର୍ଯ୍ୟାପ୍ତ ପରିମାଣର ଅଶୋଧିତ ତୈଳ ମହଜୁଦ ରହିଛି ଏବଂ ଭାରତର ଊର୍ଜା ସୁରକ୍ଷା ସମ୍ପୂର୍ଣ୍ଣ...
ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ; ପ୍ରଥମେଶ ଅରବିନ୍ଦ ରାଜସିର୍କେଙ୍କୁ ମାଲକାନଗିରି ଜିଲ୍ଲାପାଳ ଦାୟିତ୍ୱ
Published On
By Madhusudan Das
ଭୁବନେଶ୍ୱର: ଆଇଏଏସ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର । ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ଅନୁସାରେ, ୨୦୧୨ ବ୍ୟାଚ୍ ଆଇଏଏସ୍ ମନୀଷ କୁମାର ଅଗ୍ରୱାଲଙ୍କୁ ରାଜ୍ୟ ସମବାୟ ସୋସାଇଟି ରେଜିଷ୍ଟ୍ରାର ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଥିବାବେଳେ ୨୦୨୧ ବ୍ୟାଚ୍...
ଏସ୍ ଜୟଶଙ୍କରଙ୍କ ମାଷ୍ଟରଷ୍ଟ୍ରୋକ୍: ଇରାନ ଅବରୋଧ ମଧ୍ୟରେ ହରମୁଜ୍ ପ୍ରଣାଳୀରେ ଭାରତୀୟ ତୈଳ ଟ୍ୟାଙ୍କରକୁ ମିଳିଲା ସୁରକ୍ଷିତ ମାର୍ଗ
Published On
By Madhusudan Das
ନୂଆଦିଲ୍ଲୀ: ବିଶ୍ୱ ଶକ୍ତି ସଙ୍କଟ ଏବଂ ଉତ୍ତେଜନା ମଧ୍ୟରେ ଭାରତୀୟ କୂଟନୀତିର ଏକ ବଡ଼ ସଫଳତା ସାମ୍ନାକୁ ଆସିଛି। ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍ ଜୟଶଙ୍କର ଏବଂ ତାଙ୍କ ଇରାନ ପ୍ରତିପକ୍ଷ ଆବାସ ଆରାଗଚିଙ୍କ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା ପରେ ଇରାନର ଅବରୋଧ ସତ୍ତ୍ୱେ ହରମୁଜ୍ ପ୍ରଣାଳୀ ଦେଇ ଭାରତୀୟ ତୈଳ ଟ୍ୟାଙ୍କରଗୁଡ଼ିକ ପାଇଁ ସୁରକ୍ଷିତ...
ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସର ହ୍ବିପ୍ ଜାରି: ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ
Published On
By Madhusudan Das
ଭୁବନେଶ୍ୱର: ରାଜ୍ୟସଭା ନିର୍ବାଚନ ପାଇଁ ହ୍ବିପ୍ ଜାରି କଲା ରାଜ୍ୟ କଂଗ୍ରେସ । ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି କରିଛି ଦଳ । ଏ ନେଇ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ । ଏହାସହ ରାଜ୍ୟସଭା ନିର୍ବାଚନରେ କିପରି କ୍ରସ ଭୋଟିଂ ନହେବ, ସେଥିପାଇଁ...
ଅଡୁଆରେ ହାର୍ଦ୍ଦିକ ପାଣ୍ଡ୍ୟା; ଜାତୀୟ ପତାକାକୁ ଅପମାନିତ କରିଥିବା ଅଭିଯୋଗରେ ଥାନାରେ ଏତଲା
Published On
By Madhusudan Das
ନୂଆଦିଲ୍ଲୀ: ଭାରତର ଐତିହାସିକ ଟି-୨୦ ବିଶ୍ୱକପ ୨୦୨୬ ବିଜୟ ଉତ୍ସବ ପାଳନ ବେଳେ ଏକ ଆଇନଗତ ବିବାଦ ମୁଣ୍ଡ ଟେକିଛି। ଷ୍ଟାର୍ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନାମରେ ଜାତୀୟ ପତାକାକୁ ଅପମାନିତ କରିଥିବା ଅଭିଯୋଗ ଆଣି ପୁଣେର ଜଣେ ଆଇନଜୀବୀ ଏଫଆଇଆର (FIR) ରୁଜୁ କରିବାକୁ ଦାବି କରିଛନ୍ତି । ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ...
ଗ୍ୟାସ ଅଭାବକୁ ନେଇ ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ହଙ୍ଗାମା, ବାରମ୍ବାର ଗୃହ ମୁଲତବି
Published On
By Madhusudan Das
ଭୁବନେଶ୍ୱର: ଗୃହରେ ଗ୍ୟାସ ତାତି । ଗ୍ୟାସ ଅଭାବକୁ ନେଇ ବିଧାନସଭା ଆରମ୍ଭରୁ ଗୃହରେ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ। ଚାଲିପାରୁନି ବିଧାନସଭା ବଜେଟ ଅଧିବେଶନ ପ୍ରଶ୍ନକାଳ । ଗୃହ ମଧ୍ୟଭାଗରେ ପ୍ଲାକାର୍ଡ ଧରି ବିରୋଧୀ ସଦସ୍ୟଙ୍କ ହଙ୍ଗାମା ଓ ନାରାବାଜି । ଗୃହ କାର୍ଯ୍ୟ ଚାଲନପାରିବାରୁ ପୂର୍ବାହ୍ଣ ପ୍ରଥମେ ୧୧ଟା୩୦ ଯାଏ ଗୃହ ମୁଲତବି ରଖିଥିଲେ...



