୧୭ ବର୍ଷ ଅପେକ୍ଷାର ଅନ୍ତ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଜିତିଲା ଆଇପିଏଲ ୨୦୨୫ ଫାଇନାଲ

The Sakala Picture
Published On

ଅହମ୍ମଦାବାଦ : ୧୭ ବର୍ଷ ଅପେକ୍ଷାର ଅନ୍ତ ହୋଇଛି। ଶେଷରେ ଆଇପିଏଲ ଟାଇଟଲ ଜିତିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୫ ଫାଇନାଲକୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୬ ରନ୍‌ରେ ଜିତି ନେଇଛି। ପଞ୍ଜାବ କିଙ୍ଗସ୍ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଥିବା ଆଇପିଏଲ ୨୦୨୫ର ଫାଇନାଲ ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୨୦ ଓଭରରେ ୯ ୱିକେଟ ହରାଇ ୧୯୦ […]

ଅହମ୍ମଦାବାଦ : ୧୭ ବର୍ଷ ଅପେକ୍ଷାର ଅନ୍ତ ହୋଇଛି। ଶେଷରେ ଆଇପିଏଲ ଟାଇଟଲ ଜିତିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୫ ଫାଇନାଲକୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୬ ରନ୍‌ରେ ଜିତି ନେଇଛି।

ଆହୁରି ପଢ଼ନ୍ତୁ: ଫିଫା ବିଶ୍ୱକପ୍‌ ୨୦୨୬: ଇଂଲଣ୍ଡ, କଲୋମ୍ବିଆ ଏବଂ ଘାନା ବିଜୟୀ; ପର୍ତ୍ତୁଗାଲର ଚମକହୀନ ପ୍ରଦର୍ଶନ

ପଞ୍ଜାବ କିଙ୍ଗସ୍ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଥିବା ଆଇପିଏଲ ୨୦୨୫ର ଫାଇନାଲ ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୨୦ ଓଭରରେ ୯ ୱିକେଟ ହରାଇ ୧୯୦ ରନ୍‌ କରିଥିଲା। ଏହାପରେ ୧୯୧ ରନ୍‌ର ବିଜୟ ଲକ୍ଷ୍ୟ ନେଇ ପଡିଆକୁ ଆସିଥିବା ପଞ୍ଜାବ କିଙ୍ଗସ୍‌ ୨୦ ଓଭରରେ ୭ ୱିକେଟ ହରାଇ ୧୮୪ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଯାହା ଫଳର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଦୀର୍ଘ ୧୭ ବର୍ଷର ଅପେକ୍ଷାର ଅନ୍ତ ହୋଇଛି। ଆଉ ଶେଷରେ ବାଙ୍ଗାଲୋର ଆଇପିଏଲ ଟ୍ରଫି ଜିତିଛି।

ଆହୁରି ପଢ଼ନ୍ତୁ: ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍ ପାଇଁ ଖୁବଶୀଘ୍ର ଘୋଷଣା ହେବ ଭାରତୀୟ ଦଳ, ବିରାଟ କୋହଲିଙ୍କ ଫିଟନେସକୁ ନେଇ ଆସିଲା ବଡ଼ ଖବର

03 Jun 2025 By The Sakala

୧୭ ବର୍ଷ ଅପେକ୍ଷାର ଅନ୍ତ : ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଜିତିଲା ଆଇପିଏଲ ୨୦୨୫ ଫାଇନାଲ

ଅହମ୍ମଦାବାଦ : ୧୭ ବର୍ଷ ଅପେକ୍ଷାର ଅନ୍ତ ହୋଇଛି। ଶେଷରେ ଆଇପିଏଲ ଟାଇଟଲ ଜିତିଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର। ଅହମ୍ମଦାବାଦର ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ୨୦୨୫ ଫାଇନାଲକୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୬ ରନ୍‌ରେ ଜିତି ନେଇଛି।

ପଞ୍ଜାବ କିଙ୍ଗସ୍ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଖେଳାଯାଉଥିବା ଆଇପିଏଲ ୨୦୨୫ର ଫାଇନାଲ ମ୍ୟାଚ୍‌ରେ ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରୁଥିବା ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୨୦ ଓଭରରେ ୯ ୱିକେଟ ହରାଇ ୧୯୦ ରନ୍‌ କରିଥିଲା। ଏହାପରେ ୧୯୧ ରନ୍‌ର ବିଜୟ ଲକ୍ଷ୍ୟ ନେଇ ପଡିଆକୁ ଆସିଥିବା ପଞ୍ଜାବ କିଙ୍ଗସ୍‌ ୨୦ ଓଭରରେ ୭ ୱିକେଟ ହରାଇ ୧୮୪ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଯାହା ଫଳର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଦୀର୍ଘ ୧୭ ବର୍ଷର ଅପେକ୍ଷାର ଅନ୍ତ ହୋଇଛି। ଆଉ ଶେଷରେ ବାଙ୍ଗାଲୋର ଆଇପିଏଲ ଟ୍ରଫି ଜିତିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର