ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ରାଜ୍ୟର ଆଉ ୮ ନୂଆ ସହରରେ ଗଡ଼ିବ ‘ଆମ ବସ୍‌’

The Sakala Picture
Published On

ଭୁବନେଶ୍ୱର : କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ର ୪୯ତମ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଉନ୍ନୟନ କମିଶନର ଏବଂ କ୍ରୁଟ୍‌ ଚେୟାରମ୍ୟାନ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟରେ ସହରାଞ୍ଚଳ ପରିବହନକୁ ଅଧିକ ବୃଦ୍ଧି କରିବାକୁ ପ୍ରମୁଖ ରଣନୀତି ଉପରେ ଆଲୋଚନା ହୋଇଛି। ଏଥିରେ ଯାତ୍ରୀମାନଙ୍କ ଉତ୍ତମ ସୁରକ୍ଷା ଏବଂ ଗୁଣବତ୍ତା ସେବା ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ କ୍ରୁଟ୍‌ର କାର୍ଯ୍ୟକଳାପ ଉପରେ ବିସ୍ତୃତ ଆଲୋଚନା ଏବଂ ସମୀକ୍ଷା କରାଯାଇଛି। […]

ଭୁବନେଶ୍ୱର : କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ର ୪୯ତମ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଉନ୍ନୟନ କମିଶନର ଏବଂ କ୍ରୁଟ୍‌ ଚେୟାରମ୍ୟାନ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟରେ ସହରାଞ୍ଚଳ ପରିବହନକୁ ଅଧିକ ବୃଦ୍ଧି କରିବାକୁ ପ୍ରମୁଖ ରଣନୀତି ଉପରେ ଆଲୋଚନା ହୋଇଛି। ଏଥିରେ ଯାତ୍ରୀମାନଙ୍କ ଉତ୍ତମ ସୁରକ୍ଷା ଏବଂ ଗୁଣବତ୍ତା ସେବା ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ କ୍ରୁଟ୍‌ର କାର୍ଯ୍ୟକଳାପ ଉପରେ ବିସ୍ତୃତ ଆଲୋଚନା ଏବଂ ସମୀକ୍ଷା କରାଯାଇଛି। ସେହିପରି ଅନୁଗୁଳ, ଝାରସୁଗୁଡା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ୱର ଏବଂ ରାୟଗଡ଼ା ଭଳି ୮ଟି ସହରରେ ଆମ ବସ୍‌ ଚଳାଚଳ କରିବାକୁ ବୈଠକରେ ଯୋଜନା କରାଯାଇଛି।

ଆହୁରି ପଢ଼ନ୍ତୁ: ବର୍ଷକୁ ୧୦ ଦିନ ବିନା ବ୍ୟାଗ୍‌ରେ ସ୍କୁଲ୍‌ ଆସିବେ ପିଲା, ଜାତୀୟ ଶିକ୍ଷା ନୀତି-୨୦୨୦କୁ ଲାଗୁ ନିଷ୍ପତ୍ତି

ଏହାସହ ଦୁର୍ଘଟଣା ନିବାରଣ ବ୍ୟବସ୍ଥା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଅତ୍ୟଧିକ ଗତି ଜନିତ ବିପଦକୁ ହ୍ରାସ କରିବା ପାଇଁ ବସ୍‌ଗୁଡ଼ିକର ଗତି ସୀମା ପ୍ରଚଳନ କରାଯାଇଛି। ଯାତ୍ରୀମାନଙ୍କ ସୁରକ୍ଷାକୁ ଉନ୍ନତ କରିବା ପାଇଁ ରାଜ୍ୟ ପରିବହନ କତ୍ତୃପକ୍ଷ ପ୍ରତି ମାସରେ ଦୁର୍ଘଟଣାର ତଦନ୍ତ ଏବଂ ଏହି ସମୀକ୍ଷା ବୈଠକ ସହିତ ବିଶ୍ଳେଷଣ କରିବେ। ଯାତ୍ରୀଙ୍କ ସହାୟତାକୁ ଆହୁରି ବୃଦ୍ଧି କରିବା ପାଇଁ, ସକାଳ ୬ଟାରୁ ରାତି ୧୦ଟା ମଧ୍ୟରେ ସହାୟତା ପାଇଁ ଏକ ଟୋଲ୍‌-ଫ୍ରି ନମ୍ୱର (୧୮୦୦୫୭୦୦୨୧୮) ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ନିଶା ଔଷଧ ସ୍ପ୍ରେ କରି ଘରୁ ୨୫ ଲକ୍ଷର ସୁନା ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

28 Mar 2025 By The Sakala

ରାଜ୍ୟର ଆଉ ୮ ନୂଆ ସହରରେ ଗଡ଼ିବ ‘ଆମ ବସ୍‌’

ଭୁବନେଶ୍ୱର : କ୍ୟାପିଟାଲ ରିଜିଅନ୍‌ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍‌)ର ୪୯ତମ ବୋର୍ଡ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ଉନ୍ନୟନ କମିଶନର ଏବଂ କ୍ରୁଟ୍‌ ଚେୟାରମ୍ୟାନ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟରେ ସହରାଞ୍ଚଳ ପରିବହନକୁ ଅଧିକ ବୃଦ୍ଧି କରିବାକୁ ପ୍ରମୁଖ ରଣନୀତି ଉପରେ ଆଲୋଚନା ହୋଇଛି। ଏଥିରେ ଯାତ୍ରୀମାନଙ୍କ ଉତ୍ତମ ସୁରକ୍ଷା ଏବଂ ଗୁଣବତ୍ତା ସେବା ଉପରେ ଅଧିକ ଗୁରୁତ୍ୱ ଦିଆଯିବା ସହ କ୍ରୁଟ୍‌ର କାର୍ଯ୍ୟକଳାପ ଉପରେ ବିସ୍ତୃତ ଆଲୋଚନା ଏବଂ ସମୀକ୍ଷା କରାଯାଇଛି। ସେହିପରି ଅନୁଗୁଳ, ଝାରସୁଗୁଡା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ୱର ଏବଂ ରାୟଗଡ଼ା ଭଳି ୮ଟି ସହରରେ ଆମ ବସ୍‌ ଚଳାଚଳ କରିବାକୁ ବୈଠକରେ ଯୋଜନା କରାଯାଇଛି।

ଏହାସହ ଦୁର୍ଘଟଣା ନିବାରଣ ବ୍ୟବସ୍ଥା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଅତ୍ୟଧିକ ଗତି ଜନିତ ବିପଦକୁ ହ୍ରାସ କରିବା ପାଇଁ ବସ୍‌ଗୁଡ଼ିକର ଗତି ସୀମା ପ୍ରଚଳନ କରାଯାଇଛି। ଯାତ୍ରୀମାନଙ୍କ ସୁରକ୍ଷାକୁ ଉନ୍ନତ କରିବା ପାଇଁ ରାଜ୍ୟ ପରିବହନ କତ୍ତୃପକ୍ଷ ପ୍ରତି ମାସରେ ଦୁର୍ଘଟଣାର ତଦନ୍ତ ଏବଂ ଏହି ସମୀକ୍ଷା ବୈଠକ ସହିତ ବିଶ୍ଳେଷଣ କରିବେ। ଯାତ୍ରୀଙ୍କ ସହାୟତାକୁ ଆହୁରି ବୃଦ୍ଧି କରିବା ପାଇଁ, ସକାଳ ୬ଟାରୁ ରାତି ୧୦ଟା ମଧ୍ୟରେ ସହାୟତା ପାଇଁ ଏକ ଟୋଲ୍‌-ଫ୍ରି ନମ୍ୱର (୧୮୦୦୫୭୦୦୨୧୮) ଜାରି କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର