ଆଜିଠୁ ଖୋଲିବ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ

The Sakala Picture
Published On

ଭୁବନେଶ୍ୱର: ମଙ୍ଗଳବାର ଠାରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏନେଇ ଶିକ୍ଷାନୁଷ୍ଠାନଗୁଡ଼ିକରେ ପ୍ରସ୍ତୁତି ସରିଥିବା ବେଳେ ପୂର୍ଣ୍ଣ ଭାବେ ପୂର୍ବପରି ପାଠପଢ଼ା ଆରମ୍ଭ କରିବାକୁ ଗୁରୁତ୍ୱ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହ ପାଇଁ ସମସ୍ତ ସରକାରୀ ଓ ବେସରକାରୀ କଲେଜକୁ ଏପ୍ରିଲ୍‌ ୨୩ ତାରିଖରୁ ଛୁଟି ଘୋଷଣା କରାଯାଇଥିଲା। ହେଲେ ଏହି ଛୁଟି ସମୟରେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ସୂଚୀ ଅନୁଯାୟୀ ପରୀକ୍ଷା ହେବ ବୋଲି କୁହାଯାଇଥିଲା। ଫଳରେ ମେ ୫ରୁ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଛୁଟି ହୋଇଥିଲା। […]

ଭୁବନେଶ୍ୱର: ମଙ୍ଗଳବାର ଠାରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏନେଇ ଶିକ୍ଷାନୁଷ୍ଠାନଗୁଡ଼ିକରେ ପ୍ରସ୍ତୁତି ସରିଥିବା ବେଳେ ପୂର୍ଣ୍ଣ ଭାବେ ପୂର୍ବପରି ପାଠପଢ଼ା ଆରମ୍ଭ କରିବାକୁ ଗୁରୁତ୍ୱ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହ ପାଇଁ ସମସ୍ତ ସରକାରୀ ଓ ବେସରକାରୀ କଲେଜକୁ ଏପ୍ରିଲ୍‌ ୨୩ ତାରିଖରୁ ଛୁଟି ଘୋଷଣା କରାଯାଇଥିଲା। ହେଲେ ଏହି ଛୁଟି ସମୟରେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ସୂଚୀ ଅନୁଯାୟୀ ପରୀକ୍ଷା ହେବ ବୋଲି କୁହାଯାଇଥିଲା। ଫଳରେ ମେ ୫ରୁ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଛୁଟି ହୋଇଥିଲା। ପ୍ରାୟ ୪୩ ଦିନ ପରେ ଆଜିଠାରୁ ପାଠପଢ଼ା ଆରମ୍ଭ ହେବ।

ଆହୁରି ପଢ଼ନ୍ତୁ: ମହିଳା ସଂରକ୍ଷଣ ବିଲ୍‌କୁ ନେଇ ବିଜେପି ନାଟକ କରୁଛି, ସଂରକ୍ଷଣ ନାଁରେ ସୀମା ପୁନଃ ନିର୍ଦ୍ଧାରଣ ବିଲ୍‌ ପାରିତ ଉଦ୍ଦେଶ୍ୟ ଥିଲା: ବିଜେଡି

17 Jun 2025 By The Sakala

ଆଜିଠୁ ଖୋଲିବ ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର: ମଙ୍ଗଳବାର ଠାରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏନେଇ ଶିକ୍ଷାନୁଷ୍ଠାନଗୁଡ଼ିକରେ ପ୍ରସ୍ତୁତି ସରିଥିବା ବେଳେ ପୂର୍ଣ୍ଣ ଭାବେ ପୂର୍ବପରି ପାଠପଢ଼ା ଆରମ୍ଭ କରିବାକୁ ଗୁରୁତ୍ୱ ଦିଆଯାଇଛି। ଗ୍ରୀଷ୍ମ ପ୍ରବାହ ପାଇଁ ସମସ୍ତ ସରକାରୀ ଓ ବେସରକାରୀ କଲେଜକୁ ଏପ୍ରିଲ୍‌ ୨୩ ତାରିଖରୁ ଛୁଟି ଘୋଷଣା କରାଯାଇଥିଲା। ହେଲେ ଏହି ଛୁଟି ସମୟରେ ପୂର୍ବ ନିର୍ଦ୍ଧାରିତ ପରୀକ୍ଷା ସୂଚୀ ଅନୁଯାୟୀ ପରୀକ୍ଷା ହେବ ବୋଲି କୁହାଯାଇଥିଲା। ଫଳରେ ମେ ୫ରୁ ସମସ୍ତ ଉଚ୍ଚଶିକ୍ଷାନୁଷ୍ଠାନ ଛୁଟି ହୋଇଥିଲା। ପ୍ରାୟ ୪୩ ଦିନ ପରେ ଆଜିଠାରୁ ପାଠପଢ଼ା ଆରମ୍ଭ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର