ନୀଳଗିରି ବିଜେପି ବିଧାୟକଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲା ବିଜେଡି

The Sakala Picture
Published On

ଭୁବନେଶ୍ବର: ନୀଳଗିରି ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲେ ବିଜେଡି ଟିମ । ବିଜେଡି ସାଧାରଣ ସମ୍ପାଦକ ତଥା ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇଥିଲେ ନୀଳଗିରି ବିଧାୟକ । ଏନେଇ ନିଜେ ଲେଖାଶ୍ରୀ ମହିଳା ଥାନାରେ ଏଫଆଇଆର ଦେଇଛନ୍ତି । କିନ୍ତୁ ପୁଲିସ କି ସରକାର ଏଯାଏଁ ସନ୍ତୋଷ ଖଟୁଆଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହାଁନ୍ତି । ଯାହାକୁ ନେଇ ବିଜେଡି ସାଂସଦ ମାନସ ମଙ୍ଗରାଜ, […]

ଭୁବନେଶ୍ବର: ନୀଳଗିରି ବିଜେପି ବିଧାୟକ ସନ୍ତୋଷ ଖଟୁଆଙ୍କ ବିରୋଧରେ ଜାତୀୟ ମହିଳା କମିଶନଙ୍କ ନିକଟରେ ଫେରାଦ ହେଲେ ବିଜେଡି ଟିମ । ବିଜେଡି ସାଧାରଣ ସମ୍ପାଦକ ତଥା ମୁଖପାତ୍ର ଲେଖାଶ୍ରୀ ସାମନ୍ତସିଂହାରଙ୍କ ପ୍ରତି ଅଶାଳୀନ ମନ୍ତବ୍ୟ ଦେଇଥିଲେ ନୀଳଗିରି ବିଧାୟକ । ଏନେଇ ନିଜେ ଲେଖାଶ୍ରୀ ମହିଳା ଥାନାରେ ଏଫଆଇଆର ଦେଇଛନ୍ତି । କିନ୍ତୁ ପୁଲିସ କି ସରକାର ଏଯାଏଁ ସନ୍ତୋଷ ଖଟୁଆଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ନେଉନାହାଁନ୍ତି । ଯାହାକୁ ନେଇ ବିଜେଡି ସାଂସଦ ମାନସ ମଙ୍ଗରାଜ, ସୁଲତା ଦେଓ, ନିରଂଜନ ବିଶି, ସସ୍ମିତ ପାତ୍ର, ଶୁଭାଶିଷ ଖୁଣ୍ଟିଆ ଓ ଲେଖାଶ୍ରୀ ସାମନ୍ତସିଂହାର ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ବିଜୟା ରାହତକରଙ୍କୁ ଭେଟି ଏହି ଘଟଣାରେ ପୋଲିସର ନିଷ୍କ୍ରିୟତା ନେଇ ଉଦବେଗ ପ୍ରକାଶ କରିବା ସହ କମିଶନଙ୍କ ହସ୍ତକ୍ଷେପ ଲୋଡିଛନ୍ତି।

About The Author