ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

୪ଟି ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

The Sakala Picture
Published On

ଭୁବନେଶ୍ବର: ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ। ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ।  ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ।  ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ ହେବ ୨ ହଜାର ୭୩୮ କୋଟି ଟଙ୍କା।  ୫୭ ହଜାର ୫୨୫ ୫୦୦ ହେକ୍ଟର ଜମିକୁ ଜଳସେଚନ ସୁବିଧା ସହ ୪୧ ହଜାର ୭୨୫ ହେକ୍ଟର ଜମିକୁ ପୁନଃ ବ୍ୟବସ୍ଥା କରାଯିବ। ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ […]

ଭୁବନେଶ୍ବର: ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ। ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ।  ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ।  ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ ହେବ ୨ ହଜାର ୭୩୮ କୋଟି ଟଙ୍କା।  ୫୭ ହଜାର ୫୨୫ ୫୦୦ ହେକ୍ଟର ଜମିକୁ ଜଳସେଚନ ସୁବିଧା ସହ ୪୧ ହଜାର ୭୨୫ ହେକ୍ଟର ଜମିକୁ ପୁନଃ ବ୍ୟବସ୍ଥା କରାଯିବ।

ଆହୁରି ପଢ଼ନ୍ତୁ: ରାସ୍ତା କଡ଼ରେ ଠିଆ ହୋଇଥିବା ବେଳେ ଧକ୍କା ଦେଲା କଣ୍ଟେନର, ଚାଲିଗଲା ୨ ଜଣଙ୍କ ଜୀବନ

ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ କରାଯାଇଛି। ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନସେନ୍ତିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇ ପାରିବେ ।  ୧ କୋଟି ରୁ ୧୦ କୋଟି ପର୍ଯ୍ୟନ୍ତ ପ୍ରକଳ୍ପ ନିର୍ଦ୍ଦେଶକ ସ୍ତରରେ ଓ ୧୦ କୋଟି ରୁ ୫୦ କୋଟି ପ୍ରକଳ୍ପ ପାଇଁ MSME ସଚିବଙ୍କ ଅନୁମତି ଆବଶ୍ୟକ ପଡ଼ିବ । ଓଡ଼ିଶା ଦ୍ରବ୍ୟର ସେବା ଅଧିନିୟମ ସଂଶୋଧନ ।  ଟ୍ୟାକ୍ସ ପେୟରଙ୍କୁ ଅଧିକ ସୁବିଧା ପାଇଁ ଉଦ୍ୟମ।

ଆହୁରି ପଢ଼ନ୍ତୁ: ପତ୍ନୀ ଓ ଶାଳକ ଲଗାଇଦେଇଥିଲେ ନିଆଁ ! ଏମ୍ସରେ କନଷ୍ଟେବଳ ଆଶୁତୋଷ ମୃଦୁଙ୍ଗିଆଙ୍କ ପରଲୋକ, ସିବିଆଇ ତଦନ୍ତ ଦାବି

ଭାରତୀୟ ନ୍ୟାୟ ସଂହିତା, ୨୦୨୩; ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଅଧୁନିୟମ, ଭଳି ୩ ନୂଆ ଆଇନ ଅନୁସାରେ ଯାହା ସଂଶୋଧନ ଆବଶ୍ୟକ ଥିଲା କରାଯାଇଛି। ଓଡ଼ିଶା ଜିଲ୍ଲା ଏବଂ ସିଭିଲ କୋର୍ଟର ନ୍ୟାୟିକ କର୍ମଚାରୀ ସେବା ନିୟମାବଳୀ, ୨୦୦୮ ର ସଂଶୋଧନ କରାଯାଇଛି ।  ଓଡ଼ିଶା ଲ’ ଅଫିସର୍ସ ନିୟମାବଳୀ, ୧୯୭୧ ସଂଶୋଧନ କରାଯାଇଛି। ରାଜ୍ୟରେ ପଡ଼ି ରହିଥିବା ମାମଲା ଗୁଡିକର ଭାର କମିବା ସହ ତ୍ୱରିତ ନ୍ୟାୟ ପ୍ରଦାନ କରାଯାଇ ପାରିବ।   ଏହା ସହ ଜିଲ୍ଲା ମୁଖ୍ୟାଳୟ କୋର୍ଟ ଓ ଏହା ଅଧିନସ୍ତ ଅଫିସରେ ଲ ଅଫିସର ନିଯୁକ୍ତ କରାଯିବ।

ଆହୁରି ପଢ଼ନ୍ତୁ: ଉପଗ୍ରହ ଚିତ୍ରରୁ ନିରାଶ କଲା ମୌସୁମୀ; ଦେଶର ଅର୍ଦ୍ଧାଧିକ ଅଞ୍ଚଳରୁ ମେଘ ଉଭାନ

01 Aug 2025 By The Sakala

୪ଟି ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ

ଭୁବନେଶ୍ବର: ୪ ବିଭାଗର ୫ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ। ଜଳସେଚନ ବିଭାଗର ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନାକୁ କ୍ୟାବିନେଟ ଅନୁମୋଦନ।  ୩୫୨୯ ଆଡ଼ିବନ୍ଧ ପୁନରୁଦ୍ଧାର କରାଯିବ।  ୨୦୨୫-୨୦୨୬ ରୁ ୨୦୨୯-୩୦ ମୁଖ୍ୟମନ୍ତ୍ରୀ ଆଡ଼ିବନ୍ଧ ଯୋଜନା ବ୍ୟୟ ହେବ ହେବ ୨ ହଜାର ୭୩୮ କୋଟି ଟଙ୍କା।  ୫୭ ହଜାର ୫୨୫ ୫୦୦ ହେକ୍ଟର ଜମିକୁ ଜଳସେଚନ ସୁବିଧା ସହ ୪୧ ହଜାର ୭୨୫ ହେକ୍ଟର ଜମିକୁ ପୁନଃ ବ୍ୟବସ୍ଥା କରାଯିବ।

ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି ୨୦୧୬ ସଂଶୋଧନ କରାଯାଇଛି। ୧ କୋଟି ପର୍ଯ୍ୟନ୍ତ ପ୍ରକଳ୍ପର ଇନସେନ୍ତିଭ ପାଇଁ ଜିଲ୍ଲା ପ୍ରଶାସନ ଅନୁମତି ଦେଇ ପାରିବେ ।  ୧ କୋଟି ରୁ ୧୦ କୋଟି ପର୍ଯ୍ୟନ୍ତ ପ୍ରକଳ୍ପ ନିର୍ଦ୍ଦେଶକ ସ୍ତରରେ ଓ ୧୦ କୋଟି ରୁ ୫୦ କୋଟି ପ୍ରକଳ୍ପ ପାଇଁ MSME ସଚିବଙ୍କ ଅନୁମତି ଆବଶ୍ୟକ ପଡ଼ିବ । ଓଡ଼ିଶା ଦ୍ରବ୍ୟର ସେବା ଅଧିନିୟମ ସଂଶୋଧନ ।  ଟ୍ୟାକ୍ସ ପେୟରଙ୍କୁ ଅଧିକ ସୁବିଧା ପାଇଁ ଉଦ୍ୟମ।

ଭାରତୀୟ ନ୍ୟାୟ ସଂହିତା, ୨୦୨୩; ଭାରତୀୟ ନାଗରିକ ସୁରକ୍ଷା ସଂହିତା, ୨୦୨୩ ଏବଂ ଭାରତୀୟ ସାକ୍ଷ୍ୟ ଅଧୁନିୟମ, ଭଳି ୩ ନୂଆ ଆଇନ ଅନୁସାରେ ଯାହା ସଂଶୋଧନ ଆବଶ୍ୟକ ଥିଲା କରାଯାଇଛି। ଓଡ଼ିଶା ଜିଲ୍ଲା ଏବଂ ସିଭିଲ କୋର୍ଟର ନ୍ୟାୟିକ କର୍ମଚାରୀ ସେବା ନିୟମାବଳୀ, ୨୦୦୮ ର ସଂଶୋଧନ କରାଯାଇଛି ।  ଓଡ଼ିଶା ଲ’ ଅଫିସର୍ସ ନିୟମାବଳୀ, ୧୯୭୧ ସଂଶୋଧନ କରାଯାଇଛି। ରାଜ୍ୟରେ ପଡ଼ି ରହିଥିବା ମାମଲା ଗୁଡିକର ଭାର କମିବା ସହ ତ୍ୱରିତ ନ୍ୟାୟ ପ୍ରଦାନ କରାଯାଇ ପାରିବ।   ଏହା ସହ ଜିଲ୍ଲା ମୁଖ୍ୟାଳୟ କୋର୍ଟ ଓ ଏହା ଅଧିନସ୍ତ ଅଫିସରେ ଲ ଅଫିସର ନିଯୁକ୍ତ କରାଯିବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର