ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଚେତେଶ୍ୱର ପୂଜାରା

The Sakala Picture
Published On

କୋଲକାତା:ଟିମ୍ ଇଣ୍ଡିଆର ଅଭିଜ୍ଞ ଖେଳାଳି ଚେତେଶ୍ୱର ପୂଜାରା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କ୍ରିକେଟର ସମସ୍ତ ଫର୍ମାଟକୁ ଅଲବିଦା କହିଛନ୍ତି। ସେ ସୋସିଆଲ ମିଡିଆରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ସମ୍ପର୍କରେ ଘୋଷଣା କରିଛନ୍ତି। ପୂଜାରା ତାଙ୍କର ଶେଷ ଟେଷ୍ଟ ମ୍ୟାଚ୍ ୭ ଜୁନ୍ ୨୦୨୩ରେ ଖେଳିଥିଲେ। ପୂଜାରା ଓଭାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ତାଙ୍କର ଶେଷ ମ୍ୟାଚ୍ ଖେଳିଥିଲେ। ଚେତେଶ୍ୱର ପୂଜାରା ଟିମ୍ ଇଣ୍ଡିଆ ପାଇଁ ୧୦୩ ଟେଷ୍ଟ ଏବଂ ୫ଟି ଦିନିକିଆ ଖେଳିଛନ୍ତି। ସେ ୧୦୩ […]

କୋଲକାତା:ଟିମ୍ ଇଣ୍ଡିଆର ଅଭିଜ୍ଞ ଖେଳାଳି ଚେତେଶ୍ୱର ପୂଜାରା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କ୍ରିକେଟର ସମସ୍ତ ଫର୍ମାଟକୁ ଅଲବିଦା କହିଛନ୍ତି। ସେ ସୋସିଆଲ ମିଡିଆରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ସମ୍ପର୍କରେ ଘୋଷଣା କରିଛନ୍ତି।

ଆହୁରି ପଢ଼ନ୍ତୁ: ଆଫଗାନିସ୍ତାନ ବିପକ୍ଷ ଟେଷ୍ଟ ବିଜୟ ଭଲ, କିନ୍ତୁ ଏଥିରୁ ବଡ଼ ଫାଇଦା ଖୋଜିବା ଠିକ୍ ନୁହେଁ

ପୂଜାରା ତାଙ୍କର ଶେଷ ଟେଷ୍ଟ ମ୍ୟାଚ୍ ୭ ଜୁନ୍ ୨୦୨୩ରେ ଖେଳିଥିଲେ। ପୂଜାରା ଓଭାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ତାଙ୍କର ଶେଷ ମ୍ୟାଚ୍ ଖେଳିଥିଲେ। ଚେତେଶ୍ୱର ପୂଜାରା ଟିମ୍ ଇଣ୍ଡିଆ ପାଇଁ ୧୦୩ ଟେଷ୍ଟ ଏବଂ ୫ଟି ଦିନିକିଆ ଖେଳିଛନ୍ତି। ସେ ୧୦୩ ଟେଷ୍ଟରେ ବ୍ୟାଟିଂ କରି ୭୧୯୫ ରନ ସଂଗ୍ରହ କରିଥିଲେ। ଏହି ସମୟରେ ତାଙ୍କର ସର୍ବୋତ୍ତମ ସ୍କୋର ୨୦୬ ରନ ଥିଲା। ପୂଜାରା ଟେଷ୍ଟରେ ୧୯ ଶତକ, ୩୫ ଅର୍ଦ୍ଧଶତକ ଏବଂ ୩ ଦ୍ୱିଶତକ କରିଥିଲେ।

ଆହୁରି ପଢ଼ନ୍ତୁ: ଫିଫା ବିଶ୍ୱକପ୍‌ ୨୦୨୬: ଫୋକସରେ ବିଶ୍ୱର ଏହି ୫ ତାରକା ଡିଫେଣ୍ଡର...

24 Aug 2025 By The Sakala

ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଚେତେଶ୍ୱର ପୂଜାରା

କୋଲକାତା:ଟିମ୍ ଇଣ୍ଡିଆର ଅଭିଜ୍ଞ ଖେଳାଳି ଚେତେଶ୍ୱର ପୂଜାରା ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କ୍ରିକେଟର ସମସ୍ତ ଫର୍ମାଟକୁ ଅଲବିଦା କହିଛନ୍ତି। ସେ ସୋସିଆଲ ମିଡିଆରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ସମ୍ପର୍କରେ ଘୋଷଣା କରିଛନ୍ତି।

ପୂଜାରା ତାଙ୍କର ଶେଷ ଟେଷ୍ଟ ମ୍ୟାଚ୍ ୭ ଜୁନ୍ ୨୦୨୩ରେ ଖେଳିଥିଲେ। ପୂଜାରା ଓଭାଲରେ ଅଷ୍ଟ୍ରେଲିଆ ବିପକ୍ଷରେ ତାଙ୍କର ଶେଷ ମ୍ୟାଚ୍ ଖେଳିଥିଲେ। ଚେତେଶ୍ୱର ପୂଜାରା ଟିମ୍ ଇଣ୍ଡିଆ ପାଇଁ ୧୦୩ ଟେଷ୍ଟ ଏବଂ ୫ଟି ଦିନିକିଆ ଖେଳିଛନ୍ତି। ସେ ୧୦୩ ଟେଷ୍ଟରେ ବ୍ୟାଟିଂ କରି ୭୧୯୫ ରନ ସଂଗ୍ରହ କରିଥିଲେ। ଏହି ସମୟରେ ତାଙ୍କର ସର୍ବୋତ୍ତମ ସ୍କୋର ୨୦୬ ରନ ଥିଲା। ପୂଜାରା ଟେଷ୍ଟରେ ୧୯ ଶତକ, ୩୫ ଅର୍ଦ୍ଧଶତକ ଏବଂ ୩ ଦ୍ୱିଶତକ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର