ରାଜ୍ୟବାସୀଙ୍କୁ ହୋଲି ପର୍ବର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା
ଭୁବନେଶ୍ବର : ଆଜି ରଙ୍ଗର ପର୍ବ ହୋଲି । ବସନ୍ତ ଋତୁରେ ଫଗୁଣ ମାସରେ ପୂର୍ଣ୍ଣମୀ ତିଥିରେ ଏହି ପର୍ବ ପାଳନ ହୁଏ । ରଙ୍ଗର ପର୍ବ ହୋଲି ପାଇଁ ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭକାମନା ଜଣାଉଛନ୍ତି ସମସ୍ତେ । ଘରେ ହେଉ କି ବାହାରେ ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ବାଣ୍ଟି ଚାଲିଛି ଏହି ରଙ୍ଗ ଖେଳି । କିଏ କାହାକୁ ପିଚକାରୀ […]
ଭୁବନେଶ୍ବର : ଆଜି ରଙ୍ଗର ପର୍ବ ହୋଲି । ବସନ୍ତ ଋତୁରେ ଫଗୁଣ ମାସରେ ପୂର୍ଣ୍ଣମୀ ତିଥିରେ ଏହି ପର୍ବ ପାଳନ ହୁଏ । ରଙ୍ଗର ପର୍ବ ହୋଲି ପାଇଁ ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭକାମନା ଜଣାଉଛନ୍ତି ସମସ୍ତେ । ଘରେ ହେଉ କି ବାହାରେ ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ବାଣ୍ଟି ଚାଲିଛି ଏହି ରଙ୍ଗ ଖେଳି । କିଏ କାହାକୁ ପିଚକାରୀ ଧରି ରଙ୍ଗ ମାରୁଛି ତ ପୁଣି କିଏ ଅବିରରେ ଖେଳୁଛନ୍ତି ହୋଲି । ପରିବାର ଓ ବନ୍ଧୁ ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ସଭିଏଁ ।
ରଙ୍ଗର ପର୍ବ ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ। ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି। #ହୋଲି pic.twitter.com/sk6nkqgMRJ
ଆହୁରି ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଓଡିଶା ଡିଜିପି ନିଯୁକ୍ତି ପ୍ରସଙ୍ଗ: ନିଜ ପକ୍ଷ ରଖିଲେ ରାଜ୍ୟ ସରକାର, ସେପ୍ଟେମ୍ବର ୨ରେ ପରବର୍ତ୍ତୀ ଶୁଣାଣି— Mohan Charan Majhi (@MohanMOdisha) March 15, 2025
ହୋଲି ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଏନେଇ ସେ କହିଛନ୍ତି, ରଙ୍ଗର ପର୍ବ ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ। ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି।
ଆନନ୍ଦ ଓ ଉଲ୍ଲାସର ପର୍ବ ହୋଲିର ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କରୁଣା ସଭିଙ୍କ ଉପରେ ରହିଥାଉ। #HappyHoli pic.twitter.com/et4xv7CtXn
— Naveen Patnaik (@Naveen_Odisha) March 15, 2025
ସେହିପରି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ରଙ୍ଗର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି। ସୋସିଆଲ ମିଡିଆ‘ଏକ୍ସ’ରେ ନବୀନ ଲେଖିଛନ୍ତି ଆନନ୍ଦ ଓ ଉଲ୍ଲାସର ପର୍ବ ହୋଲିର ଶୁଭେଚ୍ଛା ଓ ଅଭିନନ୍ଦନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କରୁଣା ସଭିଙ୍କ ଉପରେ ରହିଥାଉ।
ରାଜ୍ୟବାସୀଙ୍କୁ ହୋଲି ପର୍ବର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ଏବଂ ବିରୋଧୀ ଦଳ ନେତା
ଭୁବନେଶ୍ବର : ଆଜି ରଙ୍ଗର ପର୍ବ ହୋଲି । ବସନ୍ତ ଋତୁରେ ଫଗୁଣ ମାସରେ ପୂର୍ଣ୍ଣମୀ ତିଥିରେ ଏହି ପର୍ବ ପାଳନ ହୁଏ । ରଙ୍ଗର ପର୍ବ ହୋଲି ପାଇଁ ଗାଁ ଠୁ ସହର ସବୁଠି ଉତ୍ସବମୁଖର ପରିବେଶ । ପରସ୍ପରକୁ ରଙ୍ଗ ଲଗାଇ ହୋଲିର ଶୁଭକାମନା ଜଣାଉଛନ୍ତି ସମସ୍ତେ । ଘରେ ହେଉ କି ବାହାରେ ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ବାଣ୍ଟି ଚାଲିଛି ଏହି ରଙ୍ଗ ଖେଳି । କିଏ କାହାକୁ ପିଚକାରୀ ଧରି ରଙ୍ଗ ମାରୁଛି ତ ପୁଣି କିଏ ଅବିରରେ ଖେଳୁଛନ୍ତି ହୋଲି । ପରିବାର ଓ ବନ୍ଧୁ ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ସଭିଏଁ ।
ରଙ୍ଗର ପର୍ବ ପବିତ୍ର ହୋଲି ଅବସରରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା। ଭାତୃତ୍ୱ ଓ ସଦଭାବନାର ଏହି ପର୍ବ ହୋଲି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ଆନନ୍ଦ ଭରିଦେଉ। ରାଧା ଗୋବିନ୍ଦଙ୍କ ନିକଟରେ ସମସ୍ତଙ୍କ ମଙ୍ଗଳମୟ ଜୀବନ କାମନା କରୁଛି। #ହୋଲି pic.twitter.com/sk6nkqgMRJ
— Mohan Charan Majhi (@MohanMOdisha) March 15, 2025