ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା, ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ…

The Sakala Picture
Published On

ଭୁବନେଶ୍ୱର:ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ କହିଛନ୍ତି। ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ। ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୁଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା […]

ଭୁବନେଶ୍ୱର:ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ କହିଛନ୍ତି।

ଆହୁରି ପଢ଼ନ୍ତୁ: 'ଏମ୍‌ଏମ୍‌ଡିଆର୍ ସଂଶୋଧନ ବିଲ୍' ଆମ ଖଣି ସମ୍ପଦ ଉପରେ ଥିବା ଆମ ଅଧିକାରକୁ ଛଡ଼ାଇ ନେଇଛି: ନବୀନ ପଟ୍ଟନାୟକ

ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ।

ଆହୁରି ପଢ଼ନ୍ତୁ: ଶିକ୍ଷା ବଞ୍ଚାଅ ଆନ୍ଦୋଳନ: ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା ଦାବିରେ ନବରଙ୍ଗପୁରରେ ବିଜେଡିର ବିଶାଳ ରାଲି ‌

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୁଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଆହୁରି ପଢ଼ନ୍ତୁ: ଢେଙ୍କାନାଳରେ ମାଈ ହାତୀର ମୃତଦେହ ଠାବ: ବିଦ୍ୟୁତ୍ ଆଘାତରେ ମୃତ୍ୟୁ ସନ୍ଦେହ

17 Jun 2025 By The Sakala

ଗୋପାଳପୁର ଘଟଣାକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନିନ୍ଦା, ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ…

ଭୁବନେଶ୍ୱର:ଗୋପାଳପୁରରେ ଘଟିଥିବା ଗଣଦୁଷ୍କର୍ମ ଘଟଣାରେ ଅପରାଧୀମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ କହିଛନ୍ତି।

ଘଟଣାର ଦୃଢ ନିନ୍ଦା କରି, ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ମାନବତା ବିରୁଦ୍ଧରେ ଏକ ଅପରାଧ। ଏ ଘଟଣାରେ ସମ୍ପୃକ୍ତ କୌଣସି ଅପରାଧୀଙ୍କୁ ଛଡା ଯିବ ନାହିଁ। ଆଇନ ଅନୁମୋଦିତ ସବୁଠାରୁ କଠୋର ଦଣ୍ଡବିଧାନ କରାଯିବ।

ଏ ଘଟଣାରେ ମୁଖ୍ୟମନ୍ତ୍ରୀ ପୁଲିସକୁ ସମସ୍ତ ସନ୍ଦିଗ୍ଧ ଅପରାଧୀମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ, ସ୍ଥାନୀୟ ପୋଲିସ ୧୦ ଜଣଙ୍କୁ ଗିରଫ କରିଛି। ଏ ଘଟଣାରେ ପ୍ରତ୍ୟକ୍ଷ ବା ପରୋକ୍ଷ ଭାବରେ ସମ୍ପୃକ୍ତ ଥିବା ସମସ୍ତ ଅପରାଧୀଙ୍କୁ ଧରାଯାଇ ଆଇନ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର