ଡାଲମିଆ ସିମେଣ୍ଟ କାରଖାନାରେ ଦୁର୍ଘଟଣା; କୋଇଲା ହପର ଭୁଶୁଡ଼ି ପଡ଼ିବାରୁ ତଳେ ଚାପି ହୋଇ ରହିଛନ୍ତି ୩/୪ ଶ୍ରମିକ

The Sakala Picture
Published On

ରାଜଗାଙ୍ଗପୁର: ସୁନ୍ଦରଗଡ ରାଜଗାଙ୍ଗପୁରରେ ଥିବା ଡାଲମିଆ ସିମେଣ୍ଟ କଂପାନୀରେ ବଡ଼ ଦୁର୍ଘଟଣା । ଷ୍ଟକ୍ ରଖାଯାଉଥିବା କୋଇଲା ହପର ଭୁଶୁଡ଼ି ପଡ଼ିଥିବା ସୂଚନା । କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି। ଏକାଧିକ ଶ୍ରମିକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି । ୩ ରୁ ୪ ଜଣ ଶ୍ରମିକ ଚାପି ହୋଇଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି । ତଳେ ଚାପି ହୋଇ […]

ରାଜଗାଙ୍ଗପୁର: ସୁନ୍ଦରଗଡ ରାଜଗାଙ୍ଗପୁରରେ ଥିବା ଡାଲମିଆ ସିମେଣ୍ଟ କଂପାନୀରେ ବଡ଼ ଦୁର୍ଘଟଣା । ଷ୍ଟକ୍ ରଖାଯାଉଥିବା କୋଇଲା ହପର ଭୁଶୁଡ଼ି ପଡ଼ିଥିବା ସୂଚନା । କୋଇଲା ହପର୍ ଭୁଶୁଡ଼ି ପଡ଼ିବାରୁ କାର୍ଯ୍ୟରତ ଶ୍ରମିକମାନେ ଏହା ତଳେ ଚାପି ହୋଇ ରହିଯାଇଛନ୍ତି। ଏକାଧିକ ଶ୍ରମିକ ମୃତାହତ ହୋଇଥିବା ଆଶଙ୍କା କରାଯାଉଛି । ୩ ରୁ ୪ ଜଣ ଶ୍ରମିକ ଚାପି ହୋଇଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ୱିତ କରାଯାଇଛି । ତଳେ ଚାପି ହୋଇ ରହିଥିବା ଶ୍ରମିକଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା ଜାରି ରହିଛି। ଅଘଟଣକୁ ନେଇ କାରଖାନା ବାହାରେ ଚାପା ଉତ୍ତେଜନା ପ୍ରକାଶ ପାଇଛି।

About The Author

ରାଶିଫଳ