ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଆଜିଠାରୁ ସମୁଦ୍ରରେ ମାଛଧରା ବନ୍ଦ

The Sakala Picture
Published On

ପାରାଦୀପ: ଆଜିଠାରୁ ସମୁଦ୍ରରେ ମାଛଧରା ବନ୍ଦ। ଏନେଇ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ କଟକଣା ଜାରି କରାଯାଇଛି। ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିବ। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଛି। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ […]

ପାରାଦୀପ: ଆଜିଠାରୁ ସମୁଦ୍ରରେ ମାଛଧରା ବନ୍ଦ। ଏନେଇ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ କଟକଣା ଜାରି କରାଯାଇଛି। ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିବ। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଛି। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ ଧରାଯାଇପାରିବ।ଏହି ସମୟରେ ମାଛମାନଙ୍କର ପ୍ରଜନନ ଋତୁ ଆରମ୍ଭ ହେଉଥିବା ଯୋଗୁ ସବୁ ବର୍ଷ ଏହି ସମୟରେ କେନ୍ଦ୍ର ସରକାରଙ୍କ ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶ ଉପରେ କଟକଣା ଲାଗୁ ହୋଇଥାଏ।

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲା: ଫେରାର୍‌ ପ୍ରେମିକ ମୟୂରଭଞ୍ଜରୁ ଗିରଫ

15 Apr 2025 By The Sakala

ଆଜିଠାରୁ ସମୁଦ୍ରରେ ମାଛଧରା ବନ୍ଦ

ପାରାଦୀପ: ଆଜିଠାରୁ ସମୁଦ୍ରରେ ମାଛଧରା ବନ୍ଦ। ଏନେଇ ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ କଟକଣା ଜାରି କରାଯାଇଛି। ମତ୍ସ୍ୟ ସଂରକ୍ଷଣକୁ ଆଖି ଆଗରେ ରଖି ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ୬୧ ଦିନ ସମୁଦ୍ରରେ ମାଛ ଧରା ବନ୍ଦ ରହିବ। ଦୁଇମାସ ଧରି ମତ୍ସ୍ୟଜୀବୀ ସମୁଦ୍ର ଭିତରକୁ ଯିବା ନେଇ କଟକଣା ଲାଗୁ ହୋଇଛି। ଓଡ଼ିଶା ଉପକୂଳରେ ମାଛ ଧରା ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସାଢ଼େ ୮ ମିଟର ଡଙ୍ଗାରେ କେବଳ ମାଛ ଧରାଯାଇପାରିବ।ଏହି ସମୟରେ ମାଛମାନଙ୍କର ପ୍ରଜନନ ଋତୁ ଆରମ୍ଭ ହେଉଥିବା ଯୋଗୁ ସବୁ ବର୍ଷ ଏହି ସମୟରେ କେନ୍ଦ୍ର ସରକାରଙ୍କ ମତ୍ସ୍ୟ ସମ୍ପଦ ମନ୍ତ୍ରଣାଳୟ ପକ୍ଷରୁ ମତ୍ସ୍ୟଜୀବୀଙ୍କ ସମୁଦ୍ର ପ୍ରବେଶ ଉପରେ କଟକଣା ଲାଗୁ ହୋଇଥାଏ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର