ଗୋପାଳପୁର ଗଣଦୁଷ୍କର୍ମ ମାମଲା, ନିଜ ଆଡ଼ୁ ତଦନ୍ତ ନିର୍ଦ୍ଦେଶ ଦେଲା ଏନଏଚଆରସି…

The Sakala Picture
Published On

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କ ଗଣଦୁଷ୍କମମ ଘଟଣାଗର ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି । ଏ ସଂକ୍ରାନ୍ତରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକଙ୍କୁ ଆୟୋଗ ନୋଟିସ୍‌ ଜାରି କରି ଦୁଇ ସପ୍ତାହ ମଧ୍ୟରେ ବିସ୍ତୃତ ରିପୋର୍ଟ ଦେବାକୁ କହିଛନ୍ତି । ଏଥି ସହିତ ମାମଲାର ତଦନ୍ତ ସ୍ଥିତି, ପୀଡ଼ିତାଙ୍କର ସ୍ୱାସ୍ଥ୍ୟ ଏେଂ ତାଙ୍କୁ ଦିଆଯାଇଥିବା କ୍ଷତପିୂରଣ/ପରାମର୍ଶ ସମ୍ପର୍କରେ ସଚୂନା ରିପୋର୍ଟରେ ସାମିଲ କରିବାକୁ […]

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କ ଗଣଦୁଷ୍କମମ ଘଟଣାଗର ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି । ଏ ସଂକ୍ରାନ୍ତରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକଙ୍କୁ ଆୟୋଗ ନୋଟିସ୍‌ ଜାରି କରି ଦୁଇ ସପ୍ତାହ ମଧ୍ୟରେ ବିସ୍ତୃତ ରିପୋର୍ଟ ଦେବାକୁ କହିଛନ୍ତି । ଏଥି ସହିତ ମାମଲାର ତଦନ୍ତ ସ୍ଥିତି, ପୀଡ଼ିତାଙ୍କର ସ୍ୱାସ୍ଥ୍ୟ ଏେଂ ତାଙ୍କୁ ଦିଆଯାଇଥିବା କ୍ଷତପିୂରଣ/ପରାମର୍ଶ ସମ୍ପର୍କରେ ସଚୂନା ରିପୋର୍ଟରେ ସାମିଲ କରିବାକୁ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଝାରପଡା ଜେଲ ଭିତରେ ଟେନସନ ବଢ଼ାଇଛନ୍ତି HIV ସଂକ୍ରମିତ, ଚିହ୍ନଟ ହେଲେଣୀ ୮ଜଣ ରୋଗୀ !

ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୂଚନା ଦେଇ କହିଛନ୍ତି ଯେ, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି । ଅଭିଯୁକ୍ତଙ୍କ ବିରୋଧରେ ଗୁରୁତ୍ବପୂର୍ଣ୍ଣ ଡିଜିଟାଲ୍‌ ପ୍ରମାଣ ମିଳିଛି । ଗିରଫ ୧୦ ଜଣ ଅଭିଯୁକ୍ତଙ୍କ ମୋବାଇଲ୍‌ ଜବତ କରାଯାଇଛି। ଆବଶ୍ୟକ ପଡ଼ିଲେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ । ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିଥିବା ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି, ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ଖବର ଅନୁଯାୟୀ, ଗତ ୧୫ ତାରିଖରେ ଗୋପାଳପୁର ବେଳାଭୂମିକୁ ଜଣେ ୨୦ ବର୍ଷର କଲେଜ ଛାତ୍ରୀ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଯାଇଥିବାବେଳେ ତାଙ୍କୁ ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏଥିରେ ୧୦ ଜଣଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତଙ୍କ ମଧ୍ୟରେ ୪ ନାବାଳକ ଅଛନ୍ତି । କ୍ରାଇମ୍‌ବ୍ରାଞ୍ଚ ଆଇଜି ଏସ୍‌.ସାଇନିଙ୍କ ତତ୍ତ୍ୱାବଧାନରେ ୯ ଜଣିଆ ଟିମ୍‌ ବ୍ରହ୍ମପୁରରେ ଡେରା ପକାଇଥିବା ବେଳେ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି ।

ଆହୁରି ପଢ଼ନ୍ତୁ: ସୁନ୍ଦରପଦା ଆଜାଦ ନଗର ବିସ୍ଫୋରଣ ମାମଲା: ୟୁପିରୁ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା NIA

23 Jun 2025 By The Sakala

ଗୋପାଳପୁର ଗଣଦୁଷ୍କର୍ମ ମାମଲା, ନିଜ ଆଡ଼ୁ ତଦନ୍ତ ନିର୍ଦ୍ଦେଶ ଦେଲା ଏନଏଚଆରସି…

ଭୁବନେଶ୍ବର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ କଲେଜ ଛାତ୍ରୀଙ୍କ ଗଣଦୁଷ୍କମମ ଘଟଣାଗର ଜାତୀୟ ମାନବାଧିକାର ଆୟୋଗ (ଏନଏଚଆରସି) ନିଜ ଆଡ଼ୁ ହସ୍ତକ୍ଷେପ କରିଛନ୍ତି । ଏ ସଂକ୍ରାନ୍ତରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଏବଂ ପୋଲିସ ମହାନିର୍ଦ୍ଦେଶକଙ୍କୁ ଆୟୋଗ ନୋଟିସ୍‌ ଜାରି କରି ଦୁଇ ସପ୍ତାହ ମଧ୍ୟରେ ବିସ୍ତୃତ ରିପୋର୍ଟ ଦେବାକୁ କହିଛନ୍ତି । ଏଥି ସହିତ ମାମଲାର ତଦନ୍ତ ସ୍ଥିତି, ପୀଡ଼ିତାଙ୍କର ସ୍ୱାସ୍ଥ୍ୟ ଏେଂ ତାଙ୍କୁ ଦିଆଯାଇଥିବା କ୍ଷତପିୂରଣ/ପରାମର୍ଶ ସମ୍ପର୍କରେ ସଚୂନା ରିପୋର୍ଟରେ ସାମିଲ କରିବାକୁ କହିଛନ୍ତି ।

ଏହି ଘଟଣାରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ସୂଚନା ଦେଇ କହିଛନ୍ତି ଯେ, ଅଭିଯୁକ୍ତଙ୍କ କ୍ରାଇମ୍‌ ସିନ୍‌ ସିସିଟିଭିରେ କଏଦ ହୋଇଛି । ଅଭିଯୁକ୍ତଙ୍କ ବିରୋଧରେ ଗୁରୁତ୍ବପୂର୍ଣ୍ଣ ଡିଜିଟାଲ୍‌ ପ୍ରମାଣ ମିଳିଛି । ଗିରଫ ୧୦ ଜଣ ଅଭିଯୁକ୍ତଙ୍କ ମୋବାଇଲ୍‌ ଜବତ କରାଯାଇଛି। ଆବଶ୍ୟକ ପଡ଼ିଲେ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଅଣାଯିବ । ଅଭିଯୁକ୍ତଙ୍କ ବିରୋଧରେ ଯଥେଷ୍ଟ ପ୍ରମାଣ ମିଳିଥିବା ସେ କହିଛନ୍ତି ।

ଖବର ଅନୁଯାୟୀ, ଗତ ୧୫ ତାରିଖରେ ଗୋପାଳପୁର ବେଳାଭୂମିକୁ ଜଣେ ୨୦ ବର୍ଷର କଲେଜ ଛାତ୍ରୀ ତାଙ୍କ ପୁରୁଷ ବନ୍ଧୁଙ୍କ ସହ ବୁଲିବାକୁ ଯାଇଥିବାବେଳେ ତାଙ୍କୁ ଗଣ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଏଥିରେ ୧୦ ଜଣଙ୍କୁ ପୋଲିସ ଗିରଫ କରିଛି । ଅଭିଯୁକ୍ତଙ୍କ ମଧ୍ୟରେ ୪ ନାବାଳକ ଅଛନ୍ତି । କ୍ରାଇମ୍‌ବ୍ରାଞ୍ଚ ଆଇଜି ଏସ୍‌.ସାଇନିଙ୍କ ତତ୍ତ୍ୱାବଧାନରେ ୯ ଜଣିଆ ଟିମ୍‌ ବ୍ରହ୍ମପୁରରେ ଡେରା ପକାଇଥିବା ବେଳେ ବିଭିନ୍ନ ଦିଗରୁ ତଦନ୍ତ ଜାରି ରଖିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର