ଗତ ୮ ମାସରେ ‘ଆମ-ବସ୍’ ଘଟାଇଛି ୧୯ ଦୁର୍ଘଟଣା, ନେଲାଣି ୬ ଜୀବନ

The Sakala Picture
Published On

ଭୁବନେଶ୍ୱର: ଗତ ୮ ମାସ ଭିତରେ ‘ଆମ-ବସ୍’ ୧୯ଟି ଦୁର୍ଘଟଣା ଘଟାଇଛି ଏବଂ ‘ଆମ-ବସ୍’ ଧକ୍କାରେ ୬ଜଣଙ୍କ ଜୀବନ ଯାଇଛି। ୮ ମାସରେ କଟକ, ପୁରୀ ଓ ଭୁବନେଶ୍ୱରରେ ‘ଆମ-ବସ୍’ ଧକ୍କାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ପଚାରିଥିବା ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି। ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ୨୦୨୪ ଜୁନ୍‌‌ଠାରୁ ବର୍ତ୍ତମାନ ପର୍ଯ୍ୟ ନ୍ତ […]

ଭୁବନେଶ୍ୱର: ଗତ ୮ ମାସ ଭିତରେ ‘ଆମ-ବସ୍’ ୧୯ଟି ଦୁର୍ଘଟଣା ଘଟାଇଛି ଏବଂ ‘ଆମ-ବସ୍’ ଧକ୍କାରେ ୬ଜଣଙ୍କ ଜୀବନ ଯାଇଛି। ୮ ମାସରେ କଟକ, ପୁରୀ ଓ ଭୁବନେଶ୍ୱରରେ ‘ଆମ-ବସ୍’ ଧକ୍କାରେ ୬ଜଣଙ୍କ ମୃତ୍ୟୁ ହୋଇଛି। ଆଜି ବିଧାନସଭାରେ ବିଧାୟକ ଅରୁଣ ସାହୁ ପଚାରିଥିବା ପ୍ରଶ୍ନର ଉତ୍ତରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ସରିଲା ଛାତ୍ର ସଂସଦ ନିର୍ବାଚନ: ୮ ବର୍ଷ ପରେ ମତଦାନ, ମାଆ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ସର୍ବାଧିକ ଭୋଟିଂ

ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର କହିଛନ୍ତି ଯେ, ୨୦୨୪ ଜୁନ୍‌‌ଠାରୁ ବର୍ତ୍ତମାନ ପର୍ଯ୍ୟ ନ୍ତ ‘ଆମ-ବସ୍’ ୧୯ଟି ଦୁର୍ଘଟଣା ଘଟାଇଛି। ‘ଆମ-ବସ୍’ ଦୁର୍ଘଟଣାରେ ୬ଜଣଙ୍କ ମୃତ୍ୟୁ ହୋଇଛି ଏବଂ ୧୮ଜଣ ଆହତ ହୋଇଛନ୍ତି। କେବଳ ୨ଟି ଘଟଣାରେ ମୃତକଙ୍କ ପରିବାରକୁ ୩ଲକ୍ଷ ୫ହଜାର ଟଙ୍କା ଦିଆଯାଇଛି ବୋଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ପ୍ରକାଶ କରିଛନ୍ତି।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ଖରସ୍ରୋତା ନଦୀରେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର, ଖୋଜାଖୋଜି ଜାରି

 

ଆହୁରି ପଢ଼ନ୍ତୁ: ଛାତ୍ର ସଂସଦ ନିର୍ବାଚନ: ବିଜେଡି ଛାତ୍ର ସଂଗଠନର ଉଲ୍ଲେଖନୀୟ ପ୍ରଦର୍ଶନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର