ଇଂଲଣ୍ଡକୁ ୧୫୦ ରନରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ

The Sakala Picture
Published On

ମୁମ୍ବାଇ: ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଚାଲିଥିବା ଭାରତ-ଇଂଲଣ୍ଡ ୫ମ ଟି-୨୦ରେ ଭାରତ ଏକ ବଡ଼ ବିଜୟ ହାସଲ କରିଛି । ଭାରତ ଇଂଲଣ୍ଡକୁ ୧୫୦ ରନରେ ପରାସ୍ତ କରି ୪-୧ରେ ସିରିଜ କବଜା କଲା ଭାରତ ଦ୍ବାରା ରଖାଯାଇଥିବା ୨୪୮ ରନର ଲକ୍ଷ୍ୟ ପିଛା କରିବାକୁ ଯାଇ ଇଂଲଣ୍ଡ ୧୦.୩ ଓଭରରେ ମାତ୍ର ୯୭ ରନରେ ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ ଓପନର ଫିଲିପ ସଲ୍ଟ ୫୫ ରନ କରିଥିବାବେଳେ ଅନ୍ୟ ବ୍ୟାଟ୍ସମ୍ୟାନମାନେ ବଡ଼ ସ୍କୋର […]

ମୁମ୍ବାଇ: ମୁମ୍ବାଇର ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଚାଲିଥିବା ଭାରତ-ଇଂଲଣ୍ଡ ୫ମ ଟି-୨୦ରେ ଭାରତ ଏକ ବଡ଼ ବିଜୟ ହାସଲ କରିଛି । ଭାରତ ଇଂଲଣ୍ଡକୁ ୧୫୦ ରନରେ ପରାସ୍ତ କରି ୪-୧ରେ ସିରିଜ କବଜା କଲା

ଭାରତ ଦ୍ବାରା ରଖାଯାଇଥିବା ୨୪୮ ରନର ଲକ୍ଷ୍ୟ ପିଛା କରିବାକୁ ଯାଇ ଇଂଲଣ୍ଡ ୧୦.୩ ଓଭରରେ ମାତ୍ର ୯୭ ରନରେ ଅଲଆଉଟ ହୋଇଯାଇଥିଲା । ଦଳ ପକ୍ଷରୁ ଓପନର ଫିଲିପ ସଲ୍ଟ ୫୫ ରନ କରିଥିବାବେଳେ ଅନ୍ୟ ବ୍ୟାଟ୍ସମ୍ୟାନମାନେ ବଡ଼ ସ୍କୋର କରିବାକୁ ବିଫଳ ହୋଇଥିଲେ । ଭାରତ ପକ୍ଷରୁ ମହମ୍ମଦ ସମି ୩ଟି ଓ୍ବିକେଟ ନେଇଥିବାବେଳେ ଶିବମ ଦୁବେ, ବରୁଣ ଚକ୍ରବର୍ତ୍ତି ଓ ଅଭିଷେକ ଶର୍ମା ୨ଟି ଲେଖାଏଁ ଓ୍ବିକେଟ ନେଇଥିଲେ ।

About The Author

ରାଶିଫଳ