ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର, ବାରବାଟୀରେ ଖେଳାଯିବ ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍

The Sakala Picture
Published On

କଟକ: ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ବାରବାଟୀରେ ଖେଳାଯିବ ଭାରତ -ଇଂଲଣ୍ଡ ଦିନିକିଆ ମ୍ୟାଚ୍। ୨୦୨୫ ଫେବ୍ରୁଆରି ୯ ତାରିଖ ( ରବିବାର) ଖେଳାଯିବ ଏହି ମ୍ୟାଚ୍। ଭାରତ ଗସ୍ତରେ ଆସି ୩ଟି ଦିନିକିଆ ମ୍ୟାଚ୍ ଖେଳିବ ଇଂଲଣ୍ଡ। ପ୍ରଥମ ମ୍ୟାଚ୍ ନାଗପୁର, ୨ୟ ମ୍ୟାଚ୍ କଟକ ଓ ୩ୟ ମ୍ୟାଚଟି ଅହମ୍ମଦାବାଦରେ ଖେଳାଯିବ।  ଏ ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରାଙ୍କ ସୂଚନା ଦେଇଛନ୍ତି।ପ୍ରାୟ ୫ବର୍ଷ ପରେ କଟକକୁ ଅନ୍ତର୍ଜାତୀୟ କ୍ରିକେଟ ଦିନିକିଆ ମ୍ୟାଚ […]

କଟକ: ଓଡ଼ିଶା କ୍ରିକେଟପ୍ରେମୀଙ୍କ ପାଇଁ ଖୁସି ଖବର। ବାରବାଟୀରେ ଖେଳାଯିବ ଭାରତ -ଇଂଲଣ୍ଡ ଦିନିକିଆ ମ୍ୟାଚ୍। ୨୦୨୫ ଫେବ୍ରୁଆରି ୯ ତାରିଖ ( ରବିବାର) ଖେଳାଯିବ ଏହି ମ୍ୟାଚ୍। ଭାରତ ଗସ୍ତରେ ଆସି ୩ଟି ଦିନିକିଆ ମ୍ୟାଚ୍ ଖେଳିବ ଇଂଲଣ୍ଡ। ପ୍ରଥମ ମ୍ୟାଚ୍ ନାଗପୁର, ୨ୟ ମ୍ୟାଚ୍ କଟକ ଓ ୩ୟ ମ୍ୟାଚଟି ଅହମ୍ମଦାବାଦରେ ଖେଳାଯିବ।  ଏ ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରାଙ୍କ ସୂଚନା ଦେଇଛନ୍ତି।ପ୍ରାୟ ୫ବର୍ଷ ପରେ କଟକକୁ ଅନ୍ତର୍ଜାତୀୟ କ୍ରିକେଟ ଦିନିକିଆ ମ୍ୟାଚ ଫେରିଛି। ଶେଷ ଥର ପାଇଁ ବାରବାଟୀରେ ୨୦୧୯ ମସିହା ଡିସେମ୍ବରରେ ଖେଳାଯାଇଥିଲା ଦିନିକିଆ ମ୍ୟାଚ୍।

ଆହୁରି ପଢ଼ନ୍ତୁ: ଭାରତ-ଦକ୍ଷିଣ ଆଫ୍ରିକା ଶେଷ ଦିନିକିଆ: ଟିମ୍ ଇଣ୍ଡିଆକୁ ୨୭୧ ରନର ଟାର୍ଗେଟ୍ ଦେଲା ଦକ୍ଷିଣ ଆଫ୍ରିକା

Join Us @ WhatsApp

About The Author

Google News
Join Us @ WhatsApp