ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଭାରତର ଡିଡିଟାଲ୍ ଷ୍ଟ୍ରାଇକ୍; ଭାରତରେ ବ୍ୟାନ୍ ହେଲା ପାକିସ୍ତାନ ୟୁଟୁବ୍‌ ଚ୍ୟାନେଲ

The Sakala Picture
Published On

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ଘଟଣା । ଭାରତରେ ପାକିସ୍ତାନ ୟୁଟୁବ୍‌ ଚ୍ୟାନେଲ ବ୍ୟାନ୍। ୧୬ଟି ୟୁଟ୍ୟୁବ ଚ୍ୟାନେଲକୁ ବ୍ୟାନ କଲେ ଭାରତ ସରକାର। ଶୋଏବ ଅଖତର, ଆର୍‌ଜୁ କାଜ୍‌ମୀ, ସୟଦ ମୁଜାମ୍ମିଲ ଶାହ ଭଳି ଚ୍ୟାନେଲ ବ୍ୟାନ କରାଯାଇଛି। ସମା ଟିଭି, ଏରି ନ୍ୟୁଜ୍‌, ଜିଇଓ ନ୍ୟୁଜ୍‌, ଡନ୍‌ ନ୍ୟୁଜ୍‌ ଚାନେଲ ବ୍ୟାନ୍‌ କରାଯାଇଛି। ମିଥ୍ୟା ଖବର ପ୍ରସାରଣ କରିବା ନେଇ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: ଭାରତରୁ ଆମ୍ବ ଆମଦାନୀ ଉପରେ କଟକଣା ଲଗାଇଲା ନେପାଳ, କୀଟନାଶକ ପ୍ରୟୋଗକୁ ନେଇ ଆଶଙ୍କା

28 Apr 2025 By The Sakala

ଭାରତର ଡିଡିଟାଲ୍ ଷ୍ଟ୍ରାଇକ୍; ଭାରତରେ ବ୍ୟାନ୍ ହେଲା ପାକିସ୍ତାନ ୟୁଟୁବ୍‌ ଚ୍ୟାନେଲ

ନୂଆଦିଲ୍ଲୀ: ପହଲଗାମ ଆକ୍ରମଣ ଘଟଣା । ଭାରତରେ ପାକିସ୍ତାନ ୟୁଟୁବ୍‌ ଚ୍ୟାନେଲ ବ୍ୟାନ୍। ୧୬ଟି ୟୁଟ୍ୟୁବ ଚ୍ୟାନେଲକୁ ବ୍ୟାନ କଲେ ଭାରତ ସରକାର। ଶୋଏବ ଅଖତର, ଆର୍‌ଜୁ କାଜ୍‌ମୀ, ସୟଦ ମୁଜାମ୍ମିଲ ଶାହ ଭଳି ଚ୍ୟାନେଲ ବ୍ୟାନ କରାଯାଇଛି। ସମା ଟିଭି, ଏରି ନ୍ୟୁଜ୍‌, ଜିଇଓ ନ୍ୟୁଜ୍‌, ଡନ୍‌ ନ୍ୟୁଜ୍‌ ଚାନେଲ ବ୍ୟାନ୍‌ କରାଯାଇଛି। ମିଥ୍ୟା ଖବର ପ୍ରସାରଣ କରିବା ନେଇ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର