ମନୋରଞ୍ଜନ

ଟେଲିଭିଜନ୍ ଅଭିନେତ୍ରୀ ସଞ୍ଚିତା ଉଗଲେଙ୍କ ଆତ୍ମହତ୍ୟା: ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ତାରିଖ ସହ ରହିଛି ସଂଯୋଗ, ଶେଷ ପୋଷ୍ଟକୁ ନେଇ ଚର୍ଚ୍ଚା
'୩୭୦ ଟଙ୍କାର ବିରିୟାନୀ' ବିବାଦ: କ୍ଷମା ମାଗିଲେ କମେଡିଆନ୍ ପ୍ରଣୀତ ମୋରେ, କହିଲେ- 'ମୁଁ ଏହି ଘୃଣାର ଯୋଗ୍ୟ'
ସଲମାନ ଖାନ ଏବଂ ଲରେନ୍ସ ବିଷ୍ଣୋଇଙ୍କ ବିବାଦ ଉପରେ ଆଧାରିତ ଫିଲ୍ମ 'କାଲା ହିରଣ'ର ଫାଷ୍ଟ ଲୁକ୍ ରିଲିଜ୍
ମନି ଲଣ୍ଡରିଂ ମାମଲା: ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କ ଆବେଦନ ଶୁଣାଣିରୁ ଓହରିଲେ ସୁପ୍ରିମକୋର୍ଟ ବିଚାରପତି, ଜୁନ ୨୫ରେ ପରବର୍ତ୍ତୀ ଶୁଣାଣି
ଗାୟକ ଗୁରୁ ରନ୍ଧାୱାଙ୍କ ଜିମ୍ ଉପରକୁ ଗୁଳିମାଡ଼: ସଲମାନ ଖାନଙ୍କ ସହ ସମ୍ପର୍କ ପାଇଁ ଆକ୍ରମଣ କରାଇଥିବା ଦାବି କଲା ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ

ଭୁବନେଶ୍ବରରେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ

The Sakala Picture
Published On

ଭୁବନେଶ୍ବର: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ଜୋରଦାର ସ୍ବାଗତ କରାଯାଇଛି। ବରମୁଣ୍ଡା ପଡ଼ିଆରେ ସମାବେଶରେ ଯୋଗ ଦେବେ। ସମ୍ବିଧାନ ବଞ୍ଚାଅ ମହା ସମାବେଶକୁ ସମ୍ବୋଧନ କରିବେ। ସଭା ଶେଷ ପରେ ମଧ୍ୟାହ୍ନ ଭୋଜନ ସାରି ସେ ଅପରାହ୍ଣ ୩ଟାରେ କଂଗ୍ରେସ ଭବନରେ ପହଞ୍ଚିବେ। ପ୍ରଥମେ ରାଜନୈତିକ ବ୍ୟାପାର କମିଟି ଏବଂ ପରେ ବିଧାୟକ ଓ ପିସିସି କାର୍ଯ୍ୟକର୍ତ୍ତାଙ୍କ ସହ ରାହୁଲ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। […]

ଭୁବନେଶ୍ବର: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ଜୋରଦାର ସ୍ବାଗତ କରାଯାଇଛି। ବରମୁଣ୍ଡା ପଡ଼ିଆରେ ସମାବେଶରେ ଯୋଗ ଦେବେ। ସମ୍ବିଧାନ ବଞ୍ଚାଅ ମହା ସମାବେଶକୁ ସମ୍ବୋଧନ କରିବେ। ସଭା ଶେଷ ପରେ ମଧ୍ୟାହ୍ନ ଭୋଜନ ସାରି ସେ ଅପରାହ୍ଣ ୩ଟାରେ କଂଗ୍ରେସ ଭବନରେ ପହଞ୍ଚିବେ। ପ୍ରଥମେ ରାଜନୈତିକ ବ୍ୟାପାର କମିଟି ଏବଂ ପରେ ବିଧାୟକ ଓ ପିସିସି କାର୍ଯ୍ୟକର୍ତ୍ତାଙ୍କ ସହ ରାହୁଲ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ରାହୁଲଙ୍କ ସହ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍‌ ଖଡ୍‌ଗେ, ଜାତୀୟ ସଂଗଠନ ସମ୍ପାଦକ କେସି ବେଣୁଗୋପାଳ ପ୍ରମୁଖ ମଧ୍ୟ ଆସିଛନ୍ତି।

ଆହୁରି ପଢ଼ନ୍ତୁ: ଆର୍ଥିକ ଅନଟନରେ ଶିକ୍ଷାର ଆଲୁଅ ଖୋଜୁଛନ୍ତି ମାନସ; +୩ ଆଡମିସନ୍‌ ପାଇଁ ପରଘରେ ମୂଲ ଲାଗୁଛନ୍ତି

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଚାକିରି ଦେବାକୁ କହି ପାର୍ଲରରେ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ

11 Jul 2025 By The Sakala

ଭୁବନେଶ୍ବରରେ ଲୋକସଭାରେ ବିରୋଧୀଦଳ ନେତା ରାହୁଲ ଗାନ୍ଧୀ

ଭୁବନେଶ୍ବର: ଭୁବନେଶ୍ବରରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ଜୋରଦାର ସ୍ବାଗତ କରାଯାଇଛି। ବରମୁଣ୍ଡା ପଡ଼ିଆରେ ସମାବେଶରେ ଯୋଗ ଦେବେ। ସମ୍ବିଧାନ ବଞ୍ଚାଅ ମହା ସମାବେଶକୁ ସମ୍ବୋଧନ କରିବେ। ସଭା ଶେଷ ପରେ ମଧ୍ୟାହ୍ନ ଭୋଜନ ସାରି ସେ ଅପରାହ୍ଣ ୩ଟାରେ କଂଗ୍ରେସ ଭବନରେ ପହଞ୍ଚିବେ। ପ୍ରଥମେ ରାଜନୈତିକ ବ୍ୟାପାର କମିଟି ଏବଂ ପରେ ବିଧାୟକ ଓ ପିସିସି କାର୍ଯ୍ୟକର୍ତ୍ତାଙ୍କ ସହ ରାହୁଲ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ରାହୁଲଙ୍କ ସହ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ୍‌ ଖଡ୍‌ଗେ, ଜାତୀୟ ସଂଗଠନ ସମ୍ପାଦକ କେସି ବେଣୁଗୋପାଳ ପ୍ରମୁଖ ମଧ୍ୟ ଆସିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର