ଧୋକା ଦେଲା ମୌସୁମୀ; ବଢ଼ିଲା ତାତି: ରାଜ୍ଯରେ ଆଜି ଭୁବନେଶ୍ବର ସବୁଠୁ ଉତ୍ତପ୍ତ

The Sakala Picture
Published On

ଭୁବନେଶ୍ବର: ଧୋକା ଦେଲା ମୌସୁମୀ, ବଢିଲା ତାତି। ଓଡ଼ିଶା ଛୁଇଁବା ପୂର୍ବରୁ ଲଘୁଚାପ ଫାନ୍ଦରେ ପଡ଼ି ବାଟରେ ଅଟକି ଗଲା। ଦିନେ ଦୁଇଦିନ ବୁନ୍ଦା ଝାଡ଼ି ପ୍ରାକ୍‌ ମୌସୁମୀ ବର୍ଷା ବି ଓଡ଼ିଶାରୁ ମୁହଁ ଫେରାଇ ନେଲା। ଏହାପରେ ରାଜ୍ୟରେ ପୁଣି ବଦଳିଛି ପାଗ; ତାତି ବଢ଼ିଛି, ଆରମ୍ଭ ହୋଇଛି ପ୍ରଚଣ୍ଡ ଗୁଳୁଗୁଳି। ଆଭ୍ୟନ୍ତରୀଣ ଓଡ଼ିଶାରେ ୫ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇଛି।ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। […]

ଭୁବନେଶ୍ବର: ଧୋକା ଦେଲା ମୌସୁମୀ, ବଢିଲା ତାତି। ଓଡ଼ିଶା ଛୁଇଁବା ପୂର୍ବରୁ ଲଘୁଚାପ ଫାନ୍ଦରେ ପଡ଼ି ବାଟରେ ଅଟକି ଗଲା। ଦିନେ ଦୁଇଦିନ ବୁନ୍ଦା ଝାଡ଼ି ପ୍ରାକ୍‌ ମୌସୁମୀ ବର୍ଷା ବି ଓଡ଼ିଶାରୁ ମୁହଁ ଫେରାଇ ନେଲା। ଏହାପରେ ରାଜ୍ୟରେ ପୁଣି ବଦଳିଛି ପାଗ; ତାତି ବଢ଼ିଛି, ଆରମ୍ଭ ହୋଇଛି ପ୍ରଚଣ୍ଡ ଗୁଳୁଗୁଳି। ଆଭ୍ୟନ୍ତରୀଣ ଓଡ଼ିଶାରେ ୫ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇଛି।ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ଟା ୩୦ ମିନିଟ ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ଭୁବନେଶ୍ବର ୩୯.୪ ଡିଗ୍ରୀ  ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

ଆହୁରି ପଢ଼ନ୍ତୁ: ଆଜି ୧୨ ଘଣ୍ଟିଆ ବୀରମହାରାଜପୁର ବନ୍ଦ, ପ୍ରଭୁ ଶ୍ରୀରାମଙ୍କ ଫୋଟୋକୁ ଅପମାନ ଅଭିଯୋଗ

ଆଜି ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା-

ଭୁବନେଶ୍ୱର- ୩୯.୪ ଡିଗ୍ରୀ
ଝାରସୁଗୁଡା- ୩୯ ଡିଗ୍ରୀ
ସମ୍ବଲପୁର- ୩୯ ଡିଗ୍ରୀ
ବାଲେଶ୍ୱର- ୩୮.୪ ଡିଗ୍ରୀ
ହୀରାକୁଦ- ୩୮.୪ ଡିଗ୍ରୀ
ଚାନ୍ଦବାଲି- ୩୮ ଡିଗ୍ରୀ
ରାଉରକେଲା – ୩୭.୨ ଡିଗ୍ରୀ

02 Jun 2025 By The Sakala

ଧୋକା ଦେଲା ମୌସୁମୀ; ବଢ଼ିଲା ତାତି: ରାଜ୍ଯରେ ଆଜି ଭୁବନେଶ୍ବର ସବୁଠୁ ଉତ୍ତପ୍ତ

ଭୁବନେଶ୍ବର: ଧୋକା ଦେଲା ମୌସୁମୀ, ବଢିଲା ତାତି। ଓଡ଼ିଶା ଛୁଇଁବା ପୂର୍ବରୁ ଲଘୁଚାପ ଫାନ୍ଦରେ ପଡ଼ି ବାଟରେ ଅଟକି ଗଲା। ଦିନେ ଦୁଇଦିନ ବୁନ୍ଦା ଝାଡ଼ି ପ୍ରାକ୍‌ ମୌସୁମୀ ବର୍ଷା ବି ଓଡ଼ିଶାରୁ ମୁହଁ ଫେରାଇ ନେଲା। ଏହାପରେ ରାଜ୍ୟରେ ପୁଣି ବଦଳିଛି ପାଗ; ତାତି ବଢ଼ିଛି, ଆରମ୍ଭ ହୋଇଛି ପ୍ରଚଣ୍ଡ ଗୁଳୁଗୁଳି। ଆଭ୍ୟନ୍ତରୀଣ ଓଡ଼ିଶାରେ ୫ରୁ ୬ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇଛି।ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଅନୁଭବ ହେଉଛି ଅସହ୍ୟ ତାତି। ଆଜି ଦିନ ୨ଟା ୩୦ ମିନିଟ ସୁଦ୍ଧା ରେକର୍ଡ କରାଯାଇଥିବା ତାପମାତ୍ରା ଅନୁସାରେ ଭୁବନେଶ୍ବର ୩୯.୪ ଡିଗ୍ରୀ  ସହ ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି।

ଆଜି ଦିନ ୨ ଟା ୩୦ ସୁଦ୍ଧା ରେକର୍ଡ ତାପମାତ୍ରା-

ଭୁବନେଶ୍ୱର- ୩୯.୪ ଡିଗ୍ରୀ
ଝାରସୁଗୁଡା- ୩୯ ଡିଗ୍ରୀ
ସମ୍ବଲପୁର- ୩୯ ଡିଗ୍ରୀ
ବାଲେଶ୍ୱର- ୩୮.୪ ଡିଗ୍ରୀ
ହୀରାକୁଦ- ୩୮.୪ ଡିଗ୍ରୀ
ଚାନ୍ଦବାଲି- ୩୮ ଡିଗ୍ରୀ
ରାଉରକେଲା – ୩୭.୨ ଡିଗ୍ରୀ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର