ଅସ୍ତ୍ରୋପଚାର ପରେ ସୁସ୍ଥ ଅଛନ୍ତି ନବୀନ, ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନଙ୍କ ବଡଭାଇ…

The Sakala Picture
Published On

ଭୁବନେଶ୍ବର: ଅସ୍ତ୍ରୋପଚାର ପରେ ସୁସ୍ଥ ଅଛନ୍ତି ନବୀନ।  ଆଜି ଅଳ୍ପ ଚଲାବୁଲା କରିଛନ୍ତି ।  ନବୀନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଚିନ୍ତା କରିଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନଙ୍କ ବଡଭାଇ ପ୍ରେମ ପଟ୍ଟନାୟକ।  ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ସେ ଖୁବଶୀଘ୍ର ଆରୋଗ୍ୟ ଲାଭ କରିବେ ବୋଲି ସେ କହିଛନ୍ତି । ସୂଚନାଯୋଗ୍ୟ, ୨୨ତାରିଖରେ ମୁମ୍ବାଇ କୋକିଳାବେନ ଧୀରୁ ଭାଇ ଅମ୍ବାନୀ ହସପିଟାଲରେ ହେବ ଅସ୍ତ୍ରୋପଚାର ଚିକିତ୍ସା । ଏଥିପାଇଁ ମୁମ୍ବାଇରେ ଡାକ୍ତରଙ୍କ ସହ ଯୋଗାଯୋଗରେ ଅଛନ୍ତି ପ୍ରଖ୍ୟାତ ହୃଦରୋଗ ବିଶେଷଜ୍ଞ […]

ଭୁବନେଶ୍ବର: ଅସ୍ତ୍ରୋପଚାର ପରେ ସୁସ୍ଥ ଅଛନ୍ତି ନବୀନ।  ଆଜି ଅଳ୍ପ ଚଲାବୁଲା କରିଛନ୍ତି ।  ନବୀନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଚିନ୍ତା କରିଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନଙ୍କ ବଡଭାଇ ପ୍ରେମ ପଟ୍ଟନାୟକ।  ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ସେ ଖୁବଶୀଘ୍ର ଆରୋଗ୍ୟ ଲାଭ କରିବେ ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି, ଭୀଷଣରୁ ଅତିଭୀଷଣ ବର୍ଷା ନେଇ ୫ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି

ସୂଚନାଯୋଗ୍ୟ, ୨୨ତାରିଖରେ ମୁମ୍ବାଇ କୋକିଳାବେନ ଧୀରୁ ଭାଇ ଅମ୍ବାନୀ ହସପିଟାଲରେ ହେବ ଅସ୍ତ୍ରୋପଚାର ଚିକିତ୍ସା । ଏଥିପାଇଁ ମୁମ୍ବାଇରେ ଡାକ୍ତରଙ୍କ ସହ ଯୋଗାଯୋଗରେ ଅଛନ୍ତି ପ୍ରଖ୍ୟାତ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା। ନବୀନଙ୍କ ପାଇଁ ଚାରିଆଡ଼ୁ ଛୁଟିଥିଲା ଆଶୁ ଆରୋଗ୍ୟ କାମନା । ନବୀନ ନିବାସରେ ମହିଳା ନେତ୍ରୀ ମାନେ କଳସ ବସାଇ, ଶଙ୍ଖ ହୁଳହୁଳି ପକାଇ ଶୁଭ ମନାସିଥିଲେ । ସେହିପରି ବିମାନବନ୍ଦରରେ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ରହି ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ । ଏୟାରପୋର୍ଟରେ ବିଜେଡି ନେତା ଓ କର୍ମୀଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ।

ଆହୁରି ପଢ଼ନ୍ତୁ: ଝାରସୁଗୁଡା ଏବଂ ସୁନ୍ଦରଗଡ଼ରେ ଅତ୍ୟାବଶ୍ୟକ ସ୍ୱାସ୍ଥ୍ୟସେବା ଯୋଗାଉଛି ବେଦାନ୍ତ, ଭ୍ରାମ୍ୟମାଣ ସ୍ୱାସ୍ଥ୍ୟ ୟୁନିଟ୍ ଦ୍ୱାରା ୫୦,୦୦୦ରୁ ଅଧିକ ଲୋକ ଉପକୃତ

23 Jun 2025 By The Sakala

ଅସ୍ତ୍ରୋପଚାର ପରେ ସୁସ୍ଥ ଅଛନ୍ତି ନବୀନ, ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନଙ୍କ ବଡଭାଇ…

ଭୁବନେଶ୍ବର: ଅସ୍ତ୍ରୋପଚାର ପରେ ସୁସ୍ଥ ଅଛନ୍ତି ନବୀନ।  ଆଜି ଅଳ୍ପ ଚଲାବୁଲା କରିଛନ୍ତି ।  ନବୀନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଚିନ୍ତା କରିଥିବାରୁ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନବୀନଙ୍କ ବଡଭାଇ ପ୍ରେମ ପଟ୍ଟନାୟକ।  ଓଡ଼ିଶାବାସୀଙ୍କ ଆଶୀର୍ବାଦରୁ ସେ ଖୁବଶୀଘ୍ର ଆରୋଗ୍ୟ ଲାଭ କରିବେ ବୋଲି ସେ କହିଛନ୍ତି ।

ସୂଚନାଯୋଗ୍ୟ, ୨୨ତାରିଖରେ ମୁମ୍ବାଇ କୋକିଳାବେନ ଧୀରୁ ଭାଇ ଅମ୍ବାନୀ ହସପିଟାଲରେ ହେବ ଅସ୍ତ୍ରୋପଚାର ଚିକିତ୍ସା । ଏଥିପାଇଁ ମୁମ୍ବାଇରେ ଡାକ୍ତରଙ୍କ ସହ ଯୋଗାଯୋଗରେ ଅଛନ୍ତି ପ୍ରଖ୍ୟାତ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା। ନବୀନଙ୍କ ପାଇଁ ଚାରିଆଡ଼ୁ ଛୁଟିଥିଲା ଆଶୁ ଆରୋଗ୍ୟ କାମନା । ନବୀନ ନିବାସରେ ମହିଳା ନେତ୍ରୀ ମାନେ କଳସ ବସାଇ, ଶଙ୍ଖ ହୁଳହୁଳି ପକାଇ ଶୁଭ ମନାସିଥିଲେ । ସେହିପରି ବିମାନବନ୍ଦରରେ ବିଜେଡିର ବରିଷ୍ଠ ନେତା ଉପସ୍ଥିତ ରହି ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ । ଏୟାରପୋର୍ଟରେ ବିଜେଡି ନେତା ଓ କର୍ମୀଙ୍କ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିଲା ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର