ଉଚ୍ଚଶିକ୍ଷା ବିଭାଗର ବଡ ନିଷ୍ପତି: ଏଣିକି +୨ ପରେ ବିଏଡ୍‌ କରିପାରିବେ ଛାତ୍ରଛାତ୍ରୀ

The Sakala Picture
Published On

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗର ବଡ ନିଷ୍ପତି। ଏଣିକି ଯୁକ୍ତ ଦୁଇ ପରେ ବିଏଡ୍‌ କରି ପାରିବେ ଛାତ୍ରଛାତ୍ରୀ। ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମ୍ ଓ ୟୁ ସ୍ବାକ୍ଷରିତ ହୋଇଛି । ଏସବୁ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ ବୋଲି ନିଷ୍ପତ୍ତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ । ITEP ନାଁରେ ନୂଆ କୋର୍ସ ରହିବ । ରାଜ୍ୟରେ ଥିବା ୧୬ଟି […]

ଭୁବନେଶ୍ୱର: ଉଚ୍ଚଶିକ୍ଷା ବିଭାଗର ବଡ ନିଷ୍ପତି। ଏଣିକି ଯୁକ୍ତ ଦୁଇ ପରେ ବିଏଡ୍‌ କରି ପାରିବେ ଛାତ୍ରଛାତ୍ରୀ। ୮ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଏମ୍ ଓ ୟୁ ସ୍ବାକ୍ଷରିତ ହୋଇଛି । ଏସବୁ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ ବୋଲି ନିଷ୍ପତ୍ତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ । ITEP ନାଁରେ ନୂଆ କୋର୍ସ ରହିବ ।

ଆହୁରି ପଢ଼ନ୍ତୁ: ଏମ୍‌ଏମ୍‌ଡିଆର୍‌ ସଂଶୋଧିତ ଆଇନ ପ୍ରସଙ୍ଗରେ ଘେରିଲା ବିଜେଡି: ସରକାରଙ୍କୁ ଖୋଲା ବିତର୍କ ଆହ୍ୱାନ

ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ଅନୁଷ୍ଠାନ ସହିତ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର ଆଜି ସ୍ବାକ୍ଷରିତ ହୋଇଛି। ଯେଉଁଥିରେ ଗ୍ରାଜୁଏସନ୍ ନୁହେଁ ଯୁକ୍ତ ଦୁଇ ପରେ ହେବ ବିଏଡ୍‌ ପାଠପଢ଼ା। ଆସିବ ୪ ବର୍ଷର ନୂଆ ITEP (Intigreted teacher education programme ) କୋର୍ସ ନାଁରେ ନୂଆ କୋର୍ସ ରହିବ। ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ବିଭାଗ ନେଉଛି। ITEPସେ ଭିତରୁ ଅନ୍ୟତମ। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷରେ ଶିକ୍ଷକ ଶିକ୍ଷଣ କୋର୍ସ ଶେଷ କରିବା ପାଇଁ ଏଭଳି ନିଷ୍ପତି ନେଇଛି ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ।

ଆହୁରି ପଢ଼ନ୍ତୁ: ସେଲ୍‌ଫି ନେବା ହେଲା କାଳ: ନୀଳଗିରିର ବ୍ଲୁ ଲେକ୍‌ରେ ବୁଡ଼ିଗଲେ ଦୁଇ କଲେଜ ଛାତ୍ର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର