ପୁରୀ ଶରଧାବାଲି ଦଳାଚକଟା ଘଟଣା: ବଦଳିଲେ ଜିଲାପାଳ ଓ ଏସପି

The Sakala Picture
Published On

ପୁରୀ: ପୁରୀ ଶରଧାବାଲି ଦଳାଚକଟା ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ ହୋଇଛି। ସରକାର ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ବଦଳି କରିଛନ୍ତି। ପୁରୀର ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଳ ରାଣା ଏବଂ ପିନାକ ମିଶ୍ରଙ୍କୁ ଏସପି ଦାୟିତ୍ବ ।  DCP ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାନ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କଲେ ସରକାର। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଥିବାବେଳେ ଏଘଟଣାରେ କ୍ଷମା ପ୍ରାର୍ଥନା କରିଛନ୍ତି । ସେପଟେ ମୃତକଙ୍କ ପରିବାରକୁ […]

ପୁରୀ: ପୁରୀ ଶରଧାବାଲି ଦଳାଚକଟା ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ ହୋଇଛି। ସରକାର ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ବଦଳି କରିଛନ୍ତି। ପୁରୀର ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଳ ରାଣା ଏବଂ ପିନାକ ମିଶ୍ରଙ୍କୁ ଏସପି ଦାୟିତ୍ବ ।  DCP ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାନ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କଲେ ସରକାର। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଥିବାବେଳେ ଏଘଟଣାରେ କ୍ଷମା ପ୍ରାର୍ଥନା କରିଛନ୍ତି । ସେପଟେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରାଯାଇଛି ।

ଆହୁରି ପଢ଼ନ୍ତୁ: ପୁରୀରେ ପ୍ରବଳ ବର୍ଷା: ଭୁଶୁଡ଼ିଲା ପଞ୍ଚତୀର୍ଥ ଶ୍ୱେତଗଙ୍ଗାର ୨୫ ଫୁଟ୍ ଲମ୍ବର ପାଚେରି

29 Jun 2025 By The Sakala

ପୁରୀ ଶରଧାବାଲି ଦଳାଚକଟା ଘଟଣା: ବଦଳିଲେ ଜିଲାପାଳ ଓ ଏସପି

ପୁରୀ: ପୁରୀ ଶରଧାବାଲି ଦଳାଚକଟା ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ ହୋଇଛି। ସରକାର ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ବଦଳି କରିଛନ୍ତି। ପୁରୀର ନୂଆ ଜିଲ୍ଲାପାଳ ହେଲେ ଚଞ୍ଚଳ ରାଣା ଏବଂ ପିନାକ ମିଶ୍ରଙ୍କୁ ଏସପି ଦାୟିତ୍ବ ।  DCP ଶ୍ରୀ ବିଷ୍ଣୁ ପତି ଏବଂ କମାଣ୍ଡାନ୍ଟ ଅଜୟ ପାଢ଼ୀଙ୍କୁ ନିଲମ୍ବିତ କଲେ ସରକାର। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅତ୍ୟନ୍ତ ଦୁଃଖ ପ୍ରକାଶ କରିଥିବାବେଳେ ଏଘଟଣାରେ କ୍ଷମା ପ୍ରାର୍ଥନା କରିଛନ୍ତି । ସେପଟେ ମୃତକଙ୍କ ପରିବାରକୁ ୨୫ ଲକ୍ଷ ଟଙ୍କାର ଆର୍ଥିକ ସହାୟତା ଘୋଷଣା କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର