ମେ’ ୨୭ ନୁହେଁ, ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି

The Sakala Picture
Published On

ଭୁବନେଶ୍ୱର: ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ’ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ଘୋଷଣା କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। […]

ଭୁବନେଶ୍ୱର: ମେ’ ୨୭ ନୁହେଁ ବରଂ ମେ’ ୨୬ରେ ମିଳିବ ସାବିତ୍ରୀ ଅମାବାସ୍ୟା ଛୁଟି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ’ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ଘୋଷଣା କରିଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଆହୁରି ପଢ଼ନ୍ତୁ: କେନ୍ଦ୍ରାପଡ଼ା ଅଟୋନୋମସ୍ କଲେଜରେ ଏବିଭିପିର ଧାରଣା; ଭୋଟ ପୁନଃ ଗଣତି ଦାବି, ଶପଥ ଗ୍ରହଣ ଉତ୍ସବ ସ୍ଥଗିତ

ସୂଚନା ଯୋଗ୍ୟ ଯେ, ଚଳିତ ବର୍ଷ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟି ମେ’ ମାସ ୨୭ ତାରିଖକୁ ସ୍ଥିରୀକୃତ ହୋଇଥିଲା। ତେବେ ପୁରୀ ମୁକ୍ତି ମଣ୍ଡପ ସହିତ ଅନ୍ୟାନ୍ୟ ଧାର୍ମିକ ଅନୁଷ୍ଠାନ ଓ ପଞ୍ଜିକା ଗଣନକାରୀ ଅନୁଷ୍ଠାନମାନଙ୍କ ସହିତ ଯୋଗାଯୋଗ ପରେ ଏହା ଜଣାଯାଇଛି ଯେ, ୨୬ ତାରିଖରେ ହିଁ ସାବିତ୍ରୀ ଅମାବାସ୍ୟା ପାଳନ କରାଯିବ। ତେଣୁ ଛୁଟି ତାରିଖକୁ ପରିବର୍ତ୍ତନ କରାଗଲା। ୨୭ ତାରିଖରେ ରାଜ୍ୟ ସରକାରଙ୍କ ସମସ୍ତ ସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ଖୋଲା ରହିବ।

ଆହୁରି ପଢ଼ନ୍ତୁ: ଯାଜପୁରରେ ଅଘଟଣ: ଖରସ୍ରୋତା ନଦୀରେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର, ଖୋଜାଖୋଜି ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର