କଲେଜରେ ନିଜ ଦେହରେ ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

The Sakala Picture
Published On

ବାଲେଶ୍ବର: ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ। ଫକୀର ମୋହନ ସ୍ଵୟଂ ଶାସିତ ମହା ବିଦ୍ୟାଳୟରେ ଜଣେ ଛାତ୍ରୀ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଆଜି ଛାତ୍ରୀ ଜଣକ ଜଣେ ଅଧ୍ୟାପକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ନେଇ କଲେଜ ସମ୍ମୁଖରେ ଧାରଣାରେ ବସିଥିଲେ। ତେବେ ହଠାତ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତେବେ ସ୍ଥାନୀୟ ଛାତ୍ରଛାତ୍ରୀ ତୁରନ୍ତ ଛାତ୍ରୀ ଜଣଙ୍କୁ ଉଦ୍ଧାରକରି ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି […]

ବାଲେଶ୍ବର: ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ। ଫକୀର ମୋହନ ସ୍ଵୟଂ ଶାସିତ ମହା ବିଦ୍ୟାଳୟରେ ଜଣେ ଛାତ୍ରୀ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଆଜି ଛାତ୍ରୀ ଜଣକ ଜଣେ ଅଧ୍ୟାପକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ନେଇ କଲେଜ ସମ୍ମୁଖରେ ଧାରଣାରେ ବସିଥିଲେ। ତେବେ ହଠାତ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତେବେ ସ୍ଥାନୀୟ ଛାତ୍ରଛାତ୍ରୀ ତୁରନ୍ତ ଛାତ୍ରୀ ଜଣଙ୍କୁ ଉଦ୍ଧାରକରି ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିିଗିଡ଼ିବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

ଆହୁରି ପଢ଼ନ୍ତୁ: କୁବେର ITDA ସହକାରୀ ନିର୍ବାହୀ ଯନ୍ତ୍ରୀ: ମିଳିଲାଣି ୧କେଜିରୁ ଉର୍ଦ୍ଧ୍ୱ ସୁନା, ଦୁଇ କୋଟି ଟଙ୍କା ସହ ୫ଟି ଆଲିସାନ କୋଠା ଓ ୧୪ଟି ପ୍ଲଟ ଠାବ

12 Jul 2025 By The Sakala

କଲେଜରେ ନିଜ ଦେହରେ ପେଟ୍ରୋଲ ଢାଳି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ

ବାଲେଶ୍ବର: ଅଧ୍ୟାପକଙ୍କ ଦୁର୍ବ୍ୟବହାର ଅଭିଯୋଗରେ ଛାତ୍ରୀଙ୍କ ଜୀବନ ହାରିବା ଉଦ୍ୟମ। ଫକୀର ମୋହନ ସ୍ଵୟଂ ଶାସିତ ମହା ବିଦ୍ୟାଳୟରେ ଜଣେ ଛାତ୍ରୀ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡ଼ିଛି। ଆଜି ଛାତ୍ରୀ ଜଣକ ଜଣେ ଅଧ୍ୟାପକଙ୍କ ନାଁରେ ଦୁର୍ବ୍ୟବହାର ଅଭିଯୋଗ ନେଇ କଲେଜ ସମ୍ମୁଖରେ ଧାରଣାରେ ବସିଥିଲେ। ତେବେ ହଠାତ ନିଜ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ। ତେବେ ସ୍ଥାନୀୟ ଛାତ୍ରଛାତ୍ରୀ ତୁରନ୍ତ ଛାତ୍ରୀ ଜଣଙ୍କୁ ଉଦ୍ଧାରକରି ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିିଗିଡ଼ିବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର