ତାରା ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ

The Sakala Picture
Published On

ଭୁବନେଶ୍ବର : ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ ହୋଇଛନ୍ତି। ବିଶୃଙ୍ଖଳିତ ଆଚରଣ ପାଇଁ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ବାଚସ୍ପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ କରିଛନ୍ତି। ତାରା ପ୍ରସାଦ ବାହିନୀପତିଙ୍କୁ ସସ୍‌ପେଣ୍ଡ କରିବାକୁ ବାଚସ୍ପତିଙ୍କ ପାଖରେ ପ୍ରସ୍ତାବ ରଖିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ। ଆଉ ଏହାପରେ ବାଚସ୍ପତି ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ନିଲମ୍ବନ […]

ଭୁବନେଶ୍ବର : ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ ହୋଇଛନ୍ତି। ବିଶୃଙ୍ଖଳିତ ଆଚରଣ ପାଇଁ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ବାଚସ୍ପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ କରିଛନ୍ତି।

ଆହୁରି ପଢ଼ନ୍ତୁ: ମହାନଦୀ ଓ ଦୟାର ତଳ ଅଞ୍ଚଳରେ ଛୋଟରୁ ମଧ୍ୟମ ଧରଣର ବନ୍ୟା ହେବ, ସୂଚନା ଦେଲେ ଜଳ ସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ

ତାରା ପ୍ରସାଦ ବାହିନୀପତିଙ୍କୁ ସସ୍‌ପେଣ୍ଡ କରିବାକୁ ବାଚସ୍ପତିଙ୍କ ପାଖରେ ପ୍ରସ୍ତାବ ରଖିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ। ଆଉ ଏହାପରେ ବାଚସ୍ପତି ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ନିଲମ୍ବନ କରିଛନ୍ତି। ସେପଟେ ତାରା ବାହିନୀପତିଙ୍କ ନିଲମ୍ବନ ବିରୋଧରେ ଗୃହ ଭିତରେ କଂଗ୍ରେସ ଓ ବିଜେଡିର ପ୍ରତିବାଦ କରିଛନ୍ତି। ବାଚସ୍ପତିଙ୍କ ଏକପାଖିଆ ନିଷ୍ପତ୍ତି ବିରୋଧରେ ବିଜେଡି ଓ କଂଗ୍ରେସ ଗୃହ ପରିତ୍ୟାଗ କରିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟର ୪ଟି ଜିଲ୍ଲାରେ ସ୍କୁଲ୍‌ ଛୁଟି ଘୋଷଣା, ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିର୍ଦ୍ଦେଶ

11 Mar 2025 By The Sakala

ତାରା ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ

ଭୁବନେଶ୍ବର : ବରିଷ୍ଠ କଂଗ୍ରେସ ନେତା ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ ହୋଇଛନ୍ତି। ବିଶୃଙ୍ଖଳିତ ଆଚରଣ ପାଇଁ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କୁ ବାଚସ୍ପତି ବିଧାନସଭାରୁ ୭ ଦିନ ପାଇଁ ସସ୍‌ପେଣ୍ଡ କରିଛନ୍ତି।

ତାରା ପ୍ରସାଦ ବାହିନୀପତିଙ୍କୁ ସସ୍‌ପେଣ୍ଡ କରିବାକୁ ବାଚସ୍ପତିଙ୍କ ପାଖରେ ପ୍ରସ୍ତାବ ରଖିଥିଲେ ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ ପ୍ରଧାନ। ଆଉ ଏହାପରେ ବାଚସ୍ପତି ତାରା ବାହିନୀପତିଙ୍କୁ ୭ ଦିନ ପାଇଁ ନିଲମ୍ବନ କରିଛନ୍ତି। ସେପଟେ ତାରା ବାହିନୀପତିଙ୍କ ନିଲମ୍ବନ ବିରୋଧରେ ଗୃହ ଭିତରେ କଂଗ୍ରେସ ଓ ବିଜେଡିର ପ୍ରତିବାଦ କରିଛନ୍ତି। ବାଚସ୍ପତିଙ୍କ ଏକପାଖିଆ ନିଷ୍ପତ୍ତି ବିରୋଧରେ ବିଜେଡି ଓ କଂଗ୍ରେସ ଗୃହ ପରିତ୍ୟାଗ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର