ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ କୁମାର ବେହେରା

The Sakala Picture
Published On

ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ତିଗିରିଆ ଥାନା ଏଏସଆଇ ପ୍ରଦୀପ କୁମାର ବେହେରା। ଏକ ମାମଲାର ରଫାଦଫା ନିମନ୍ତେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ। ଲାଞ୍ଚ ଟଙ୍କା ସହ ପ୍ରଦୀପଙ୍କୁ ଧରିବା ପରେ ଅଟକ ରଖି ଅଧିକ ଖୋଳ ତାଡ଼ କରୁଛି ଭିଜିଲାନ୍ସ ଟିମ୍।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର