ମନୋରଞ୍ଜନ

ଦିଲ୍ଲୀ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ନାଗା ଚୈତନ୍ୟଙ୍କୁ ନେଇ ଥିବା ଡିପଫେକ୍ ଏବଂ ଅଶ୍ଳୀଳ ଏଆଇ କଣ୍ଟେଣ୍ଟ ହଟାଇବାକୁ ୨୪ ଘଣ୍ଟାର ମୋହଲତ
'କାଲା ହିରଣ' ଫିଲ୍ମ ଉପରେ ସଲମାନ ଖାନଙ୍କ ବଡ଼ ଆକ୍ସନ: ନିର୍ମାତାଙ୍କୁ ପଠାଇଲେ ଲିଗାଲ ନୋଟିସ
ଲତା ମଙ୍ଗେସକରଙ୍କ ଯୁଗରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କିମ୍ବଦନ୍ତୀ ଗାୟିକା ସୁମନ କଲ୍ୟାଣପୁରଙ୍କ ପରଲୋକ
'ଗର୍ଭାବସ୍ଥାରେ ଦେବୀ, ମା' ହେବା ପରେ ମୋଟୀ ଡାକୁଛନ୍ତି': ପ୍ରସବ ପରେ ମହିଳାଙ୍କ ପ୍ରତି ସମାଜର ଦୃଷ୍ଟିକୋଣକୁ ନେଇ କିଆରା ଆଡଭାନୀଙ୍କ ବଡ଼ ବୟାନ
'ସୁକେଶଙ୍କ ସହ ସାମିଲ ଥିଲେ ଜ୍ୟାକଲିନ୍': ୨୦୦ କୋଟି ଟଙ୍କାର ଠକେଇ ମାମଲାରେ ଅଭିନେତ୍ରୀଙ୍କୁ 'ପୀଡ଼ିତା' ବଦଳରେ 'ଅଭିଯୁକ୍ତ' କହିଲେ କୋର୍ଟ

WTC Final: ଅଷ୍ଟ୍ରେଲିଆକୁ ହରାଇ ବିଶ୍ୱ ଚାମ୍ପିଅନ ହେଲା ଦକ୍ଷିଣ ଆଫ୍ରିକା

The Sakala Picture
Published On

ଲର୍ଡସ: ବିଶ୍ଵ ଟେଷ୍ଟ ଚମ୍ପିଆନ ହୋଇଛି ଦକ୍ଷିଣ ଆଫ୍ରିକା। ବିଶ୍ଵ ଟେଷ୍ଟ ଚମ୍ପିଆନଶିପ(ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ୫ ଉଇକେଟରେ ହରାଇ ଏହି ଆଇସିସି ଟ୍ରଫି ହାସଲ କରିଛି। ଦୀର୍ଘ ୨୭ ବର୍ଷ ପରେ ଦଳ ଡବ୍ଲ୍ୟୁଟିସି ଜିତି ଇତିହାସ ରଚିଛି। ଦଳର ଏହି ବିଜୟ ପଛରେ ଏଡେନ ମର୍କରମଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ସେ ୧୩୬ ରନ କରି ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ। ୨୮୨ ରନର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା […]

ଲର୍ଡସ: ବିଶ୍ଵ ଟେଷ୍ଟ ଚମ୍ପିଆନ ହୋଇଛି ଦକ୍ଷିଣ ଆଫ୍ରିକା। ବିଶ୍ଵ ଟେଷ୍ଟ ଚମ୍ପିଆନଶିପ(ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ୫ ଉଇକେଟରେ ହରାଇ ଏହି ଆଇସିସି ଟ୍ରଫି ହାସଲ କରିଛି। ଦୀର୍ଘ ୨୭ ବର୍ଷ ପରେ ଦଳ ଡବ୍ଲ୍ୟୁଟିସି ଜିତି ଇତିହାସ ରଚିଛି। ଦଳର ଏହି ବିଜୟ ପଛରେ ଏଡେନ ମର୍କରମଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ସେ ୧୩୬ ରନ କରି ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ।

ଆହୁରି ପଢ଼ନ୍ତୁ: ଆଇପିଏଲରେ ‘ବେବି ବସ୍’ଙ୍କ ଆତଙ୍କ: ୧୫ ବର୍ଷୀୟ ବୈଭବଙ୍କ ବିସ୍ଫୋରକ ବ୍ୟାଟିଂରେ ଥରୁଛନ୍ତି ବୋଲର୍

୨୮୨ ରନର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୫ ଓ୍ବିକେଟ ହରାଇ ମ୍ୟାଚର ୪ର୍ଥ ଦିନରେ ହାସଲ କରିନେଇଥିଲା। ଦଳ ପକ୍ଷରୁ ଆଇଡେନ ମାର୍କରାମ ୧୩୬ ରନ ଏକ ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ। ସେହିପରି ଅଧିନାୟକ ତେମ୍ବା ବାଭୁମା ୬୬ ରନ ଓ ଓ୍ବାଇନ ମୁଲଡର ୨୭ ରନ କରିଥିଲେ। ୧୯୯୮ ପରେ ଅର୍ଥାତ ୨୭ ବର୍ଷ ପରେ ପ୍ରଥମ ଥର ପାଇଁ କୌଣସି ଆଇସିସି ଟୁର୍ଣ୍ଣାମେଣ୍ଟରେ ଚାମ୍ପିୟନ ହୋଇଛି ଦକ୍ଷିଣ ଆଫ୍ରିକା। ୧୯୯୮ରେ ଏହି ଦଳ ଆଇସିସି ନକଆଉଟ ଜିତିଥିଲା। ଦକ୍ଷିଣ ଆଫ୍ରିକା ବିଶ୍ବ କ୍ରିକେଟରେ ଏକ ଶକ୍ତିଶାଳୀ ଦଳ ହୋଇଥିଲେ ବି ସବୁବେଳେ ଆଇସିସି ଟୁର୍ଣ୍ଣାମେଣ୍ଟରେ ବିଫଳ ହୋଇଥାଏ । କିନ୍ତୁ ଏଥର ଏହି ଦଳ ପୂର୍ବର ନୈରାଶ୍ୟକୁ ଦୂର କରି ଐତିହାସିକ ସଫଳତା ପ୍ରାପ୍ତ କରିଛି।

ଆହୁରି ପଢ଼ନ୍ତୁ: ଗିଲ୍‌ଙ୍କ ଶତକ ବଳରେ ଫାଇନାଲ୍‌ରେ ଗୁଜରାଟ ଟାଇଟନ୍ସ, ମାତ୍ର ହୃଦୟ ଜିତିଲେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ

14 Jun 2025 By The Sakala

WTC Final: ଅଷ୍ଟ୍ରେଲିଆକୁ ହରାଇ ବିଶ୍ୱ ଚାମ୍ପିଅନ ହେଲା ଦକ୍ଷିଣ ଆଫ୍ରିକା

ଲର୍ଡସ: ବିଶ୍ଵ ଟେଷ୍ଟ ଚମ୍ପିଆନ ହୋଇଛି ଦକ୍ଷିଣ ଆଫ୍ରିକା। ବିଶ୍ଵ ଟେଷ୍ଟ ଚମ୍ପିଆନଶିପ(ଡବ୍ଲ୍ୟୁଟିସି)ର ଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ୫ ଉଇକେଟରେ ହରାଇ ଏହି ଆଇସିସି ଟ୍ରଫି ହାସଲ କରିଛି। ଦୀର୍ଘ ୨୭ ବର୍ଷ ପରେ ଦଳ ଡବ୍ଲ୍ୟୁଟିସି ଜିତି ଇତିହାସ ରଚିଛି। ଦଳର ଏହି ବିଜୟ ପଛରେ ଏଡେନ ମର୍କରମଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି। ସେ ୧୩୬ ରନ କରି ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ।

୨୮୨ ରନର ବିଜୟ ଲକ୍ଷ୍ୟକୁ ଦକ୍ଷିଣ ଆଫ୍ରିକା ୫ ଓ୍ବିକେଟ ହରାଇ ମ୍ୟାଚର ୪ର୍ଥ ଦିନରେ ହାସଲ କରିନେଇଥିଲା। ଦଳ ପକ୍ଷରୁ ଆଇଡେନ ମାର୍କରାମ ୧୩୬ ରନ ଏକ ମ୍ୟାଚ ବିଜୟୀ ଇନିଂସ ଖେଳିଥିଲେ। ସେହିପରି ଅଧିନାୟକ ତେମ୍ବା ବାଭୁମା ୬୬ ରନ ଓ ଓ୍ବାଇନ ମୁଲଡର ୨୭ ରନ କରିଥିଲେ। ୧୯୯୮ ପରେ ଅର୍ଥାତ ୨୭ ବର୍ଷ ପରେ ପ୍ରଥମ ଥର ପାଇଁ କୌଣସି ଆଇସିସି ଟୁର୍ଣ୍ଣାମେଣ୍ଟରେ ଚାମ୍ପିୟନ ହୋଇଛି ଦକ୍ଷିଣ ଆଫ୍ରିକା। ୧୯୯୮ରେ ଏହି ଦଳ ଆଇସିସି ନକଆଉଟ ଜିତିଥିଲା। ଦକ୍ଷିଣ ଆଫ୍ରିକା ବିଶ୍ବ କ୍ରିକେଟରେ ଏକ ଶକ୍ତିଶାଳୀ ଦଳ ହୋଇଥିଲେ ବି ସବୁବେଳେ ଆଇସିସି ଟୁର୍ଣ୍ଣାମେଣ୍ଟରେ ବିଫଳ ହୋଇଥାଏ । କିନ୍ତୁ ଏଥର ଏହି ଦଳ ପୂର୍ବର ନୈରାଶ୍ୟକୁ ଦୂର କରି ଐତିହାସିକ ସଫଳତା ପ୍ରାପ୍ତ କରିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର