BJD’s Youth Wing

ଇପସିତାଙ୍କୁ ଛାତ୍ର ସଭାପତି ଓ ଚିନ୍ମୟ ସାହୁଙ୍କୁ ଯୁବ ସଭାପତି ଦାୟିତ୍ବ ପ୍ରଦାନ କଲେ ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ

ଭୁବନେଶ୍ବର: ବିଜୁ ଛାତ୍ର ଜନତା ଦଳ ପାଇଁ ନୂଆ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରାଯାଇଛି । ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏହି ନାଁ ଘୋଷଣା କରିଛନ୍ତି । ଏଥିରେ ୬ ଜଣ ନେତାଙ୍କୁ ଗୁରୁଦାୟିତ୍ବ ଦେଇଛନ୍ତି ନବୀନ। ଇପସିତା ସାହୁଙ୍କୁ ବିଜୁ ଛାତ୍ର ଜନତା ଦଳର ସଭାପତି ଦାୟିତ୍ବ ମିଳିଥିବାବେଳେ ଚିନ୍ମୟ ସାହୁଙ୍କୁ ଯୁବ ବିଜେଡି ସଭାପତି ଦାୟିତ୍ବ ପ୍ରଦାନ କରାଯାଇଛି। ସେହିପରି ଯୁବ ଓ ଛାତ୍ର ସଂଗଠନର ଆଉ […]
ଓଡ଼ିଶା  ବଡ ଖବର