ଲାଞ୍ଚ ନେଉଥିବା ବେଳେ ଏକଲବ୍ୟ ମଡେଲ ସ୍କୁଲ ଅଧ୍ୟକ୍ଷଙ୍କୁ ଧରିଲା ସିବିଆଇ
ଭିଜିଲାନ୍ସ ଜାଲରେ ଭୁବନେଶ୍ୱର କେଶରୀ ନଗର RI, ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ
ଭିଜିଲାନ୍ସ ଜାଲରେ ରାଉରକେଲା ଅବକାରୀ ଅଧୀକ୍ଷକ: ୫ ଲକ୍ଷ ଟଙ୍କାର ଲାଞ୍ଚ ଜବତ
୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର
ଆଶାକର୍ମୀଙ୍କଠାରୁ ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିଲେ ବ୍ଲକ୍ ପ୍ରୋଗ୍ରାମ ମ୍ୟାନେଜର, ମାଡିବସିଲା ଭିଜିଲାନ୍ସ
ଭିଜିଲାନ୍ସ ଜାଲରେ ମାଲକାନଗିରି ଝରାପାଲ୍ଲୀ RI, ୮ ହଜାର ଲାଞ୍ଚ ନେଲାବେଳେ ଧରାପଡ଼ିଲେ
ଭିଜିଲାନ୍ସ ଜାଲରେ କ୍ୟାପିଟାଲ ହସ୍ପିଟାଲ ଡାକ୍ତର, ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ
୫,୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ୱ ନିରୀକ୍ଷକ
ଭିଜିଲାନ୍ସ ଜାଲରେ OAV ପ୍ରିନ୍ସପାଲ୍, SHG ମହିଳାଙ୍କ ବିଲ୍ କରିବା ପାଇଁ ନେଉଥିଲେ ୧୦ ହଜାର ଲାଞ୍ଚ
ଭିଜିଲାନ୍ସ ଜାଲରେ ଗୁଣୁପୁର RI, ଜମି ପଟ୍ଟା କରାଇଦେବା ପାଇଁ ୨୫,୦୦୦ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ
ଭିଜିଲାନ୍ସ ଜାଲରେ ସ୍କୁଲ ପ୍ରଧାନ ଶିକ୍ଷକ, ବକେୟା ଦରମା ବିଲ୍ କରାଇବାକୁ ନେଉଥିଲେ ୫୦୦୦ ଲାଞ୍ଚ
ଭିଜିଲାନ୍ସ ଜାଲରେ ଅବକାରୀ ବିଭାଗ କର୍ମଚାରୀ; ନେଉଥିଲେ ମାସିକିଆ ଚାନ୍ଦା, ମାଡିବସିଲା ଭିଜିଲାନ୍ସ