ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡ଼ର ଚତୁର୍ଥ ତ୍ରୟମାସ ଲାଭ ୨୪% ବୃଦ୍ଧି

The Sakala Picture
Published On

ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡ଼ ପକ୍ଷରୁ ୨୦୨୧-୨୨ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସର ଆର୍ଥିକ ଫଳାଫଳ ଆଜି ଘୋଷଣା କରାଯାଇଛି। ଜାନୁୟାରୀରୁ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ରହିଥିବା ଏହି ତ୍ରୟମାସରେ କମ୍ପାନୀର ଟିକସ ପରବର୍ତ୍ତୀ ଏକକ ଲାଭରେ ୨୪ ପ୍ରତିଶତ ବୃଦ୍ଧି ସହିତ ୪୧୭୩ କୋଟି ଟଙ୍କା ହୋଇଥିବା ପ୍ରକାଶ କରାଯାଇଛି । ପୂର୍ବ ବର୍ଷର ସମାନ ସମୟରେ ରିଲାଏନ୍ସ ଜିଓର ଟିକସ ପରବର୍ତ୍ତୀ ଲାଭ ୩୩୬୦ କୋଟି ଟଙ୍କା ରହିଥିଲା । ପୂର୍ବବର୍ଷ ସମାନ […]

ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡ଼ ପକ୍ଷରୁ ୨୦୨୧-୨୨ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସର ଆର୍ଥିକ ଫଳାଫଳ ଆଜି ଘୋଷଣା କରାଯାଇଛି। ଜାନୁୟାରୀରୁ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ରହିଥିବା ଏହି ତ୍ରୟମାସରେ କମ୍ପାନୀର ଟିକସ ପରବର୍ତ୍ତୀ ଏକକ ଲାଭରେ ୨୪ ପ୍ରତିଶତ ବୃଦ୍ଧି ସହିତ ୪୧୭୩ କୋଟି ଟଙ୍କା ହୋଇଥିବା ପ୍ରକାଶ କରାଯାଇଛି । ପୂର୍ବ ବର୍ଷର ସମାନ ସମୟରେ ରିଲାଏନ୍ସ ଜିଓର ଟିକସ ପରବର୍ତ୍ତୀ ଲାଭ ୩୩୬୦ କୋଟି ଟଙ୍କା ରହିଥିଲା ।

ଆହୁରି ପଢ଼ନ୍ତୁ: ଆରବିଆଇ ମୁଦ୍ରାନୀତି: ରେପୋ ରେଟ୍ ଅପରିବର୍ତ୍ତିତ, ୫.୨୫% ରେ ସ୍ଥିର ରଖିଲା ଭାରତୀୟ ରିଜର୍ଭ ବ୍ୟାଙ୍କ

ପୂର୍ବବର୍ଷ ସମାନ ତ୍ରୟମାସ ତୁଳନାରେ ୨୦୨୧-୨୨ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସରେ କମ୍ପାନୀର ଏକକ ରାଜସ୍ୱ ୨୦ ପ୍ରତିଶତ ବୃଦ୍ଧି ସହିତ ୨୦୯୦୧ କୋଟି ଟଙ୍କା ହୋଇଥିବା ଜଣାପଡିଛି ।

ଆହୁରି ପଢ଼ନ୍ତୁ: ଇସ୍ରାଏଲ୍-ଇରାନ୍ ଯୁଦ୍ଧ ମଧ୍ୟରେ ହୋରମୁଜ୍ ପ୍ରଣାଳୀକୁ ନେଇ ଇରାନର ବଡ଼ ଘୋଷଣା: ଜାହାଜଗୁଡ଼ିକ ଉପରେ ଲାଗିବ ଟ୍ରାଞ୍ଜିଟ୍ ଫି’

ସେହିଭଳି ମାର୍ଚ୍ଚ ୩୧, ୨୦୨୨ ରେ ଶେଷ ହୋଇଥିବା ଆର୍ଥିକ ବର୍ଷରେ କମ୍ପାନୀର ଟିକସ ପରବର୍ତ୍ତୀ ମୋଟ ଲାଭ ୨୩ ପ୍ରତିଶତ ବୃଦ୍ଧି ସହିତ ୧୪୮୧୭ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ୨୦୨୦-୨୧ ଆର୍ଥିକ ବର୍ଷରେ ଏହା ୧୨୦୧୫ କୋଟି ଟଙ୍କା ରହିଥିଲା ରିଲାଏନ୍ସ ଜିଓ ଇନ୍ଫୋକମ ଲିମିଟେଡ଼ର ପରିଚାଳନାଗତ ବାର୍ଷିକ ରାଜସ୍ବ ୧୦.୩ ପ୍ରତିଶତ ବୃଦ୍ଧି ସହିତ ୨୦୨୧-୨୨ ଆର୍ଥିକ ବର୍ଷରେ ୭୬୯୭୭ କୋଟି ଟଙ୍କାରେ ପହଁଚିଥିବା କମ୍ପାନୀ ପକ୍ଷରୁ ଆଜି ଘୋଷଣା କରାଯାଇଥିବା ଆର୍ଥିକ ଫଳାଫଳରେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଓମାନ-ଇଣ୍ଡିଆ ଡିପ୍-ସି ପାଇପଲାଇନ୍: ହରମୁଜ୍ ପ୍ରଣାଳୀର ବିବାଦକୁ ଏଡାଇବା ପାଇଁ ଭାରତର ₹୪୦,୦୦୦ କୋଟିର ମେଗା ପ୍ଲାନ୍

06 May 2022 By The Sakala

ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡ଼ର ଚତୁର୍ଥ ତ୍ରୟମାସ ଲାଭ ୨୪% ବୃଦ୍ଧି

ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ଇନଫୋକମ୍ ଲିମିଟେଡ଼ ପକ୍ଷରୁ ୨୦୨୧-୨୨ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସର ଆର୍ଥିକ ଫଳାଫଳ ଆଜି ଘୋଷଣା କରାଯାଇଛି। ଜାନୁୟାରୀରୁ ମାର୍ଚ୍ଚ ୨୦୨୨ ପର୍ଯ୍ୟନ୍ତ ରହିଥିବା ଏହି ତ୍ରୟମାସରେ କମ୍ପାନୀର ଟିକସ ପରବର୍ତ୍ତୀ ଏକକ ଲାଭରେ ୨୪ ପ୍ରତିଶତ ବୃଦ୍ଧି ସହିତ ୪୧୭୩ କୋଟି ଟଙ୍କା ହୋଇଥିବା ପ୍ରକାଶ କରାଯାଇଛି । ପୂର୍ବ ବର୍ଷର ସମାନ ସମୟରେ ରିଲାଏନ୍ସ ଜିଓର ଟିକସ ପରବର୍ତ୍ତୀ ଲାଭ ୩୩୬୦ କୋଟି ଟଙ୍କା ରହିଥିଲା ।

ପୂର୍ବବର୍ଷ ସମାନ ତ୍ରୟମାସ ତୁଳନାରେ ୨୦୨୧-୨୨ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସରେ କମ୍ପାନୀର ଏକକ ରାଜସ୍ୱ ୨୦ ପ୍ରତିଶତ ବୃଦ୍ଧି ସହିତ ୨୦୯୦୧ କୋଟି ଟଙ୍କା ହୋଇଥିବା ଜଣାପଡିଛି ।

ସେହିଭଳି ମାର୍ଚ୍ଚ ୩୧, ୨୦୨୨ ରେ ଶେଷ ହୋଇଥିବା ଆର୍ଥିକ ବର୍ଷରେ କମ୍ପାନୀର ଟିକସ ପରବର୍ତ୍ତୀ ମୋଟ ଲାଭ ୨୩ ପ୍ରତିଶତ ବୃଦ୍ଧି ସହିତ ୧୪୮୧୭ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ସୂଚନା ଦିଆଯାଇଛି। ୨୦୨୦-୨୧ ଆର୍ଥିକ ବର୍ଷରେ ଏହା ୧୨୦୧୫ କୋଟି ଟଙ୍କା ରହିଥିଲା ରିଲାଏନ୍ସ ଜିଓ ଇନ୍ଫୋକମ ଲିମିଟେଡ଼ର ପରିଚାଳନାଗତ ବାର୍ଷିକ ରାଜସ୍ବ ୧୦.୩ ପ୍ରତିଶତ ବୃଦ୍ଧି ସହିତ ୨୦୨୧-୨୨ ଆର୍ଥିକ ବର୍ଷରେ ୭୬୯୭୭ କୋଟି ଟଙ୍କାରେ ପହଁଚିଥିବା କମ୍ପାନୀ ପକ୍ଷରୁ ଆଜି ଘୋଷଣା କରାଯାଇଥିବା ଆର୍ଥିକ ଫଳାଫଳରେ ସୂଚନା ଦିଆଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp