୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ନେଟ ଲାଭ ୭୯୦୨୦ କୋଟି ଟଙ୍କା

The Sakala Picture
Published On

ଭୁବନେଶ୍ୱର: ଦେଶର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ ପକ୍ଷରୁ ଆଜି ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭ ୭.୩ ପ୍ରତିଶତ ବୃଦ୍ଧି ସହ ୭୯୦୨୦ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ଉପଭୋକ୍ତା ବ୍ୟବସାୟ ଏବଂ ଅପଷ୍ଟ୍ରିମ ବ୍ୟବସାୟରେ ଅଭିବୃଦ୍ଧି ଜାରି ରହିବା ସହିତ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୋଟ ବାର୍ଷିକ […]

ଭୁବନେଶ୍ୱର: ଦେଶର ସର୍ବବୃହତ ଘରୋଇ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଲିମିଟେଡ଼ ପକ୍ଷରୁ ଆଜି ୨୦୨୩-୨୪ ଆର୍ଥିକ ବର୍ଷର ଚତୁର୍ଥ ତ୍ରୟମାସ ତଥା ସମ୍ପୂର୍ଣ୍ଣ ଆର୍ଥିକ ବର୍ଷର ଆର୍ଥିକ ଫଳାଫଳ ଘୋଷଣା କରାଯାଇଛି। ୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ନେଟ ଲାଭ ୭.୩ ପ୍ରତିଶତ ବୃଦ୍ଧି ସହ ୭୯୦୨୦ କୋଟି ଟଙ୍କା ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି। ଉପଭୋକ୍ତା ବ୍ୟବସାୟ ଏବଂ ଅପଷ୍ଟ୍ରିମ ବ୍ୟବସାୟରେ ଅଭିବୃଦ୍ଧି ଜାରି ରହିବା ସହିତ ରିଲାଏନ୍ସ ଇଣ୍ଡଷ୍ଟ୍ରିଜର ମୋଟ ବାର୍ଷିକ ରାଜସ୍ୱ ରେକର୍ଡ ୧୦ ଲକ୍ଷ କୋଟିରୁ ଅଧିକ ରହିଥିବା ଜଣାପଡିଛି । କମ୍ପାନୀ ପକ୍ଷରୁ ମାର୍ଚ୍ଚ ୨୦୨୪ ରେ ଶେଷ ହୋଇଥିବା ଆର୍ଥିକ ବର୍ଷ ପାଇଁ ସେୟାର ପ୍ରତି ୧୦ ଟଙ୍କା ଡ଼ିଭିଡେ଼ଣ୍ଡ ଘୋଷଣା କରାଯାଇଛି ।

ଆହୁରି ପଢ଼ନ୍ତୁ: ହର୍ମୁଜ୍ ପ୍ରଣାଳୀରେ ବଢୁଛି ଉତ୍ତେଜନା: ଭାରତୀୟ ତୈଳ ଟ୍ୟାଙ୍କରକୁ ଫେରାଇ ଦେଲା ଇରାନ

୨୦୨୩-୨୪ ଆର୍ଥିକ ବର୍ଷରେ ରିଲାଏନ୍ସ ରିଟେଲର ମୋଟ ବାର୍ଷିକ ରାଜସ୍ୱ ୩ ଲକ୍ଷ କୋଟି ଅତିକ୍ରମ କରିଛି ଏବଂ ନେଟ ଲାଭ ୧୦୦୦୦ କୋଟି ଅତିକ୍ରମ କରିଛି । ମାର୍ଚ୍ଚ ୨୦୨୪ ସୁଦ୍ଧା ରିଲାଏନ୍ସ ରିଟେଲ ର ମୋଟ ଷ୍ଟୋର ସଂଖ୍ୟା ୧୮୮୩୬ ହୋଇଥିବା ବେଳେ ଉପଭୋକ୍ତା ଇଲେକ୍ଟ୍ରୋନିକ୍ସ ତଥା ଫାସନ ଓ ଲାଇଫଷ୍ଟାଇଲ ବ୍ୟବସାୟରେ ଦ୍ରୁତ ଅଭିବୃଦ୍ଧି ହୋଇଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି।

ସେହିଭଳି ୨୦୨୩-୨୪ ସମ୍ପୂର୍ଣ୍ଣ ଆର୍ଥିକ ବର୍ଷରେ ରିଲାଏନ୍ସ ଜିଓର ନେଟ ଲାଭ ପୂର୍ବ ବର୍ଷ ତୁଳନାରେ ୧୨.୪ ପ୍ରତିଶତ ବୃଦ୍ଧି ସହିତ ୨୦୪୬୬ କୋଟି ଟଙ୍କାରେ ପହଞ୍ଚିଛି। ଆଲୋଚ୍ୟ ଆର୍ଥିକ ବର୍ଷରେ କମ୍ପାନୀର ମୋଟ ପରିଚାଳନାଗତ ରାଜସ୍ୱ ୧୦.୨ ପ୍ରତିଶତ ବଢି ୧,୦୦,୧୧୯ କୋଟି ଟଙ୍କା ରହିଥିବା କମ୍ପାନୀ ପକ୍ଷରୁ ପ୍ରକାଶ କରାଯାଇଛି।

22 Apr 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp