ଜିଓ ପକ୍ଷରୁ ନୂଆ ‘ଓଟିଟି ଷ୍ଟ୍ରିମିଂ ପ୍ଲାନ’ର ଶୁଭାରମ୍ଭ, ୮୮୮ ଟଙ୍କାରେ ୧୫ ପ୍ରମୁଖ ଓଟିଟି ଆପ୍

The Sakala Picture
Published On

ଭୁବନେଶ୍ୱର: ରିଲାଏନ୍ସ ଜିଓ ଷ୍ଟ୍ରିମିଂ ପ୍ରେମୀଙ୍କ ପାଇଁ ଏକ ନୂଆ ପୋଷ୍ଟପେଡ ଓଟିଟି ବଣ୍ଡଲ ପ୍ଲାନ ଆଣିଛି । ଏହି ପ୍ଲାନ୍ ଜରିଆରେ ଗ୍ରାହକଙ୍କୁ ୧୫ଟି ପ୍ରମୁଖ ପ୍ରିମିୟମ୍ ଓଟିଟି ଆପ୍ ସହ ଅସୀମିତ ଡାଟା ମିଳୁଛି ଯାହାଦ୍ୱାରା ସେମାନେ ଯେତେବେଳେ ଚାହିଁବେ ନିଜ ପସନ୍ଦର ଆପ୍‌‌ରେ ଏହି ପ୍ରୋଗ୍ରାମ୍ ଦେଖିପାରିବେ । ମାସିକ ୮୮୮ ଟଙ୍କା ମୂଲ୍ୟର ଏହି ସୁଲଭ ପ୍ଲାନ ଉଭୟ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଗ୍ରାହକଙ୍କ ପାଇଁ ଉପଲବ୍ଧ । […]

ଭୁବନେଶ୍ୱର: ରିଲାଏନ୍ସ ଜିଓ ଷ୍ଟ୍ରିମିଂ ପ୍ରେମୀଙ୍କ ପାଇଁ ଏକ ନୂଆ ପୋଷ୍ଟପେଡ ଓଟିଟି ବଣ୍ଡଲ ପ୍ଲାନ ଆଣିଛି । ଏହି ପ୍ଲାନ୍ ଜରିଆରେ ଗ୍ରାହକଙ୍କୁ ୧୫ଟି ପ୍ରମୁଖ ପ୍ରିମିୟମ୍ ଓଟିଟି ଆପ୍ ସହ ଅସୀମିତ ଡାଟା ମିଳୁଛି ଯାହାଦ୍ୱାରା ସେମାନେ ଯେତେବେଳେ ଚାହିଁବେ ନିଜ ପସନ୍ଦର ଆପ୍‌‌ରେ ଏହି ପ୍ରୋଗ୍ରାମ୍ ଦେଖିପାରିବେ । ମାସିକ ୮୮୮ ଟଙ୍କା ମୂଲ୍ୟର ଏହି ସୁଲଭ ପ୍ଲାନ ଉଭୟ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଗ୍ରାହକଙ୍କ ପାଇଁ ଉପଲବ୍ଧ ।

ଆହୁରି ପଢ଼ନ୍ତୁ: ଟ୍ରମ୍ପ୍‌ଙ୍କ ନୂଆ ଶୁଳ୍କ ବୋମା: ଜେନେରିକ୍ ଔଷଧ ଉପରେ ୨୦୦% ଟାରିଫ୍‌

ନୂଆ ପ୍ଲାନରେ ଗ୍ରାହକଙ୍କୁ ୩୦ ଏମବିପିଏସ ସ୍ପିଡ ମିଳିବ । ଏହାବ୍ୟତୀତ ନେଟଫ୍ଲିକ୍ସର ବେସିକ୍ ପ୍ଲାନ୍‌‌, ଆମାଜନ୍ ପ୍ରାଇମ୍ ଏବଂ ଜିଓସିନେମା ପ୍ରିମିୟମ୍ ଭଳି ୧୫ରୁ ଅଧିକ ପ୍ରମୁଖ ଓଟିଟି ଆପ୍‌‌କୁ ଏହି ପ୍ଲାନ୍‌‌ରେ ଅନ୍ତର୍ଭୁକ୍ତ କରାଯାଇଛି । ଅର୍ଥାତ୍ ଏହି ଲୋକପ୍ରିୟ ଆପ୍‌‌ଗୁଡ଼ିକର ସବସ୍କ୍ରିପସନ ଏହି ପ୍ଲାନରେ ଉପଲବ୍ଧ ହେବ । ଏହି ପ୍ଲାନର ଆଉ ଏକ ବିଶେଷ ବୈଶିଷ୍ଟ୍ୟ ହେଉଛି, ନୂଆ ଗ୍ରାହକ ହୁଅନ୍ତୁ କିମ୍ବା ବର୍ତ୍ତମାନ ୧୦ ଏମବିପିଏସ କିମ୍ବା ୩୦ ଏମବିପିଏସ ପ୍ଲାନ ବ୍ୟବହାର କରୁଥିବା ଉପଭୋକ୍ତା, ୮୮୮ ଟଙ୍କାର ପୋଷ୍ଟପେଡ ପ୍ଲାନ ସମସ୍ତଙ୍କ ପାଇଁ ଉପଲବ୍ଧ । ବର୍ତ୍ତମାନ ପ୍ରିପେଡ୍ ପ୍ଲାନ୍ ରହିଥିବା ସମସ୍ତ ଉପଭୋକ୍ତା ସହଜରେ ଏହି ନୂଆ ପୋଷ୍ଟପେଡ୍ ପ୍ଲାନ୍‌‌କୁ ଅପଗ୍ରେଡ୍ କରିପାରିବେ ।

ଆହୁରି ପଢ଼ନ୍ତୁ: ଟୋଲ୍ ପ୍ଲାଜାର ୨୦ କି.ମି ପରିଧିରେ ରହୁଥିଲେ ‘ଲୋକାଲ୍ ପାସ୍’, ରାଜମାର୍ଗଯାତ୍ରା ଆପ୍‌ରେ କରିହେବ ଆବେଦନ...

ଏହାବ୍ୟତୀତ ନିକଟରେ ଘୋଷଣା ହୋଇଥିବା ଜିଓ ଆଇପିଏଲ ଧନ ଧନା ଧନ ଅଫର ମଧ୍ୟ ଏହି ପ୍ଲାନରେ ଲାଗୁ ହେବ । ଜିଓ ଫାଇବର କିମ୍ବା ଏୟାରଫାଇବର ପାଇଁ ଯୋଗ୍ୟ ଗ୍ରାହକମାନେ ସେମାନଙ୍କ ଜିଓ ହୋମ୍ ବ୍ରଡବ୍ୟାଣ୍ଡ କନେକ୍ସନରେ ୫୦ ଦିନର ରିହାତି କ୍ରେଡିଟ୍ ଭାଉଚର ପାଇପାରିବେ । ୨୦୨୪ ମେ ୩୧ ପର୍ୟ୍ୟନ୍ତ ଉପଲବ୍ଧ ଜିଓ ଧନ ଧନା ଧନ ଅଫରକୁ ଟି-୨୦ ସିଜନ ପାଇଁ ସ୍ୱତନ୍ତ୍ର ଭାବେ ଡିଜାଇନ୍ କରାଯାଇଛି ।

ଆହୁରି ପଢ଼ନ୍ତୁ: ମଧ୍ୟପ୍ରାଚ୍ୟରେ ଘନୀଭୂତ ହେଉଛି ସଂଘର୍ଷ: ଇରାନର ସାମରିକ ଘାଟି ଉପରେ ଆମେରିକାର ବି-୧ ଲାନ୍ସର ଆକ୍ରମଣ

11 May 2024 By The Sakala

ଜିଓ ପକ୍ଷରୁ ନୂଆ ‘ଓଟିଟି ଷ୍ଟ୍ରିମିଂ ପ୍ଲାନ’ର ଶୁଭାରମ୍ଭ, ୮୮୮ ଟଙ୍କାରେ ୧୫ ପ୍ରମୁଖ ଓଟିଟି ଆପ୍

ଭୁବନେଶ୍ୱର: ରିଲାଏନ୍ସ ଜିଓ ଷ୍ଟ୍ରିମିଂ ପ୍ରେମୀଙ୍କ ପାଇଁ ଏକ ନୂଆ ପୋଷ୍ଟପେଡ ଓଟିଟି ବଣ୍ଡଲ ପ୍ଲାନ ଆଣିଛି । ଏହି ପ୍ଲାନ୍ ଜରିଆରେ ଗ୍ରାହକଙ୍କୁ ୧୫ଟି ପ୍ରମୁଖ ପ୍ରିମିୟମ୍ ଓଟିଟି ଆପ୍ ସହ ଅସୀମିତ ଡାଟା ମିଳୁଛି ଯାହାଦ୍ୱାରା ସେମାନେ ଯେତେବେଳେ ଚାହିଁବେ ନିଜ ପସନ୍ଦର ଆପ୍‌‌ରେ ଏହି ପ୍ରୋଗ୍ରାମ୍ ଦେଖିପାରିବେ । ମାସିକ ୮୮୮ ଟଙ୍କା ମୂଲ୍ୟର ଏହି ସୁଲଭ ପ୍ଲାନ ଉଭୟ ଜିଓ ଫାଇବର ଏବଂ ଜିଓ ଏୟାରଫାଇବର ଗ୍ରାହକଙ୍କ ପାଇଁ ଉପଲବ୍ଧ ।

ନୂଆ ପ୍ଲାନରେ ଗ୍ରାହକଙ୍କୁ ୩୦ ଏମବିପିଏସ ସ୍ପିଡ ମିଳିବ । ଏହାବ୍ୟତୀତ ନେଟଫ୍ଲିକ୍ସର ବେସିକ୍ ପ୍ଲାନ୍‌‌, ଆମାଜନ୍ ପ୍ରାଇମ୍ ଏବଂ ଜିଓସିନେମା ପ୍ରିମିୟମ୍ ଭଳି ୧୫ରୁ ଅଧିକ ପ୍ରମୁଖ ଓଟିଟି ଆପ୍‌‌କୁ ଏହି ପ୍ଲାନ୍‌‌ରେ ଅନ୍ତର୍ଭୁକ୍ତ କରାଯାଇଛି । ଅର୍ଥାତ୍ ଏହି ଲୋକପ୍ରିୟ ଆପ୍‌‌ଗୁଡ଼ିକର ସବସ୍କ୍ରିପସନ ଏହି ପ୍ଲାନରେ ଉପଲବ୍ଧ ହେବ । ଏହି ପ୍ଲାନର ଆଉ ଏକ ବିଶେଷ ବୈଶିଷ୍ଟ୍ୟ ହେଉଛି, ନୂଆ ଗ୍ରାହକ ହୁଅନ୍ତୁ କିମ୍ବା ବର୍ତ୍ତମାନ ୧୦ ଏମବିପିଏସ କିମ୍ବା ୩୦ ଏମବିପିଏସ ପ୍ଲାନ ବ୍ୟବହାର କରୁଥିବା ଉପଭୋକ୍ତା, ୮୮୮ ଟଙ୍କାର ପୋଷ୍ଟପେଡ ପ୍ଲାନ ସମସ୍ତଙ୍କ ପାଇଁ ଉପଲବ୍ଧ । ବର୍ତ୍ତମାନ ପ୍ରିପେଡ୍ ପ୍ଲାନ୍ ରହିଥିବା ସମସ୍ତ ଉପଭୋକ୍ତା ସହଜରେ ଏହି ନୂଆ ପୋଷ୍ଟପେଡ୍ ପ୍ଲାନ୍‌‌କୁ ଅପଗ୍ରେଡ୍ କରିପାରିବେ ।

ଏହାବ୍ୟତୀତ ନିକଟରେ ଘୋଷଣା ହୋଇଥିବା ଜିଓ ଆଇପିଏଲ ଧନ ଧନା ଧନ ଅଫର ମଧ୍ୟ ଏହି ପ୍ଲାନରେ ଲାଗୁ ହେବ । ଜିଓ ଫାଇବର କିମ୍ବା ଏୟାରଫାଇବର ପାଇଁ ଯୋଗ୍ୟ ଗ୍ରାହକମାନେ ସେମାନଙ୍କ ଜିଓ ହୋମ୍ ବ୍ରଡବ୍ୟାଣ୍ଡ କନେକ୍ସନରେ ୫୦ ଦିନର ରିହାତି କ୍ରେଡିଟ୍ ଭାଉଚର ପାଇପାରିବେ । ୨୦୨୪ ମେ ୩୧ ପର୍ୟ୍ୟନ୍ତ ଉପଲବ୍ଧ ଜିଓ ଧନ ଧନା ଧନ ଅଫରକୁ ଟି-୨୦ ସିଜନ ପାଇଁ ସ୍ୱତନ୍ତ୍ର ଭାବେ ଡିଜାଇନ୍ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp