ମନୋରଞ୍ଜନ

ସଲମାନ ଖାନଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟ ହଠାତ୍ ଅଦୃଶ୍ୟ, X ପେଜ୍ ସକ୍ରିୟ ଥିବାରୁ ପ୍ରଶଂସକଙ୍କ ମଧ୍ୟରେ ଛନକା
ଏଆଇ (AI) ଦ୍ୱାରା ନିର୍ମିତ ନକଲି ଫଟୋ ଭାଇରାଲ୍ ହେବା ପରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ 'କାନ୍ତାରା' ଅଭିନେତ୍ରୀ ରୁକ୍ମିଣୀ ବସନ୍ତ
ଖୁସି କପୁରଙ୍କ ସହ ବ୍ରେକଅପ୍ ପରେ ରାଜେଶ ଖାନ୍ନାଙ୍କ ନାତୁଣୀଙ୍କ ପ୍ରେମରେ ବେଦାଙ୍ଗ ରୈନା! ଥିଏଟର ବାହାରେ ଭିଡିଓ ଭାଇରାଲ
କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଅଘଟଣ: ମିସ୍ ଭେନେଜୁଏଲା ୨୦୨୫ ଆଣ୍ଡ୍ରିଆ ଡେଲ୍ ଭାଲ୍‌ଙ୍କୁ ସେଲିବ୍ରିଟି ଷ୍ଟାଇଲିଷ୍ଟଙ୍କ ଆକ୍ରମଣ, ରକ୍ତାକ୍ତ ଭିଡିଓ ଭାଇରାଲ
ପ୍ରସିଦ୍ଧ ଗାୟକଙ୍କୁ ବିବାହ କରିବେ କି କୋଟିପତି କାବ୍ୟା ମାରନ୍? ସ୍ପେନରେ ବାହାଘର ନେଇ ଜୋର ଧରିଛି ଚର୍ଚ୍ଚା

ଜିଓ ଟେଲିକମ କମ୍ପାନୀର ନୂଆ ଅଧ୍ୟକ୍ଷ ଆକାଶ ଅମ୍ବାନୀ

The Sakala Picture
Published On

ମୁମ୍ବାଇ: ଜିଓ ଟେଲିକମ କମ୍ପାନୀର ନୂଆ ଅଧ୍ୟକ୍ଷ ଭାବେ ଆକାଶ ଅମ୍ବାନୀ ନିଯୁକ୍ତ ହୋଇଛନ୍ତି। ରିଲାଏନ୍ସ ଗ୍ରୁପର ଅଧ୍ୟକ୍ଷ ମୁକେଶ ଅମ୍ବାନ ଜିଓର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେବା ପରେ ତାଙ୍କ ପୁଅକୁ ନିଯୁକ୍ତି ମିଳିଛି। କମ୍ପାନୀର ବୋର୍ଡ ମିଟିଙ୍ଗରେ ଆକାଶଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି । ଜିଓ ଦେଶର ଅଗ୍ରଣୀ ୪ଜି ଟେଲିକମ ସେବା ପ୍ରଦାନକାରୀ ସଂସ୍ଥା ଅଟେ । ବଜାର ନିୟନ୍ତ୍ରକ ସଂସ୍ଥାକୁ ମଧ୍ୟ କମ୍ପାନୀରେ ହୋଇଥିବା ପରିବର୍ତ୍ତନ ସମ୍ପର୍କରେ ସୂଚନା ଦିଆଯାଇଛି । […]

ମୁମ୍ବାଇ: ଜିଓ ଟେଲିକମ କମ୍ପାନୀର ନୂଆ ଅଧ୍ୟକ୍ଷ ଭାବେ ଆକାଶ ଅମ୍ବାନୀ ନିଯୁକ୍ତ ହୋଇଛନ୍ତି। ରିଲାଏନ୍ସ ଗ୍ରୁପର ଅଧ୍ୟକ୍ଷ ମୁକେଶ ଅମ୍ବାନ ଜିଓର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେବା ପରେ ତାଙ୍କ ପୁଅକୁ ନିଯୁକ୍ତି ମିଳିଛି। କମ୍ପାନୀର ବୋର୍ଡ ମିଟିଙ୍ଗରେ ଆକାଶଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି । ଜିଓ ଦେଶର ଅଗ୍ରଣୀ ୪ଜି ଟେଲିକମ ସେବା ପ୍ରଦାନକାରୀ ସଂସ୍ଥା ଅଟେ । ବଜାର ନିୟନ୍ତ୍ରକ ସଂସ୍ଥାକୁ ମଧ୍ୟ କମ୍ପାନୀରେ ହୋଇଥିବା ପରିବର୍ତ୍ତନ ସମ୍ପର୍କରେ ସୂଚନା ଦିଆଯାଇଛି । ଗତ ବର୍ଷ ଡିସେମ୍ବରରେ ମୁକେଶ ନେତୃତ୍ୱରେ ପରିବର୍ତ୍ତନ ହେବ ବୋଲି କହିଥିଲେ। ସେ କହିଥିଲେ, ବଡ ଲକ୍ଷ୍ୟ ହାସଲ କରିବା ପାଇଁ ନୂଆ ନେତୃତ୍ୱକୁ ଆଗକୁ ଆଣିବା ଆବଶ୍ୟକ।

ଆହୁରି ପଢ଼ନ୍ତୁ: ମାସିକ ୫,୦୦୦ ଟଙ୍କା ଦରମାରୁ ୪୮ କୋଟି ଟଙ୍କାର ବ୍ୟବସାୟ: ଜାଣନ୍ତୁ ନୟନା ବୈଦ୍ୟଙ୍କ ସଫଳତାର କାହାଣୀ

ସୂଚନାଯୋଗ୍ୟ, ଦୀର୍ଘ ଦିନ ହେବ ଦେଶର ସବୁଠୁ ଧନୀ ବ୍ୟକ୍ତି ଭାବେ ମୁକେଶ ଅମ୍ବାନୀ ଧନୀ ସୂଚୀରେ ଶୀର୍ଷରେ ରହୁଥିଲେ । ହେଲେ କିଛି ଦିନ ହେବ ଧନୀ ତାଲିକାରେ ତଳକୁ ଖସୁଛନ୍ତି । ଶୀର୍ଷରେ ଆଦାନୀ ଓ ଅନ୍ୟ କମ୍ପାନୀ ରହିଛନ୍ତି  । ପୁଣିଥରେ ନିଜ ପୂରୁଣା ସ୍ଥିତିକୁ ଫେରିବା ପାଇଁ ନୂଆ ଋଣନୀତି ପ୍ରସ୍ତୁତ କରିଛନ୍ତି ଅମ୍ବାନୀ ।

ଆହୁରି ପଢ଼ନ୍ତୁ: ଓଡ଼ିଶା ତାପଜ ବିଦ୍ୟୁତ୍‌ ନୀତି-୨୦୦୮ରେ ସଂଶୋଧନ: ଗ୍ରାହକଙ୍କୁ ୨୦୦ କୋଟିର ବୋଝ !

28 Jun 2022 By The Sakala

ଜିଓ ଟେଲିକମ କମ୍ପାନୀର ନୂଆ ଅଧ୍ୟକ୍ଷ ଆକାଶ ଅମ୍ବାନୀ

ମୁମ୍ବାଇ: ଜିଓ ଟେଲିକମ କମ୍ପାନୀର ନୂଆ ଅଧ୍ୟକ୍ଷ ଭାବେ ଆକାଶ ଅମ୍ବାନୀ ନିଯୁକ୍ତ ହୋଇଛନ୍ତି। ରିଲାଏନ୍ସ ଗ୍ରୁପର ଅଧ୍ୟକ୍ଷ ମୁକେଶ ଅମ୍ବାନ ଜିଓର ନିର୍ଦ୍ଦେଶକ ପଦରୁ ଇସ୍ତଫା ଦେବା ପରେ ତାଙ୍କ ପୁଅକୁ ନିଯୁକ୍ତି ମିଳିଛି। କମ୍ପାନୀର ବୋର୍ଡ ମିଟିଙ୍ଗରେ ଆକାଶଙ୍କ ନିଯୁକ୍ତିକୁ ମଞ୍ଜୁରୀ ମିଳିଛି । ଜିଓ ଦେଶର ଅଗ୍ରଣୀ ୪ଜି ଟେଲିକମ ସେବା ପ୍ରଦାନକାରୀ ସଂସ୍ଥା ଅଟେ । ବଜାର ନିୟନ୍ତ୍ରକ ସଂସ୍ଥାକୁ ମଧ୍ୟ କମ୍ପାନୀରେ ହୋଇଥିବା ପରିବର୍ତ୍ତନ ସମ୍ପର୍କରେ ସୂଚନା ଦିଆଯାଇଛି । ଗତ ବର୍ଷ ଡିସେମ୍ବରରେ ମୁକେଶ ନେତୃତ୍ୱରେ ପରିବର୍ତ୍ତନ ହେବ ବୋଲି କହିଥିଲେ। ସେ କହିଥିଲେ, ବଡ ଲକ୍ଷ୍ୟ ହାସଲ କରିବା ପାଇଁ ନୂଆ ନେତୃତ୍ୱକୁ ଆଗକୁ ଆଣିବା ଆବଶ୍ୟକ।

ସୂଚନାଯୋଗ୍ୟ, ଦୀର୍ଘ ଦିନ ହେବ ଦେଶର ସବୁଠୁ ଧନୀ ବ୍ୟକ୍ତି ଭାବେ ମୁକେଶ ଅମ୍ବାନୀ ଧନୀ ସୂଚୀରେ ଶୀର୍ଷରେ ରହୁଥିଲେ । ହେଲେ କିଛି ଦିନ ହେବ ଧନୀ ତାଲିକାରେ ତଳକୁ ଖସୁଛନ୍ତି । ଶୀର୍ଷରେ ଆଦାନୀ ଓ ଅନ୍ୟ କମ୍ପାନୀ ରହିଛନ୍ତି  । ପୁଣିଥରେ ନିଜ ପୂରୁଣା ସ୍ଥିତିକୁ ଫେରିବା ପାଇଁ ନୂଆ ଋଣନୀତି ପ୍ରସ୍ତୁତ କରିଛନ୍ତି ଅମ୍ବାନୀ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp