ରିଜର୍ଭ ବ୍ୟାଙ୍କ ଆଣିଲା ନୂଆ ନିୟମ : ସମୟ ପୂର୍ବରୁ ଋଣ ଶୁଝିଲେ ଲାଗିବନି ଚାର୍ଜ

The Sakala Picture
Published On

ନୂଆଦିଲ୍ଲୀ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଋଣକାରୀଙ୍କୁ ବଡ଼ ଆଶ୍ୱସ୍ତି ଦେଇଛି। ଯଦି କୌଣସି ବ୍ୟକ୍ତି ସମୟ ପୂର୍ବରୁ ନିଜ ଋଣ ଅଧା କିମ୍ୱା ସମ୍ପୂର୍ଣ୍ଣ ପରିଶୋଧ କରିବେ ତାଙ୍କଠାରୁ କୌଣସି ଚାର୍ଜ ନିଆଯିବନାହିଁ। କାରଣ ଆରବିଆଇ ଫ୍ଲୋଟିଂ ସୁଧ ହାରରେ ଲାଗିଥିବା ଋଣ ଉପରେ ‘ପ୍ରି-ପେମେଣ୍ଟ ଚାର୍ଜ’ ଶେଷ କରିବାକୁ ଯାଉଛି। ରିଜର୍ଭ ବ୍ୟାଙ୍କ ଏହି ନିୟମ ୨୦୨୬ ଜାନୁଆରୀ ପହିଲାଠାରୁ ଲାଗୁ କରିବ। ନୂଆ ନିୟମ ସବୁ ବ୍ୟାଙ୍କ ଓ ନନ୍-ବ୍ୟାଙ୍କିଂ ଫାଇନାନ୍ସ […]

ନୂଆଦିଲ୍ଲୀ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ) ଋଣକାରୀଙ୍କୁ ବଡ଼ ଆଶ୍ୱସ୍ତି ଦେଇଛି। ଯଦି କୌଣସି ବ୍ୟକ୍ତି ସମୟ ପୂର୍ବରୁ ନିଜ ଋଣ ଅଧା କିମ୍ୱା ସମ୍ପୂର୍ଣ୍ଣ ପରିଶୋଧ କରିବେ ତାଙ୍କଠାରୁ କୌଣସି ଚାର୍ଜ ନିଆଯିବନାହିଁ। କାରଣ ଆରବିଆଇ ଫ୍ଲୋଟିଂ ସୁଧ ହାରରେ ଲାଗିଥିବା ଋଣ ଉପରେ ‘ପ୍ରି-ପେମେଣ୍ଟ ଚାର୍ଜ’ ଶେଷ କରିବାକୁ ଯାଉଛି। ରିଜର୍ଭ ବ୍ୟାଙ୍କ ଏହି ନିୟମ ୨୦୨୬ ଜାନୁଆରୀ ପହିଲାଠାରୁ ଲାଗୁ କରିବ। ନୂଆ ନିୟମ ସବୁ ବ୍ୟାଙ୍କ ଓ ନନ୍-ବ୍ୟାଙ୍କିଂ ଫାଇନାନ୍ସ କମ୍ପାନୀ (ଏନ୍‌ବିଏଫସି) ସମେତ ରେଗୁଲେଟେଡ୍ ଇନଷ୍ଟିଟ୍ୟୁସନ୍ ପାଇଁ ବାଧ୍ୟତାମୂଳକ ରହିବ। ଏହି ନିୟମ ଲାଗୁ ହେବା ପରେ କୋଟି କୋଟି ଋଣକାରୀ, ବିଶେଷ କରି ଗୃହ ଋଣ ଓ ଏମ୍‌ଏସ୍‌ଏମ୍‌ଇ ଋଣ ନେଇଥିବା ଲୋକଙ୍କୁ ସିଧାସଳଖ ଲାଭ ମିଳିବ।

ଆହୁରି ପଢ଼ନ୍ତୁ: ଦେଶର ସହରାଞ୍ଚଳ ତୁଳନାରେ ଗ୍ରାମାଞ୍ଚଳରେ ବେକାରି ହାର କମିଛି, କାର୍ଯ୍ୟ ସ୍ଥଳରେ ମହିଳାଙ୍କ ଅଂଶଗ୍ରହଣୀୟତା ହାରରେ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp