ଜଗତସିଂହପୁର - The Sakala

ବିରିୟାନୀ ଖରାପ ବୋଲି କହିବାରୁ ଗ୍ରାହକଙ୍କୁ ନିର୍ଦ୍ଧୁମ ମାଡ଼, ମୁଣ୍ଡ ଫଟାଇ ରାସ୍ତାରେ ଫିଙ୍ଗିଦେଲେ ହୋଟେଲ କର୍ମଚାରୀ
ଜଗତସିଂହପୁର: ବାସି ବିରିୟାନୀ ଦେଇଛ । ବିରିୟାନୀ ଆମ୍ବିଳା ଲାଗୁଛି, ଗନ୍ଧାଉଛି କହିବାରୁ ଗ୍ରାହକଙ୍କୁ ନିଧୂମ ମାଡ ମାରିଲେ ହୋଟେଲ କର୍ମଚାରୀ। ମୁଣ୍ଡ ଫଟାଇ ରକ୍ତ ଜୁଡୁବୁଡୁ ଅବସ୍ଥାରେ ରାସ୍ତାରେ ଫିଙ୍ଗିଦେଲେ ହୋଟେଲ କର୍ମଚାରୀ । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ଘଟିଛି ଘଟଣା । ବିରିୟାନୀକୁ ବାସି କହିବାରୁ ହୋଟେଲ କର୍ମଚାରୀ ଆକ୍ରମଣ କରି କଟକ ପାରାଦୀପ ଜାତୀୟ ରାଜପଥରେ ଫୋପାଡ଼ି ଦେଇଥିବା କୁଜଙ୍ଗ ଥାନାରେ ଲିଖିତ ଅଭିଯୋଗ ହୋଇଛି ।

ଅଭିଯୋଗ ଅନୁସାରେ, କୁଜଙ୍ଗ ବ୍ଲକ୍ ଜୟଶଙ୍ଖପୁର ଗ୍ରାମର ସଞ୍ଜୟ ମାଝୀ ୧୫ ନମ୍ବର ଛକ ପାଖରେ ଥିବା ଏକ ହୋଟେଲକୁ ବିରିୟାନୀ ଖାଇବାକୁ ଯାଇଥିଲେ । ତେବେ ହୋଟେଲରେ ବିରିୟାନୀ ଖାଉଥିବାବେଳେ ବିରିୟାନୀ ଆମ୍ବିଳା ଲାଗୁଥିବା ଓ ଗନ୍ଧାଉଥିବା ନେଇ କହିଥିଲେ । ଏହାକୁ ନେଇ ହୋଟେଲ କର୍ମଚାରୀଙ୍କ ସହ ସଞ୍ଜୟଙ୍କର ବଚସା ହୋଇଥିଲା । ପରେ ହୋଟେଲ କର୍ମଚାରୀ ସଞ୍ଜୟଙ୍କୁ ମିଳିତ ଭାବେ ଭୁଜାଲିରେ ଆକ୍ରମଣ କରି ଲହୁଲୁହାଣ କରି କଟକ ପାରାଦୀପ ମୁଖ୍ୟ ରାସ୍ତାରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଫୋପାଡ଼ି ଦେଇଥିଲେ । ଆହତ ସଞ୍ଜୟଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନିଆଯାଇଥିବାବେଳେ ଥାନାରେ ଅଭିଯୋଗ ପରେ ହୋଟେଲର ସିସିଟିଭି ଯାଞ୍ଚ କରିବା ସହ ତଦନ୍ତ ଜାରି ରଖିଛି କୁଜଙ୍ଗ ପୋଲିସ ।

ଜମିବାଡ଼ି ବିବାଦ: ପୋଲିସ ଉପସ୍ଥିତିରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ !
ଜଗତସିଂହପୁର: ଜମିବାଡ଼ି ବିବାଦକୁ କେନ୍ଦ୍ରକରି ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ । ସଦର ଥାନା ଠାରୁ ମାତ୍ର ୨୦୦ ମିଟର ଦୂରରେ ଜମିବାଡ଼ି ବିବାଦକୁ କେନ୍ଦ୍ରକରି ପିସିଆର ସାମ୍ନାରେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି । ଜଗତସିଂହପୁର ଜିଲ୍ଲାରେ ଏପରି ଏକ ଭିଡିଓ ଭାଇରାଲ୍ ହୋଇଛି । ଏ ବାବଦରେ ସଦର ଥାନାରେ ଏତଲା ହୋଇଥିଲେ ମଧ୍ୟ ପୋଲିସ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିନଥିବା ଜଣାପଡିଛି । ଯାହା ଫଳରେ ସମ୍ପୃକ୍ତ ଯୁବକ ଓ ତାଙ୍କ ପରିବାର ଲୋକ ଭୟଭୀତ ଅବସ୍ଥାରେ ରହିଛନ୍ତି ।

ଡିଆରଡିଏ ମହିଳା ୱାସ ରୁମରେ ଲାଗିଥିଲା ସିକ୍ରେଟ୍ କ୍ୟାମେରା; କିଏ ଓ କେଉଁ ଉଦେଶ୍ୟରେ ଲଗାଇଥିଲା ତାହା ଅସ୍ପଷ୍ଟ
ଜଗତସିଂହପୁର:  ଜଗତସିଂହପୁର ଜିଲ୍ଲା ଡିଆରଡିଏ କାର୍ଯ୍ୟାଳୟର ମହିଳା ୱାସ୍‌ ରୁମରେ ଲାଗିଥିଲା ସିକ୍ରେଟ କ୍ୟାମେରା । ଜଣେ ମହିଳା କର୍ମଚାରୀ ୱାସରୁମ ଯାଇଥିବା ବେଳେ କ୍ୟାମେରାଟି ଖସି ପଡ଼ିଥିଲା। କ୍ୟାମେରା ଉଦ୍ଧାର ହେବା ପରେ ଏବେ ଚାଞ୍ଚଲ୍ୟ। ତେବେ ଏହି କ୍ୟାମେରା କିଏ ଓ କେଉଁ ଉଦେଶ୍ୟରେ ଲଗାଇଥିଲା ତାହା ଜଣାପଡିନି । ଏ ବାବଦରେ ତିର୍ତ୍ତୋଲ ଥାନାରେ ଏତଲା ଦିଆଯିବା ପରେ ପୋଲିସ ତଦନ୍ତ ଆରମ୍ଭ କରିଛି । ପୋଲିସ କ୍ୟାମେରାଟିକୁ ଜବତ କରି ଯାଞ୍ଚ କରୁଛି । ଅନ୍ୟପଟେ ଦୋଷୀ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ଜିଲ୍ଲା ପରିଷଦ ସଭାପତି ।

ସୂଚନା ଅନୁସାରେ, ଗତ ୨୫ତାରିଖ ଦିନ ଡିଆରଡିଏର ଜଣେ ମହିଳା କର୍ମଚାରୀ ୱାସରୁମ ଯାଇଥିବା ବେଳେ କ୍ୟାମେରାଟି ଖସି ପଡ଼ିଥିଲା। ତାକୁ ଦେଖି ମହିଳା ଜଣକ ଅତିରିକ୍ତ ନିର୍ବାହୀ ଅଧିକାରୀଙ୍କୁ ଅଭିଯୋଗ କରିଥିଲେ। ପରେ ଗତ ୨୬ତାରିଖ ଦିନ ଏନେଇ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ ତିର୍ତ୍ତୋଲ ଥାନାରେ ଏତଲା ଦେଇଥିଲେ। ଅଭିଯୋଗ ପରେ ପୁଲିସ ଡିଆରଡିଏ କାର୍ଯ୍ୟାଳୟର ପହଂଚି ତଦନ୍ତ ଚଳାଇଛି।

ମାମଲାର ସମ୍ବେଦନଶୀଳତାକୁ ଦୃଷ୍ଟିରେ ରଖି ଖୋଦ୍ ଏସ୍‌ପି ନିଜେ ଏହି ଘଟଣାର ତଦାରଖ କରୁଛନ୍ତି। ପୋଲିସ ଏବେ ଜାଣିବାକୁ ଚେଷ୍ଟା କରୁଛି ଯେ ଏହି ଗୁପ୍ତ କ୍ୟାମେରା କିଏ ଲଗାଇଥିଲା, କୌଣସି ପୁରୁଷ କିମ୍ବା ମହିଳା କର୍ମଚାରୀ ନା ବାହାରର କେହି ବ୍ୟକ୍ତି ଏହା ପଛରେ ଅଛନ୍ତି ଏନେଇ ତଦନ୍ତ କରୁଛି । କ୍ୟାମେରା ଲଗାଇବାର ପ୍ରକୃତ ଉଦ୍ଦେଶ୍ୟ କ’ଣ ଥିଲା, ଅଶ୍ଳୀଳ ଫଟୋ ବା ଭିଡିଓ କରି ବ୍ଲାକମେଲିଂ କରିବା ନା ବ୍ୟକ୍ତିଗତ ଶତ୍ରୁତା, ତାହାର ଖୋଳତାଡ଼ କରାଯାଉଛି। କ୍ୟାମେରାଟି କେତେ ଦିନ ଧରି ଲଗାଯାଇଥିଲା ଏବଂ କିଏ ଏହାକୁ ଆଣିଥିଲା, ସେ ଦିଗରେ ମଧ୍ୟ ପୋଲିସ ତଦନ୍ତ ଚଳାଇଛି। ମହିଳା ଶୌଚାଳୟ ଆଡ଼କୁ କେହି ପୁରୁଷ ବ୍ୟକ୍ତି ଯାଇଥିଲେ କି ନାହିଁ, ତାହା ଜାଣିବା ପାଇଁ ଅଫିସର ସିସିଟିଭି (CCTV) ଫୁଟେଜ୍ ଯାଞ୍ଚ କରାଯାଉଛି। ସରକାରୀ କାର୍ଯ୍ୟାଳୟ ଭିତରେ ଏଭଳି ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିବା ପରେ ମହିଳା କର୍ମଚାରୀ ଓ ଅନ୍ୟ ଷ୍ଟାଫ୍‌ମାନଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।

ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା ଘଟଣା: ଜାମସେଦପୁରରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ପୋଲିସ
ଜଗତସିଂହପୁର: ନିର୍ବନ୍ଧ ପରେ ଯୁବତୀଙ୍କୁ ହତ୍ୟା ଘଟଣା । ଗିରଫ ହେଲା ସୈତାନ ପ୍ରେମିକ । ଜାମସେଦପୁରରୁ ଅଭିଯୁକ୍ତ ପ୍ରେମିକକୁ ଗିରଫ କଲା ଜଗତସିଂହପୁର ପୋଲିସ । ନିର୍ବନ୍ଧର ୩ ଦିନ ପରେ ଯୁବତୀଙ୍କ ମୃତଦେହ ଉଦ୍ଧାର ଘଟଣାରେ ବନ୍ଧା ହେଲା ଅଭିଯୁକ୍ତ । ଅନ୍ୟ ଜଣେ ଯୁବକଙ୍କ ସହ ପ୍ରେମିକାର ନିର୍ବନ୍ଧ ହେବାରୁ ମୁଗ ବିଲକୁ ଡାକି ହତ୍ୟା କରିଥିବା ସୂଚନା ମିଳିଛି । ପୋଲିସ ଅଭିଯୁକ୍ତକୁ ଅଧିକ ପଚରା ଉଚରା କରିବା ସହିତ ସିନ୍ ରିକ୍ରିଏସନ କରିବ ବୋଲି ଜଣାପଡିଛି ।

ସୂଚନାଯୋଗ୍ୟ, ମୃତ ସସ୍ମିତାଙ୍କର ଗତ ୧୯ ତାରିଖରେ ଅନ୍ୟତ୍ର ନିର୍ବନ୍ଧ ହେବାପରେ ୨୦ ତାରିଖ ସନ୍ଧ୍ୟାରେ ପଡିଶା ଘରକୁ ବୁଲିବାକୁ ଯାଇ ଆଉ ଘରକୁ ଫେରିନଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି ପରେ ୨୧ ତାରିଖ ଦିନ ମୁଗ ବିଲରୁ ତାଙ୍କର ମୃତଦେହ ପାଇଥିଲେ । ଅନ୍ୟତ୍ର ନିର୍ବନ୍ଧ ହେବାରୁ ରାଗିଯାଇ ସସ୍ମିତାଙ୍କୁ ହତ୍ୟା କରିଥିଲା ପ୍ରେମିକ ।

ସରିଥିଲା ନିର୍ବନ୍ଧ, ବିବାହର କିଛି ଦିନ ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା
ଜଗତସିଂହପୁର: ସରିଥିଲା ନିର୍ବନ୍ଧ, ଆଉ ମାତ୍ର କିଛି ଦିନ ପରେ ପଡିଥାନ୍ତା ହାତଗଣ୍ଠି । ହେଲେ ବିବାହ ପୂର୍ବରୁ ସବୁକିଛି ହୋଇଗଲା ଓଲଟପାଲଟ । ବାହାଘର ପୂର୍ବରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା । ବିଲରୁ ଉଦ୍ଧାର ହେଲା ଯୁବତୀଙ୍କ ଅର୍ଦ୍ଧଉଲଗ୍ନ ମୃତଦେହ । ଅତି ନିର୍ମମ ଭାବେ ଯୁବତୀଙ୍କ ବେକ କାଟି ହତ୍ୟା ପରେ ବିଲରେ ଫିଙ୍ଗିଦେଇଥିବା ଅନୁମାନ କରାଯାଉଛି । ଜଗତସିଂହପୁର ସଦର ଥାନା ଅନ୍ତର୍ଗତ କାଠିଆପଡ଼ା ଗାଁରେ ଘଟିଛି ଏପରି ହତ୍ୟାକାଣ୍ଡ ।

ମୃତକ ହେଲେ ଡଲି ଓରଫ୍ ସସ୍ମିତା ଦାସ । ମୃତ ଯୁବତୀ ପଡିଶା ଘରକୁ ଯାଉଥିବା କହି ଆଉ ଘରକୁ ଫେରିନଥିଲେ । ପରିବାର ଲୋକ ବହୁ ଖୋଜାଖୋଜି କରିବା ପରେ ଗାଁର ଏକ ବିଲରେ ତାଙ୍କ ମୃତଦେହ ସନ୍ଦେହଜନକ ଅବସ୍ଥାରେ ପଡିଥିବା ଦେଖିବାକୁ ପାଇଥିଲେ । ତେବେ ଝିଅକୁ କେହି ହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ତନାଘନା ଆରମ୍ଭ କରିଛି ।

ନାବାଳକ ଛାତ୍ରକୁ ପୁଲିସର ଥାର୍ଡ ଡିଗ୍ରି ଅଭିଯୋଗ, ରାଜ୍ୟ ମାନବାଧିକାର କମିଶନ୍‌ଙ୍କ ନିକଟରେ ଫେରାଦ୍‌
ଜଗତସିଂହପୁର: ନାବାଳକ ଛାତ୍ରକୁ ପୁଲିସର ଥାର୍ଡ ଡିଗ୍ରି । ଏଭଳି ସାଂଘାତିକ ଅଭିଯୋଗ ଆସିଛି ଜଗତସିଂହପୁର ଜିଲ୍ଲା ସଦର ଥାନା ପୁଲିସ ବିରୋଧରେ । ଥାନା ଭିତରେ ଜଣେ ନାବାଳକ ଓ ତା’ର ମା’କୁ ମାଡ଼ ମରାଯାଇଥିବା ନେଇ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ମହିଳାଙ୍କ ସ୍ବାମୀଙ୍କ ବିରୋଧରେ ଚୋରି ଏବଂ ବେଆଇନ୍ ବନ୍ଧୁକ ରଖିଥିବା ନେଇ ଅଭିଯୋଗ ହୋଇଥିଲା । ଏନେଇ ସଦର ପୁଲିସ, ସଂପୃକ୍ତ ବ୍ୟକ୍ତିଙ୍କ ନାବାଳକ ପୁଅକୁ ମାଡ଼ ମାରିଥିବା ନେଇ ଅଭିଯୋଗ ହୋଇଛି । ଅଷ୍ଟମ ଶ୍ରେଣୀରେ ପାଠ ପଢ଼ୁଥିବା ନାବାଳକ ପୁଅକୁ ସ୍କୁଲରୁ ଡକାଇ ପୁଲିସ ବେଲ୍ଟ ଓ ଜୋତାରେ ମାଡ଼ ମାରି ଆହତ କରିବା ସହ ତାଙ୍କ ମା’ଙ୍କୁ ମଧ୍ୟ ମାଡ଼ ମାରିଥିବା ନେଇ ମାନବାଧିକାର କମିଶନର ଓ ପୋଲିସ ଡିଜିଙ୍କୁ ଲିଖିତ ଅଭିଯୋଗ ହୋଇଛି । ଅନ୍ୟପଟେ ପୁଲିସର ଥାର୍ଡ ଡିଗ୍ରି ଅଭିଯୋଗକୁ ଖଣ୍ଡନ କରିଛନ୍ତି ଏସ୍‌ଡିପିଓ।

ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣକୁ ନବୀନଙ୍କ ଦୃଢ଼ ନିନ୍ଦା
ଭୁବନେଶ୍ବର: ଜଗତସିଂହପୁରରେ ବିଜୁ ଜନତା ଦଳର କର୍ମୀ ରଶ୍ମି ପରିଜାଙ୍କ ଉପରେ ହୋଇଥିବା ସଂଘବଦ୍ଧ ମରଣାନ୍ତକ ଆକ୍ରମଣକୁ ଦୃଢ଼ ନିନ୍ଦା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ମହିଳାଙ୍କ ଉପରେ ବଢ଼ୁଥିବା ଏପରି ଘଟଣା କଦାପି ଗ୍ରହଣୀୟ ନୁହେଁ। ଶାନ୍ତିପ୍ରିୟ ଓଡ଼ିଶାରେ ଅଶାନ୍ତିର ଏ ବାତାବରଣ ଜନମାନସକୁ ଆତଙ୍କିତ କରୁଛି। ଅସାମାଜିକ ବ୍ୟକ୍ତି ଅପରାଧ ଘଟାଇବାକୁ ଭୟ କରୁନାହାନ୍ତି। ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ୁଛି। ସରକାର ଦୋଷୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଆଇନ ବ୍ୟବସ୍ଥା ଉପରେ ଲୋକଙ୍କ ଆସ୍ଥା ବଜାୟ ରଖନ୍ତୁ ବୋଲି ନବୀନ କହିଛନ୍ତ।

https://twitter.com/Naveen_Odisha/status/1980567732018925891

କୁଜଙ୍ଗ ଥାନା ଅଞ୍ଚଳରେ ଚାଞ୍ଚଲ୍ୟ : ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ଗର୍ଭସ୍ଥ ଶିଶୁ ମୃତ
ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କୁଜଙ୍ଗ ଥାନା ଅଞ୍ଚଳରେ ଜଣେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ହେବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ତାଙ୍କର ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇଥିବା ଜଣାଯାଇଛି।

ମିଳିଥିବା ସୂଚନା ଅନୁସାରେ ଜଗତସିଂହପୁର ମେଡ଼ିକାଲ ନବମ ଶ୍ରେଣୀ ଛାତ୍ରୀ ଶିଶୁ ପୁତ୍ର ଜନ୍ମ ଦେଇଥିଲେ। ତେବେ ଡାକ୍ତର ଶିଶୁ ପୁତ୍ରକୁ ମୃତ ଘୋଷଣା କରିଛନ୍ତି। ତେବେ ନାବାଳିକା ମା’ ରକ୍ତ ହୀନତାର ଶିକାର ହୋଇଥିବା ଜଣାପଡିଛି। ବର୍ତ୍ତମାନ ନାବାଳିକା ଜଣଙ୍କ ଜଗତସିଂହପୁର ମେଡିକାଲରେ ଚିକିତ୍ସିତ ହେଉଥିବା ବେଳେ ଆବଶ୍ୟକତା ପଡିଲେ କଟକ ସ୍ଥାନାନ୍ତର କରାଯାଇପାରେ ବୋଲି ଜଣାପଡିଛି। ସେପଟେ ନବମ ଶ୍ରେଣୀ ଛାତ୍ରୀ ଗର୍ଭବତୀ ଖବର ପାଇ କୁଜଙ୍ଗ ପୁଲିସ ପକ୍ଷରୁ ତନାଘନା ଆରମ୍ଭ ହୋଇଛି।

ଜଗତସିଂହପୁରରେ ଚାଞ୍ଚଲ୍ୟ : ବିଲ ମଝିରୁ ଟେକିନେଇ ଯୁବତୀଙ୍କୁ ଗଣଦୁଷ୍କର୍ମ
ଜଗତସିଂହପୁର : ଜଗତସିଂହପୁର ସଦର ଥାନା ଅଞ୍ଚଳରେ ଗତକାଲି ଅର୍ଥାତ ସୋମବାର ଜଣେ ଯୁବତୀଙ୍କୁ ୨ ଦୁର୍ବୃତ୍ତ ଗଣଦୁଷ୍କର୍ମ କରିଛନ୍ତି। ଯୁବତୀଜଣଙ୍କ ଗତକାଲି ସାଙ୍ଗ ଜନ୍ମଦିନରେ ଯୋଗଦେଇ ଫେରୁଥିବା ବେଳେ ତାଙ୍କ ସହ ଏହି ବର୍ବର କାଣ୍ଡ ଘଟିଛି। ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୁଲିସ୍‌ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅପରପକ୍ଷେ, ଅଭିଯୁକ୍ତ ଦ୍ବୟ ଫେରାର୍‌ ହୋଇଯାଇଥିବା ଜଣାଯାଇଛି।

ସୂଚନାନୁଯାୟୀ, ଯୁବତୀଜଣଙ୍କ ସୋମବାର ତାଙ୍କର ଜଣେ ବାନ୍ଧବୀଙ୍କ ଜନ୍ମଦିନରେ ଯୋଗଦେବାକୁ ଯାଇଥିଲେ। ସେଠାରୁ ବିଲ ରାସ୍ତା ଦେଇ ଘରକୁ ଫେରୁଥିଲେ। ଏହି ସମୟରେ ଦୁଇଜଣ ଯୁବକ ତାଙ୍କ ମୁହଁରେ ଗାମୁଛା ପକାଇ ଟେକିନେଇଥିଲେ। ପରେ ଏକ ନିଛାଟିଆ ଜାଗାରେ ଗଣଦୁଷ୍କର୍ମ କରିଥିଲେ। ତେବେ କୌଶଳକ୍ରମେ ଯୁବତୀଜଣଙ୍କ ସେଠାରୁ ଖସିି ଘରକୁ ପଳାଇ ଆସିଥିଲେ।

ପୀଡ଼ିତା ରକ୍ତାକ୍ତ ଅବସ୍ଥାରେ ଘରେ ପହଞ୍ଚି ପରିବାର ଲୋକଙ୍କୁ ଏକଥା ଜଣାଇଥିଲେ। ଘରଠାରୁ ମାତ୍ର ୪ଶହ ମିଟର ଦୂରରେ ଏହି କାଣ୍ଡ ଘଟିଥିଲା। ଘର ଲୋକେ ଆମ୍ବୁଲାନ୍ସ ଡକାଇ ପୀଡ଼ିତାଙ୍କୁ ଜଗତସିଂହପୁର ମେଡିକାଲକୁ ନେଇଥିଲେ। ସେଠାରେ ପୀଡିତାଙ୍କର ଚିକିତ୍ସା ଚାଲିଥିବା ବେଳେ ପୀଡ଼ିତାଙ୍କ ବାପା ଏ ସଂପର୍କରେ ଜଗତସିଂହପୁର ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଘଟଣାସ୍ଥଳରୁ ଏକ ମୋବାଇଲ୍ ଜବତ କରିଛି। ମୋବାଇଲ୍‌ ଫୋନଟି ଜଣେ ଅଭିଯୁକ୍ତଙ୍କର ବୋଲି ପୁଲିସ ସନ୍ଦେହ କରୁଛି। ଦୁଇ ଦୁର୍ବୃତ୍ତ ନିକଟବର୍ତ୍ତୀ ଗାଁର ବୋଲି କୁହାଯାଉଛି। ପୁଲିସ କହିବା ଅନୁଯାୟୀ ଦୁର୍ବୃତ୍ତଙ୍କ ସଂପର୍କରେ ସୂଚନା ମିଳିଥିବା ବେଳେ ସେମାନଙ୍କୁ ଧରିବା ପାଇଁ ଉଦ୍ୟମ କରାଯାଉଛି।

ଭିଜିଲାନ୍ସ ଜାଲରେ କୁଜଙ୍ଗ ଵିଇଓ ଅଫିସର ଆକଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁ
ଜଗତସିଂହପୁର : କୁଜଙ୍ଗ ଵିଇଓ ଅଫିସରେ ଭିଜିଲାନ୍ସ ଚଢ଼ାଉ। ଲାଞ୍ଚ ନେବା ବେଳେ ଵିଇଓ ଅଫିସର ଆକଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁଙ୍କୁ ରେଡ଼ ହ୍ୟାଣ୍ଡରେ ଧରିଛି କରିଛି ଭିଜିଲାନ୍ସ ।

ମିଳିଥିବା ସୂଚନା ଅନୁସାରେ ହାଉସ ବିଲ୍ଡିଂ ଲୋନ କରେଇ ଦେବା ପାଇଁ ଶିକ୍ଷକଙ୍କ ଠାରୁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ଵିଇଓ ଅଫିସର ଆକଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁ। ଯାହାକୁ ନେଇ ଭିଜିଲାନ୍ସରେ ଅଭିଯୋଗ ପରେ ଆଜି ଆକଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁ ଶିକ୍ଷକ ଜଣଙ୍କ ନିକଟରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଟଙ୍କା ସହ ତାଙ୍କୁ ଧରିଛି। ଏଥି ସହିତ କୁଜଙ୍ଗ ଵିଇଓ ଅଫିସ ସହ ଜଗତସିଂହପୁର ଅଳସୁଧାରେ ଥିବା ଆକଉଣ୍ଟାଣ୍ଟ ସୂର୍ଯ୍ୟକାନ୍ତ ସ୍ୱାଇଁକ ଘରେ ମଧ୍ୟ ରେଡ଼ କରିଛି। ଏହି ରେଡ୍‌ରେ ଜଗତସିଂହପୁର ଓ କଟକ ଭିଜିଲାନ୍ସ  ଟିମ୍‌ ସାମିଲ ରହିଛନ୍ତି।

ବହି ଗୋଦାମର ବିସ୍ଫୋରଣ, ଜଳିଗଲା ୫୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ବହିଖାତା
ଜଗତସିଂହପୁର :  ବିସ୍ଫୋରଣରେ ଜଳିଗଲା ବହି ଗୋଦାମ। ଜଗସିଂହପୁର ବାଲିକୁଦା ଥାନା ଜନତା କୋଠି ନିକଟ ବହି ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଲକ୍ଷାଧିକ ଟଙ୍କାର ବହି ଜଳି ପୋଡି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ ୩ ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ନିଆଁ ଲାଗିବାର କାରଣ ବର୍ତ୍ତମାନ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

ଜଳିଗଲା ୧୦ରୁ ଅଧିକ ମାଛଧରା ବୋଟ୍
ପାରାଦୀପ: ପାରାଦୀପ ନେହରୁ ବଙ୍ଗଳା ମାଛଧରା ବନ୍ଦରରେ ନିଆଁ ଲାଗି ୧୦ରୁ ଅଧିକ ବୋଟ୍ ଜଳିଯାଇଛି । ପ୍ରଥମେ ଗୋଟିଏ ବୋଟରେ ନିଆଁ ଲାଗିବା ପରେ ଧିରେ ଧିରେ ଅନ୍ୟ ବୋଟରେ ନିଆଁ ଧରିଥିଲା । ବୋଟରେ ଡିଜେଲ ଥିବାରୁ ନିଆଁ ତୀବ୍ର ବେଗରେ ପାଖରେ ଥିବା ବୋଟରେ ଲାଗିଯାଇଥିଲା । ଘଟଣାସ୍ଥଳରେ ୬ଟି ଅଗ୍ନିଶମ ବାହିନୀ ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ତେବେ ନିଆଁ କିଭଳି ଲାଗିଲା ସେନେଇ କିଛି ସ୍ପଷ୍ଟ ସୂଚନା ନାହିଁ ।