ଢେଙ୍କାନାଳ - The Sakala
ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଛୁରାମାଡ଼, ପୋଲିସର ତଦନ୍ତ ଜାରି
କାମାକ୍ଷାନଗର: ପୂର୍ବ ଶତ୍ରୁତାରୁ ଛୁରା ମାଡ଼ । ବିଳମ୍ବିତ ରାତିରେ ଉଦ୍ଧାର କରିଲେ ଗ୍ରାମବାସୀ । ଘରକୁ ରାସନ୍ ସାମଗ୍ରୀ ନେଇ ଫେରୁଥିବା ବେଳେ ଭୁବନ ଥାନା ଅନ୍ତର୍ଗତ ଏକତାଳି ପଞ୍ଚାୟତର ରୋଡଙ୍ଗ ଗ୍ରାମର ଯୁବକ ଚନ୍ଦନ ମଳିକଙ୍କୁ ସେହି ଗ୍ରାମର କିଛି ଯୁବକ ସଙ୍ଘବଦ୍ଧ ଭାବରେ ଧାରୁଆ ଛୁରୀ ଏବଂ ଠେଙ୍ଗାରେ  ଆକ୍ରମଣ କରିଥିଲେ। ଜୀବନ ବିକଳରେ ଗ୍ରାମ ନାଳ ପାର ହୋଇ ଗୁରୁତର ଅବସ୍ଥାରେ ପୁରୁଷୋତ୍ତମପୁର ଓଡିଶା ଆଦର୍ଶ ବିଦ୍ୟାଳୟ ନିକଟରେ ପଡିରହିଥିଲେ । ବିଳମ୍ବିତ ରାତିରେ ଶୌଚ ହେବାକୁ ଯାଇଥିବା କିଛି ଗ୍ରାମବାସୀ ତାଙ୍କୁ ସେଠାରୁ ଉଦ୍ଧାର କରି ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତି କରିଥିଲେ। ଅବସ୍ଥା ସଙ୍କଟାପନ୍ନ ହେବାରୁ ଚନ୍ଦନଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନନ୍ତର କରାଯାଇଛି । ତେବେ ଏହା ପୂର୍ବ ଶତ୍ରୁତାକୁ ନେଇ ଏଭଳି ଘଟିଥିବା ପୀଡିତଙ୍କ ବାପା କୈଳାସ ଥାନାରେ ଅଭିଯୋଗ କରିଛନ୍ତି। ଖବର ପାଇ ଭୁବନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ରାତିରେ ଖାଇ ଶୋଇଥିଲେ, ସକାଳେ ଚାଲିଗଲା ଗୋଟିଏ ପରିବାରର ୩ ଜୀବନ...
ଅନୁଗୁଳ: ଗୋଟିଏ ପରିବାରର ତିନି ଜଣ ସଦସ୍ୟଙ୍କର ଅକାଳ ବିୟୋଗ ଘଟିଛି। ଢେଙ୍କାନାଳ ଜିଲ୍ଲା କଣ୍ଟାବଣିଆ ଥାନା ଅନ୍ତର୍ଗତ ଅସନବଣି ଗାଁରେ ଏହି ଅଘଟଣ ଘଟିଥିବା ବେଳେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ମା’ ଏବଂ ତାଙ୍କର ଦୁଇ ପୁଅ ରହିଛନ୍ତି। ସମସ୍ତେ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିଲେ।
ସୂଚନା ଅନୁଯାୟୀ, ଗତକାଲି ରାତିରେ ପରିବାର ଲୋକେ ଖାଇପିଇ ଶୋଇଥିଲେ। ରାତ୍ରି ଭୋଜନରେ ସେମାନେ ଚିକେନ୍, ଭାତ ଏବଂ ପାଳଙ୍ଗ ଶାଗ ଖାଇଥିଲେ। ତେବେ ଖାଇ ସାରିବା ପରେ ସେମାନେ ହଠାତ୍ ଅସୁସ୍ଥ ଅନୁଭବ କରିଥିଲେ। ଅବସ୍ଥା ଅଧିକ ଗୁରୁତର ହେବାରୁ ଆଜି ସକାଳେ ସେମାନଙ୍କୁ ତୁରନ୍ତ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ସେଠାରେ ଡାକ୍ତରଙ୍କ ଶତ ଚେଷ୍ଟା ସତ୍ତ୍ୱେ ମା’ ଓ ଦୁଇ ପୁଅଙ୍କର ମୃତ୍ୟୁ ଘଟିଛି। ଏହା ଖାଦ୍ୟ ବିଷାକ୍ତ (ଫୁଡ୍ ପଏଜନିଂ) ଯୋଗୁଁ ହୋଇଛି ନା ଅନ୍ୟ କିଛି କାରଣ ରହିଛି, ସେ ନେଇ ସନ୍ଦେହ ସୃଷ୍ଟି ହୋଇଛି।
ହିନ୍ଦୋଳରେ ଆଉ ଜଣଙ୍କୁ ଦଳି ମାରିଦେଲା ହାତୀ
ଢେଙ୍କାନାଳ: ଢେଙ୍କାନାଳ ହିନ୍ଦୋଳରେ ପୁଣି ଜଣେ ଚାଷୀଙ୍କୁ କଚାଡି ମାରିଲା ଦନ୍ତା। ମହାଲୁଣ୍ଡା ପଞ୍ଚାୟତ ଟାଙ୍ଗୀଶାଳ ଗାଁରେ ଜଣେ ଚାଷୀ ଧାନବିଲ ଦେଖିବାକୁ ଗତକାଲି ସନ୍ଧ୍ୟା ବେଳେ ଯାଇଥିଲେ। ସେ ଘରକୁ ନଫେରିବାରୁ ଆଜି ସକାଳୁ ଘର ଲୋକେ ଖୋଜା ଖୋଜି କରିବା ପରେ ଗାଁ ପୋଖରୀ ନିକଟରେ ତାଙ୍କ ମୃତଦେହ ଠାବ କରିଥିଲେ। ହାତୀଟି ତାଙ୍କୁ ଆକ୍ରମଣ କରିବା ଯୋଗୁ ତାଙ୍କ ମୁଣ୍ଡଗଣ୍ଡି ଅଲଗା ହୋଇଯାଇଥିବା ଦେଖିବାକୁ ମିଳିଥିଲା। ଆଉ ଏକ ମଇଁଷିକୁ ମଧ୍ୟ ମାରିଦେଇଛି ଦନ୍ତା। ମୃତକ ହେଉଛନ୍ତି ସୁଧାକର ସାମଲ। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ହିନ୍ଦୋଳରେ ଚଳିତ ସପ୍ତାହରେ ଚାରି ଜଣଙ୍କୁ ମାରିଦେଲାଣି ଦନ୍ତା। ପୁଲିସ ଓ ବନ ବିଭାଗ ଅଧିକାରୀ ପହଞ୍ଚି ଶବକୁ ପୋଷ୍ଟ ମଟମ ପାଇଁ ପଠାଇଛନ୍ତି। ଦୁଇ ଦିନ ତଳେ ହାତୀ ୩ ଜଣଙ୍କୁ ମାରିବା ଘଟଣାରେ ଜଣେ ଫରେଷ୍ଟର ଏବଂ ହିନ୍ଦୋଳ ରେଞ୍ଜରଙ୍କୁ ନିଲମ୍ବନ କରାଯାଇଥିଲା।
ଢେଙ୍କାନାଳ: ବଜ୍ରପାତରେ ଯୋରନ୍ଦା ମହିମାଗାଦିର ଦଧିନଉତି ଭାଙ୍ଗିଯାଇଛି । ଢେଙ୍କାନାଳ ଜିଲ୍ଲା ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମରପୀଠ ମହିମାଗାଦି ଯୋରନ୍ଦାରେ ବଜ୍ରପାତ ପଡି ଗାଦି ମନ୍ଦିର ପୂର୍ବ ମୁଖଶାଳା ଦଧିନଉତି ସମ୍ପୂର୍ଣ୍ଣ ଭାଙ୍ଗିଛି । ଘଟଣା ସମ୍ପର୍କରେ ଜାଣିବା ପରେ ଅଞ୍ଚଳବାସୀଙ୍କ ମଧ୍ୟରେ ଆଲୋଚନା ଜୋର ଧରିଛିକି କିଛି ଭୟଙ୍କର ବିପଦ ମାଡି ଆସିବ କି? ଦଧିନଉତି ଭାଙ୍ଗିବା ଅଶୁଭ ବୋଲି ସାଧାରଣରେ ଚର୍ଚ୍ଚା କରାଯାଉଛି।
ଭୂତାଣୁ ପରେ ବୀଜାଣୁ ଭୟ, ଡେଉଁଛି ଡାଇରିଆ
ଭୁବନେଶ୍ବର/ କଟକ/ ଯାଜପୁର/ ଭୁବନ: ୫ ଦିନ ତଳେ ଯାଜପୁରରେ ପାଦ ଥାପିଥିବା ଝାଡ଼ାବାନ୍ତି (ଡାଇରିଆ) ଏବେ ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ଦ୍ରୁତ ଗତିରେ ମାଡ଼ି ଚାଲିଛି। ଯାଜପୁରରେ ସ୍ଥିତି ପୂରା ବେକାବୁ ହୋଇପଡ଼ିଥିବା ବେଳେ ପାର୍ଶ୍ବବର୍ତ୍ତୀ ଭଦ୍ରକ, କେନ୍ଦୁଝର, ଢେଙ୍କାନାଳ ଓ କଟକ ଜିଲ୍ଲାରେ ଶହଶହ ଆକ୍ରାନ୍ତ ହୋଇଛନ୍ତି। କିନ୍ତୁ ସ୍ବାସ୍ଥ୍ୟ ବିଭାଗ ଏହାର କାରଣ କିମ୍ବା ଉତ୍ପତ୍ତିର ବିନ୍ଦୁବିସର୍ଗ ଏ ପର୍ଯ୍ୟନ୍ତ ପାଇପାରୁନାହିଁ। ଫଳରେ ଲୋକଙ୍କ ମଧ୍ୟରେ ଭୟ ବଢ଼ିବା‌‌‌‌ରେ ଲାଗିଛି। ଡାଇରିଆର ହଟ୍‌ସ୍ପଟ୍‌ ପାଲଟିଥିବା ଯାଜପୁରରୁ ଆଜି ପୁଣି ୫୬ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଗତ ୨୪ ଘଣ୍ଟାରେ, ଜିଲ୍ଲାର ଦାନଗଦି ଅଞ୍ଚଳର ଆଉ ୪୬ ଆକ୍ରାନ୍ତ ହୋଇଥିବା ବେଳେ ଡାଇରିଆରୁ ବର୍ତ୍ତିଯାଇଥିବା ଏକମାତ୍ର ବ୍ଲକ୍‌ ବିଞ୍ଝାରପୁର ଆଜି ଖାତା ଖୋଲିଛି। ବ୍ଲକ୍‌ରୁ ଆଜି ୧୦ ଡାଇରିଆ ରୋଗୀ ବାହାରିଛନ୍ତି। ସେମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ଡାଇରିଆରେ ଆକ୍ରାନ୍ତ ହୋଇଥିବା ଉଚ୍ଚବାଲି ପଞ୍ଚାୟତ ତାରାଇଲୋ ଗ୍ରାମର ଗେହ୍ଲେଇ ପାତ୍ର (୭୫)ଙ୍କ ଆଜି ମୃତ୍ୟୁ ହୋଇଯାଇଛି। ସେହିପରି ଢେଙ୍କାନାଳ ଜିଲ୍ଲା ଭୁବନ‌ରେ ଡାଇରିଆ କାୟା ମେଲାଇବାରେ ଲାଗିଛି। ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଆଜି ଭୁବନ ପେଣ୍ଟ୍‌ ସାହିର କୃପାସିନ୍ଧୁ ମଲ୍ଲିକ(୬୨)ଙ୍କ ମୃତ୍ୟୁ ହୋଇଛି। ବସ୍ତିର ଅନ୍ୟ ଜଣେ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅପରପକ୍ଷେ, କଟକ ଜିଲ୍ଲାର ୪୨ ‌ମୌଜା ଅନ୍ତର୍ଗତ ଝିଙ୍କିରିଆ ପଞ୍ଚାୟତ ଓ ବାଙ୍କୀର ଘୋଳପୁର ଗାଁରେ ଡାଇରିଆ ପଶିଛି। ଆଜି ଗୋଟିଏ ଦିନରେ ଜିଲ୍ଲାରୁ ୪୯ରୁ ଊର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାନୁଯାୟୀ, ଯାଜପୁର ଜିଲ୍ଲାରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତିକୁ ନିୟନ୍ତ୍ରଣ କରାଯାଇପାରିନାହିଁ। ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସଂଗୃହୀତ ନମୁନାରୁ କଲେରା ବା ହଇଜା ଭୂତାଣୁ ବାହାରିବା ପରେ ଏହାକୁ ନେଇ ଜିଲ୍ଲାବ୍ୟାପୀ ଭୟର ବାତାବରଣ ଦେଖାଦେଇଛି। ଏହାକୁ ନିୟନ୍ତ୍ରଣ କରିବା ପାଇଁ ପ୍ରଶାସନ ପକ୍ଷରୁ ଜୋରଦାର୍‌ ଉଦ୍ୟମ କରାଯାଇଥିଲେ ମଧ୍ୟ କୌଣସି ପରିସ୍ଥିତିରେ ଏହାକୁ ନିୟନ୍ତ୍ରଣ କରାଯାଇପାରିନାହିଁ। ସଂଗୃହୀତ ନମୁନାରୁ ୧୧ ଜଣଙ୍କଠାରେ କଲେରା ଜୀବଣୁ ମିଳିଥିବା ସ୍ୱାସ୍ଥ୍ୟବିଭାଗ ପକ୍ଷରୁ କୁହାଯାଉଥିବା ବେଳେ ଜିଲ୍ଲା ବ୍ୟାପୀ ଝାଡ଼ାବାନ୍ତି ବ୍ୟାପିବାର କାରଣ ଏ ପର୍ଯ୍ୟନ୍ତ ଧରିବାରେ ପ୍ରଶାସନ ସଫଳ ହୋଇପାରନି। ତେବେ ଝାଡ଼ାବାନ୍ତି ରୋକିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଯାଜପୁର ଓ ବ୍ୟାସନଗର ପୌରପାଳିକା ସମେତ ଜିଲ୍ଲାର ବିଭିନ୍ନ ହୋଟେଲ ଓ ଢାବାଗୁଡ଼ିକ ଉପରେ ଚଢ଼ଉ ଜାରି ରହିଛି। ଉଭୟ ସହରରେ ୫ଟି ହୋଟେଲ୍‌କୁ ସିଲ୍‌ କରାଯାଇଥିବା ଜଣାପଡ଼ିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ସାମୂହିକ ଭୋଜିଭାତ ଉପରେ ରୋକ୍‌ ଲଗାଇବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଉଦ୍ୟମ ସତ୍ତ୍ବେ ଡାଇରିଆର ପ୍ରକୃତ ଉତ୍ସ ଓ କାରଣ ଜଣାପଡ଼ିନାହିଁ।
ଅନ୍ୟପକ୍ଷରେ ପ୍ରତିଦିନ ସ୍ୱାସ୍ଥ୍ୟ ବିଭାଗର ବରିଷ୍ଠ ଅଧିକାରୀ ଜିଲ୍ଲାରେ ପହଞ୍ଚି ସମୀକ୍ଷା ବୈଠକ କରିବା ସହ ଆକ୍ରାନ୍ତଙ୍କୁ ଭେଟୁଛନ୍ତି। ଏହି କ୍ରମରେ ଆଜି ଜାତୀୟ ସ୍ୱାସ୍ଥ୍ୟ ମିଶନ ବିଭାଗର ନିର୍ଦ୍ଦେଶିକା ଡ. ବୃନ୍ଦା ଡି. ଓ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ସଚିବ ଡ. ବିଜୟ କୁମାର ମହାପାତ୍ର ଯାଜପୁର ଜିଲ୍ଲାର ଧର୍ମଶାଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଏବଂ ପରେ ବଡ଼ଚଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଗସ୍ତ କରିଥିଲେ। ଏହି ଅବସରରେ ଝାଡ଼ାବାନ୍ତି ତଥା ଡାଇରିଆରେ ଆକ୍ରାନ୍ତ ଥିବା ରୋଗୀଙ୍କ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଡାକ୍ତରମାନଙ୍କ ସହ ଆଲୋଚନା କରିଥିଲେ। ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ସମ୍ମିଳନୀ କକ୍ଷରେ ବିଭାଗୀୟ ଅଧିକାରୀମାନଙ୍କୁ ନେଇ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ସ୍ୱାସ୍ଥ୍ୟ ମିଶନ ବିଭାଗର ନିର୍ଦ୍ଦେଶିକା ଡ. ବୃନ୍ଦା ଡି. କହିଲେ ଯେତେ ବି ଝାଡ଼ାବାନ୍ତି ସଂକ୍ରମିତ ହେଉଛନ୍ତି, ସବୁର ତାଲିକା କରାଯିବ। ପରବର୍ତ୍ତୀ ସମୟରେ ଆଶାକର୍ମୀ ଓ ଅଙ୍ଗନବାଡ଼ି କର୍ମୀମାନେ ତାଙ୍କର ଓ ତାଙ୍କ ପରିବାରର ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିବେ। ଆର୍‌ବିଏସ୍‌କେ ମୋବାଇଲ ହେଲଥ୍‌ ଟିମ୍‌ ପ୍ରତ୍ୟେକ ଦିନ ଗାଁ ପରିଦର୍ଶନ କରିବେ। ଯେଉଁ ଗ୍ରାମରେ ଅଧିକ ରୋଗୀ ଚିହ୍ନଟ ହେବେ, ସେଇ ଗ୍ରାମକୁ ଆଗ ପରିଦର୍ଶନ କରାଯିବ ଏବଂ ଆଉଟ୍‌ରିଚ୍‌ ଗ୍ରାମଗୁଡ଼ିକୁ ମଧ୍ୟ ଭିଜିଟ୍‌ କରାଯିବ। ପାଣି ପାଉଚ୍‌ ଓ ବୋତଲ ମ୍ୟାନୁଫ୍ୟାକ୍‌ଚର ଉପରେ ତଦାରଖ କରାଯିବ। ପ୍ରତିଦିନ ସନ୍ଧ୍ୟାରେ ଏକ ସମୀକ୍ଷା ବୈଠକ କରାଯିବ। ଏହି ବୈଠକରେ ପ୍ରଭାବିତ ଅଞ୍ଚଳଗୁନିକରେ ପ୍ରତି ସଂକ୍ରମଣ ରୋକିବା ପାଇଁ ଆଶା, ଅଙ୍ଗନବାଡ଼ି କର୍ମୀ, ଏଏନ୍‌ଏମ୍‌ମାନେ ଘରକୁ ଘର ଯାଇ ଜନସାଧାରଣଙ୍କୁ ସଚେତନ କରାଇବାକୁ ନିର୍ଦ୍ଦେଶ ଦେଇଥିଲେ।
ଯାଜପୁର ଓ ସଂଲଗ୍ନ ଜିଲ୍ଲାଗୁଡ଼ିକରେ ଉପୁଜିଥିବା ଡାଇରିଆର କ୍ଷେତ୍ରସ୍ତରୀୟ ଯାଞ୍ଚ କରିବା ପାଇଁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ସ୍ୱାସ୍ଥ୍ୟସେବା ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ଏକ ୭ ଜଣିଆ ସ୍ୱାସ୍ଥ୍ୟ ଟିମ୍‌ ଏବଂ ୩ଜଣିଆ ଖାଦ୍ୟ ନିରାପତ୍ତା ଟିମ୍‌ ଓଡ଼ିଶା ଆସିଛନ୍ତି। ଠିକ୍‌ ସେହିପରି ଭାରତ ସରକାରଙ୍କ ଖାଦ୍ୟ ନିରାପତ୍ତା ଓ ଗୁଣବତ୍ତା କର୍ତ୍ତୃପକ୍ଷ (ଏଫ୍‌ଏସ୍‌ଏସ୍‌ଏଆଇ)ଙ୍କ ତରଫରୁ ୪ ଜଣିଆ ଏକ ସ୍ୱତନ୍ତ୍ର ଖାଦ୍ୟ ଗୁଣବତ୍ତା ଟିମ୍‌ ମଧ୍ୟ ଆସିଛନ୍ତି। ଏହି ତିନୋଟି ଟିମ୍‌ରେ ସମୁଦାୟ ୧୪ଜଣ ଅଛନ୍ତି। ସ୍ୱାସ୍ଥ୍ୟ ଟିମ୍‌ରେ ଆଞ୍ଚଳିକ ନିର୍ଦ୍ଦେଶାଳୟର ବରିଷ୍ଠ ଅଧିକାରୀ ଡାକ୍ତର ନିଲମ୍‌ ସୋମାଲକର, ଭାରତୀୟ ଜନସ୍ୱାସ୍ଥ୍ୟ ପ୍ରତିଷ୍ଠାନର ପ୍ରଫେସର ଡାକ୍ତର ଶିବାନୀ ଲାହିରି, ଭୁବନେଶ୍ୱର ଏମ୍ସର ମାଇକ୍ରୋଲୋଜିଷ୍ଟ ପ୍ରଫେସର ଡାକ୍ତର ସୃଜନ ମହାନ୍ତି, ଶିଶୁରୋଗ ପ୍ରଫେସର୍‌ ଡାକ୍ତର ଭାଗୀରଥି ଦ୍ୱିବେଦୀ, କେନ୍ଦ୍ରୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ରର ଅଧିକାରୀ ଡାକ୍ତର ସତ୍ୟଜିତ ସୁବୁଦ୍ଧି, କୋଲକାତାସ୍ଥିତ ଭାରତୀୟ ଭେଷଜ ଗବେଷଣା କେନ୍ଦ୍ରର ସଂକ୍ରାମକ ରୋଗ ବିଶେଷଜ୍ଞ ଡାକ୍ତର ପ୍ରେମଜିତ୍‌ ଘୋଷ ଏବଂ ଡାକ୍ତର ଗୌତମ ଚୌଧୁରୀ ପ୍ରମୁଖ ଅଛନ୍ତି। ଖାଦ୍ୟ ନିରାପତ୍ତା ଟିମ୍‌ରେ କୋଲକାତାସ୍ଥିତ ଜାତୀୟ ଖାଦ୍ୟ ଗବେଷଣାଗାରର ଡାକ୍ତର ଗୀତାଞ୍ଜଳି ଶର୍ମା, ବୈଷୟିକ ଅଧିକାରୀ ମିସ ନୟନା, ଏଫ୍‌ଏସ୍‌ ଏସଏଆଇର ପୂର୍ବାଞ୍ଚଳ ଉପ-ନିର୍ଦ୍ଦେଶକ ଡାକ୍ତର ଶଶିକାନ୍ତ ଭୂୟାଁ ପ୍ରମୁଖ ସଦସ୍ୟ ଅଛନ୍ତି। ଏହି କମିଟିମାନେ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି ଜନ ସ୍ୱାସ୍ଥ୍ୟସ୍ଥିତି ପରଖିବା ସହ ରୋଗର କାରଣ ଏବଂ ନିରାକରଣ ସମ୍ୱନ୍ଧରେ କ୍ଷେତ୍ରସ୍ତରୀୟ ଅଧିକାରୀ, ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କୁ ଆବଶ୍ୟକୀୟ ପରାମର୍ଶ ଦେବେ ବୋଲି ଜଣାପଡ଼ିଛି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନୀଳକଣ୍ଠ ମିଶ୍ର ଜଣାଇଛନ୍ତି ଯେ ଯାଜପୁର ଜିଲ୍ଲାର ବିଭିନ୍ନ ହସ୍ପିଟାଲରେ ବର୍ତ୍ତମାନ ସୁଦ୍ଧା ସମୁଦାୟ ୧୫୧୬ ଜଣ ଡାଇରିଆ ଆକ୍ରାନ୍ତ ଭର୍ତ୍ତି ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୦୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ଏବଂ ୨୧୦ ଜଣଙ୍କର ଚିକିତ୍ସା ଚାଲିଛି। ସେମାନେ ଶୀଘ୍ର ଆରୋଗ୍ୟ ଲାଭ କରିବେ ବୋଲି ଚିକିତ୍ସକମାନେ ଆଶା ପ୍ରକଟ କରିଛନ୍ତି।
ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଆରଆଇ
ଢେଙ୍କାନାଳ: ହିନ୍ଦୋଳ ତହସିଲ ଅନ୍ତର୍ଗତ ଗଣ୍ଡାନାଳୀ ରାଜସ୍ୱ ସର୍କଲର ରାଜସ୍ୱ ନିରୀକ୍ଷକ ଏବଂ ଜଣେ ବ୍ୟକ୍ତିଗତ ବ୍ୟକ୍ତିଙ୍କୁ ଆଜି ଓଡ଼ିଶା ଭିଜିଲାନ୍ସ ଗିରଫ କରିଛି ।  ଏକ ମ୍ୟୁଟେସନ୍ ମାମଲାରେ ରିପୋର୍ଟ କରିବା ପାଇଁ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେମାନଙ୍କୁ ଗିରଫ କରାଯାଇଛି । ଜମିବାଡି ବିବାଦର ବନ୍ଦୋବସ୍ତ ପାଇଁ ୬୦ହଜାର ଟଙ୍କା ଲାଞ୍ଚ ନେଉଥିଲେ ହିନ୍ଦୋଳ ତହସିଲ ଗଣ୍ଡାନାଳି ଡିଭିଜନର ଆରଆଇ ଶଶୀଭୂଷଣ ବେହେରା । ଖବର ପାଇଁ ଭିଜିଲାନ୍ସ ଟିମ୍‍ ତାଙ୍କୁ ଧରିଥିଲା । ତାଙ୍କ ସହିତ ଅନ୍ୟ ଜଣେ ବ୍ୟକ୍ତି ବିଷ୍ଣୁ ବଲ୍ଲଭ ଖଟୁଆ ମଧ୍ୟ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ।
ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡଙ୍କ ମୃତ୍ୟୁ, ୪ ଅଭିଯୁକ୍ତ ଗିରଫ
ହିନ୍ଦୋଳ : ଶିକାରୀ ଗୁଳିରେ ଫରେଷ୍ଟ ଗାର୍ଡ ମୃତ । ମୃତକ ହେଲେ ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ରେଞ୍ଜରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ପ୍ରହ୍ଲାଦ ପ୍ରଧାନ । ହିନ୍ଦୋଳ ରେଞ୍ଜ ରାଜମୋହନପୁର ଜଙ୍ଗଲରେ ମୃତ ଫରେଷ୍ଟ ଗାର୍ଡଙ୍କ ସହ ମୋଟ ୧୩ଜଣ ଜଙ୍ଗଲରେ ପାଟ୍ରୋଲିଂ କରୁଥିବା ସମୟରେ ଶିକାରୀଙ୍କ ଗୁଳି ପ୍ରହ୍ଲାଦଙ୍କ ପେଟରେ ବାଜିଥିଲା । ଫଳରେ ଗୁରୁତର ଅବସ୍ଥାରେ ତୁରନ୍ତ ତାଙ୍କୁ ଅନୁଗୋଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରାଯାଇଥିଲା ।
ଫରେଷ୍ଟ ଗାର୍ଡଙ୍କ ଦେହରେ ଗୁଳି ବାଜିବା ମାତ୍ରେ ପାଟ୍ରୋଲିଂ କରୁଥିବା ଅନ୍ୟ କର୍ମଚାରୀମାନେ ତୁରନ୍ତ ୪ଶିକାରୀଙ୍କୁ କାବୁ କରିଥିଲେ । ସୂଚନା ଅନୁଯାୟୀ ଅନ୍ୟ କିଛି ଶିକାରୀ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ ।ଶିକାରୀଙ୍କ ପାଖରୁ କିଛି ବନ୍ଧୁକ ଜବତ କରାଯିବା ସହ ସେମାନଙ୍କୁ ଅଧିକ ଜେରା କରାଯାଉଛି ।
କୁଖ୍ୟାତ ଅପରାଧି ଦେବାଶିଷ ବେହେରାକୁ ଏନକାଉଣ୍ଟର
ଢେଙ୍କାନାଳ: ଗୁରୁବାର ସକାଳୁ ସକାଳୁ ଢେଙ୍କାନାଳରେ ପୁଲିସ ଏନକାଉଣ୍ଟର କରିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ମଙ୍ଗଳପୁର ସାଉଁଳିଆ ଜଙ୍ଗଲ ନିକଟରେ ଏନକାଉଣ୍ଟର ହୋଇଛି। କାମାକ୍ଷାନଗର କିଙ୍ଗ୍ ଅଫ୍ ଫରେଷ୍ଟ ଗ୍ୟାଙ୍ଗ୍‌ର କୁଖ୍ୟାତ ଅପରାଧି ଦେବାଶିଷ ବେହେରା ଓରଫ ହଣ୍ଡକୁ ଏନକାଉଣ୍ଟର କରାଯାଇଛି। ତାର ଡାହାଣ ଗୋଡରେ ଗୁଳି ବାଜିଛି। ତାକୁ ପ୍ରଥମେ ଢେଙ୍କାନାଳ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପରେ କଟକ ସ୍ଥାନାନ୍ତର କରାଯାଇଛି। ଗତକାଲି ରାତିରେ ଯୋଜନାବଦ୍ଧ ଭାବେ ହତ୍ୟା ପାଇଁ ଯାଉଥିଲା ହୁଣ୍ଡ। ପରେ କୌଣସି ବିଶେଷସୂତ୍ରରୁ ଖବର ପୁଲିସ ତାକୁ ଗୋଡାଇଥିଲା। ସେ ପୁଲିସ୍ ଉପରକୁ ଗୁଳି ଚଳାଇବାକୁ ଉଦ୍ୟମ କରିବା ବେଳେ ପୋଲିସର ପାଲଟା ଗୁଳିରେ ସେ ଆହତ ହୋଇଛି। ହୁଣ୍ଡ ନାଁରେ ୨୦ରୁ ଅଧିକ ଅପରାଧିକ ମାମଲା ରହିଥିବା ଜଣାପଡିଛି। ହତ୍ୟା, ଚୋରି, ଡକାୟତି ଭଳି ମାମଲାରେ ତାର ସମ୍ପୃକ୍ତି ରହିଥିବା ପୁଲିସ୍ ଦେଇଛି। କିଙ୍ଗ୍‌ ଅଫ୍ ଫରେଷ୍ଟ ଗ୍ୟାଙ୍ଗ୍ ର ମାଷ୍ଟର ମାଇଣ୍ଡ ଥିଲା ହୁଣ୍ଡ।
ବର୍ବର, ଅମାନୁଷିକ, ଅମାନବୀୟ କାଣ୍ଡ : ଦୁଷ୍କର୍ମ ପରେ ୭ବର୍ଷୀୟ ନାବାଳିକାକୁ ବସ୍ତାରେ ପୁରାଇ ଫୋପାଡିଦେଲେ
ଢେଙ୍କାନାଳ : ୭ ବର୍ଷୀୟ ନାବାଳିକାକୁ ଦୁଷ୍କର୍ମ କରିବା ପରେ ବସ୍ତାରେ ପୁରାଇ ତାଳ ବରଡ଼ା ପତ୍ରତଳେ ସଜ୍ଞାହୀନ ଅବସ୍ଥାରେ ଲୁଚାଇ ଦୁର୍ବୃତ୍ତ ମାରିଲେ ଚମ୍ପଟ । ଗୁରୁତର ଅବସ୍ଥାରେ ପରିବାର ଲୋକେ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ । ସେଠାରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ଅନୁଗୁଳ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି । ଏମିତି ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲାରେ । ପୀଡ଼ିତାଙ୍କ ପରିବାର ପକ୍ଷରୁ ଏତଲା ହୋଇ ନଥିଲେ ବି ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନା ଅନୁସାରେ ହିନ୍ଦୋଳ ଅଞ୍ଚଳର ଏକ ଅନୁସୂଚିତ ଜନଜାତି ସଂପ୍ରଦାୟର ଦଂପତି ସ୍ଥାନୀୟ ଅଞ୍ଚଳରେ ଦିନମଜୁରିଆ କାମ କରି ପରିବାର ପୋଷନ୍ତି। ଗତକାଲି ବାପା-ମା’ ଅନ୍ୟଦିନ ଭଳି କାମକୁ ଯାଇଥିବା ବେଳେ ୭ବର୍ଷ ବୟସର ନିଷ୍ପାପ ଶିଶୁକନ୍ୟା ତାଳସଜ ଖାଇବା ପାଇଁ ନିକଟସ୍ଥ ଏକ ଜଙ୍ଗଲକୁ ଯାଇଥିଲେ। ଏହି ସୟମରେ ସେଠାରେ ଥିବା ଯୁବକ ତାଡି ପିଇ ଏଭଳି ଘଟଣା ଘଟାଇ ଥିବା କୁହାଯାଉଛି। ତେବେ ଦୁଷ୍କର୍ମ ପରେ ୭ବର୍ଷୀୟ ନାବାଳିକାକୁ ବସ୍ତାରେ ପୁରାଇ ଫୋପାଡି ଦେଇଥିଲେ ଦୁର୍ବୁତ୍ତ। କେବଳ ସେତିକି ନୁହେଁ ନାବାଳିକା ଉପରେ ତାଳ ବରଡ଼ା ଘୋଡେଇ ରକ୍ତାକ୍ତ ଅବସ୍ଥାରେ ଫୋପାଡ଼ି ଦେଇ ଫେରାର ହୋଇଯାଇଥିଲା ଦୁର୍ବୁତ୍ତ।
ତେବେ କୌଣସି ସୁତ୍ରରୁ ସୂଚନା ପାଇ ପରିବାର ଲୋକ ନାବାଳିକାକୁ ଉଦ୍ଧାର କରି ଗୁରୁତର ଅବସ୍ଥାରେ ପ୍ରଥମେ ହିନ୍ଦୋଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏହାପରେ ସେଠାରୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି। ଘଟଣାସ୍ଥଳରେ ପୁଲିସ ଏବଂ ସାଇଣ୍ଟିଫିକ୍ ଟିମ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ଘଟଣା ସହିତ ସଂପୃକ୍ତ ଥିବା ସନ୍ଦେହରେ ଜଣେ ଯୁବକକୁ ପୁଲିସ ଅଟକ ରଖିଛି। ତେବେ ଘଟଣାରେ ଜଣେ ନା ଆଉ କିଏ ସଂପୃକ୍ତି ଅଛି ତାହାର ତଦନ୍ତ କରୁଛି।
ଆଠମଲ୍ଲିକ AEEଙ୍କ ଘର ସମେତ ଦୁଇ ଝିଅ ଘରେ ଭିଜିଲାନ୍ସ ରେଡ୍‌, ଠୁଳ କରିଛନ୍ତି ଆୟ ବହିର୍ଭୁତ ସମ୍ପତି
ଢେଙ୍କାନାଳ : ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍‌ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଆଠମଲ୍ଲିକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ସରକାରୀ ବାସଭବନ ଓ ପୈତୃକ ଘର ସମେତ ମୋଟ ୯ଟି ଯାଗାରେ ରେଡ୍ କରିଛି।
ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କ ଢେଙ୍କାନାଳ ସହର ଗାୟତ୍ରୀ ନଗରସ୍ଥିତ ବାସଭବନ ସମେତ ଆଠମଲ୍ଲିକ ବ୍ଲକ କାର୍ଯ୍ୟାଳୟ, ସରକାରୀ ବାସଭବନ, ଢେଙ୍କାନାଳ ସହର ଗାୟତ୍ରୀ ନଗର ସ୍ଥିତ ବାସଭବନ, ଢେଙ୍କାନାଳ ସଦର ବ୍ଲକ ବଣସିଂହସ୍ଥିତ ପୈତୃକ ଘର ଓ ଗଂଦିଆରେ ଚାଲିଛି ରେଡ୍। ତା ସହିତ ଭବାନୀପାଟଣାର ଧର୍ମଗଡ ଓ ଜୁନାଗଡ଼ରେ ଥିବା ରାମଚନ୍ଦ୍ର ଶତପଥୀଙ୍କ ଦୁଇ ଝିଅଙ୍କ ଘରେ ବି ଚାଲିଛି ରେଡ୍। ଅଧିକ ତଦନ୍ତ ପାଇଁ ଆଠମଲ୍ଲିକ ବ୍ଲକ ସହକାରୀ ନିର୍ବାହୀ ଯନ୍ତ୍ରୀ ରାମଚନ୍ଦ୍ର ଶତପଥୀଙ୍କୁ ଢେଙ୍କାନାଳରୁ ଆଠମଲ୍ଲିକ ନେଇଛି ଭିଜିଲାନ୍ସ ଟିମ।
ଚକୋଲେଟ ଭାବି ମୂଷା ମରା ଔଷଧ ଖାଇଦେଲେ ୬ ଅଙ୍ଗନବାଡ଼ି ଶିଶୁ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା ବେଲଟିଗିରି ପଞ୍ଚାୟତ ଜଂଖିରା ଅଙ୍ଗନବାଡ଼ି କେନ୍ଦ୍ରରେ ଅଭାବନୀୟ ଘଟଣା। ଦିଦି ମୂଷା ମରା ଔଷଧ ରଖିଥିଲେ, ପିଲା ଚକୋଲେଟ ଭାବି ଖାଇଦେଲେ।ଚକୋଲେଟ ଭାବି ୬ ଅଙ୍ଗନବାଡ଼ି ଶିଶୁ ମୂଷା ମରା ଔଷଧ ଖାଇଥିବା ଜଣାପଡ଼ିଛି। ସେମନଙ୍କ ମଧ୍ଯରୁ ୪ ଜଣ ଝିଅ ଆଉ ୨ ଜଣ ପୁଅ ରହିଛନ୍ତି। ସମସ୍ତଙ୍କ ବୟସ ତିନିରୁ ସାଢେ ତିନି ବର୍ଷ ହେବ ବୋଲି ଅଙ୍ଗନବାଡ଼ି କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
ଖବର ଅନୁଯାୟୀ, ଅଙ୍ଗନବାଡ଼ି କେନ୍ଦ୍ରର ଦିଦି ମୂଷା ମାରିବା ପାଇଁ ବଜାରରୁ ଔଷଧ କିଣି ନେଇ ଥୋଇଥିବା ବେଳେ ୬ ଶିଶୁ ଚକୋଲେଟ୍ ଭାବି ଖାଇ ଦେଇଥିଲେ। ମୂଷା ମରା ଖାଇଥିବା ୬ ଜଣ ଶିଶୁଙ୍କୁ ପ୍ରଥମେ ବେଲଟିଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ବର୍ତ୍ତମାନ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ହାଇୱା ଧକ୍କାରେ ୩ ମୃତ, ଜଣେ ଗୁରୁତର
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ରେକୁଳା ଗାଁ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିଚୁ ଗାଡ଼ିକୁ ଏହ ହାଇୱା ଧକ୍କା ଦେଇଛି। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଠିକା ସଂସ୍ଥାର ଅବହେଳାରୁ ଦୁର୍ଘଟଣା ଘଟିଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟଲୋକେ। ଘଟଣା ସ୍ଥଳରେ ଉତ୍ତ୍ୟକ୍ତଲୋକଙ୍କ ଟାୟାର ଜାଳି ରାସ୍ତା ରୋକ କରିଛନ୍ତି। ଫଳରେ ଢେଙ୍କାନାଳ-କାମାକ୍ଷାନଗର ମୁଖ୍ୟରାସ୍ତାରେ ଯାତାୟତ ବାଧାପ୍ରାପ୍ତ ହୋଇଛି।