ବରଗଡ଼ - The Sakala
ଅଙ୍ଗନୱାଡ଼ି କେନ୍ଦ୍ରରେ ଜାତିଗତ ଭେଦଭାବ ଅଭିଯୋଗ: ଦଳିତ ପାଚିକାଙ୍କୁ ନିର୍ଯାତନା
ବରଗଡ଼: ଅଙ୍ଗନୱାଡ଼ି କେନ୍ଦ୍ରରେ ଜାତିଗତ ଭେଦଭାବ ଅଭିଯୋଗ । ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଦେବାନପାଲି ଅଙ୍ଗନୱାଡ଼ି କେନ୍ଦ୍ରରେ ଜଣେ ଦଳିତ ମହିଳାଙ୍କୁ ତାଙ୍କ ଜାତି ପାଇଁ ନିର୍ଯାତନା ଦିଆଯାଉଥିବା ନେଇ ଏକ ସାଂଘାତିକ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ, ଦଳିତ ସମ୍ପ୍ରଦାୟର ଜଣେ ମହିଳା ଗତ ଦୁଇ ମାସ ଧରି ଏହି ଅଙ୍ଗନୱାଡ଼ି କେନ୍ଦ୍ରରେ ପାଚିକା ଭାବରେ କାର୍ଯ୍ୟ କରୁଛନ୍ତି । ଏକ ନିଯୁକ୍ତି ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଗାଁରେ ଏକ ବୈଠକ କରାଯାଇ ତାଙ୍କୁ ଏହି ଦାୟିତ୍ୱ ଦିଆଯାଇଥିଲା। ତେବେ କିଛି ଗ୍ରାମବାସୀ ତାଙ୍କ ସହ ଭେଦଭାବ କରୁଥିବା ନେଇ ମହିଳା ଅଭିଯୋଗ କରିଛନ୍ତି। ସେ ପ୍ରସ୍ତୁତ କରୁଥିବା ଖାଦ୍ୟ, ଅଣ୍ଡା ଏବଂ ଛତୁଆ ନ ଖାଇବା ପାଇଁ ଗ୍ରାମବାସୀମାନେ ଅଙ୍ଗନୱାଡ଼ି ଛାତ୍ରଛାତ୍ରୀଙ୍କୁ ଉସକାଉଛନ୍ତି। ଏହାସହ ପିଲାମାନଙ୍କୁ କେନ୍ଦ୍ରକୁ ନ ପଠାଇବା ପାଇଁ ଅଭିଭାବକମାନଙ୍କୁ ମଧ୍ୟ ପ୍ରବର୍ତ୍ତାଯାଉଛି। ଏପରିକି ଚାକିରିରୁ ଇସ୍ତଫା ଦେବା ପାଇଁ ତାଙ୍କ ଉପରେ ବାରମ୍ବାର ଚାପ ପକାଯାଉଥିବା ସେ ପ୍ରକାଶ କରିଛନ୍ତି।
ମହିଳାଙ୍କ ବାପା ଅବଧୂତ ଜଗତ ମଧ୍ୟ ଅଭିଯୋଗ କରିଛନ୍ତି ଯେ ଝିଅକୁ ଚାକିରିରୁ ବାହାର କରିବା ପାଇଁ ତାଙ୍କୁ ନିର୍ଯାତନା ଦିଆଯିବା ସହ ଚାପ ପ୍ରୟୋଗ କରାଯାଉଛି। ପରିସ୍ଥିତି ଏପରି ଉଗ୍ର ରୂପ ନେଇଥିଲା ଯେ, ବୁଧବାର ଦିନ କିଛି ଗ୍ରାମବାସୀ ଅଙ୍ଗନୱାଡ଼ି କେନ୍ଦ୍ରରେ ତାଲା ପକାଇ ଦେଇଥିଲେ। ଫଳରେ ଗର୍ଭବତୀ ମହିଳା, ପ୍ରସୂତୀ ଏବଂ ଛୋଟ ପିଲାମାନେ ପୁଷ୍ଟିକର ଖାଦ୍ୟ ଏବଂ ଅନ୍ୟାନ୍ୟ ଜରୁରୀ ସେବାରୁ ବଞ୍ଚିତ ହୋଇଥିଲେ।
ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଏ ସମ୍ପର୍କରେ ଝାରବନ୍ଧ ସିଡିପିଓ (CDPO) କହିଛନ୍ତି ଯେ ଅଙ୍ଗନୱାଡ଼ି କର୍ମୀଙ୍କ ପକ୍ଷରୁ ଏକ ଲିଖିତ ଅଭିଯୋଗ ମିଳିଛି। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଇ ରିପୋର୍ଟ ଆଧାରରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି।
ଧାନ ବିକ୍ରି ସମସ୍ୟା ଓ ପ୍ରଶାସନିକ ଅବହେଳା; ରାଷ୍ଟ୍ରପତିଙ୍କ ନିକଟରେ ‘ଇଚ୍ଛାମୃତ୍ୟୁ’ ଆବେଦନ କଲେ ବରଗଡ଼ର ଯୁବଚାଷୀ
ମେଲଛାମୁଣ୍ଡା: ଯେଉଁ ହାତ ସାରା ଦେଶକୁ ଅନ୍ନ ଯୋଗାଏ, ଆଜି ସେହି ହାତ ନିଜ ପାଇଁ ମୃତ୍ୟୁ ଭିକ୍ଷା କରୁଛି । ଧାନ ବିକ୍ରି ସମସ୍ୟା ଓ ପ୍ରଶାସନିକ ଅବହେଳା ଯୋଗୁଁ ପୁଣି ଚର୍ଚ୍ଚାରେ ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲ୍ଲା। ବ୍ୟବସ୍ଥାର ଚକ୍ରବ୍ୟୂହରେ ଚାପି ହୋଇ ଶେଷରେ ରାଷ୍ଟ୍ରପତିଙ୍କ ନିକଟରେ ‘ଇଚ୍ଛାମୃତ୍ୟୁ’ ପାଇଁ ଆବେଦନ କରିଛନ୍ତି ଜଣେ ଯୁବଚାଷୀ। ଏଭଳି ଏକ ସମ୍ବେଦନଶୀଳ ତଥା ଦୁଃଖଦ ଘଟଣା ସାମ୍ନାକୁ ଆସିଛି ମେଲଛାମୁଣ୍ଡା ଥାନା ମେଲଛାମୁଣ୍ଡା ଗ୍ରାମରୁ।
ମେଲଛାମୁଣ୍ଡା ଗ୍ରାମର ଭରତକୃଷ୍ଣ ସାହୁଙ୍କ ପୁଅ ଗୋପାଳ ସାହୁ ଚଳିତ ରବି ଋତୁରେ କଷ୍ଟେମଷ୍ଟେ ଧାନ ଚାଷ କରିଥିଲେ। ହେଲେ ଧାନ ବିକ୍ରି ସମୟରେ ତାଙ୍କୁ ସରକାରୀ ଟୋକନ ମିଳିନଥିଲା। ଘରେ ରୋଗୀଣା ମାଆଙ୍କ ଚିକିତ୍ସା ଏବଂ ଅନ୍ୟାନ୍ୟ ଜରୁରୀ ଖର୍ଚ୍ଚ ତୁଲାଇବା ପାଇଁ ସେ ବାଧ୍ୟ ହୋଇ ଶାଗମାଛ ଦରରେ କିଛି ଧାନ ଖୋଲା ବଜାରରେ ବିକ୍ରି କରିଦେଇଥିଲେ।
ଘରେ ବାକି ରହିଥିବା ଧାନତକ ସରକାରୀ ମଣ୍ଡିରେ ବିକ୍ରି କରିବା ଆଶାରେ ଗୋପାଳ ଦୀର୍ଘ ଦିନ ହେବ ଟୋକନ୍‌କୁ ଅପେକ୍ଷା କରି ରହିଥିଲେ। ଏଥିପାଇଁ ସେ ବାରମ୍ବାର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଦୌଡ଼ି ଦୌଡ଼ି ଗୁହାରି ଜଣାଇଥିଲେ ମଧ୍ୟ ପ୍ରଶାସନ ତରଫରୁ କୌଣସି ସୁଫଳ ମିଳିନଥିଲା। କେହି ତାଙ୍କ ଦୁଃଖ ନଶୁଣିବାରୁ ସେ ସମ୍ପୂର୍ଣ୍ଣ ଭାଙ୍ଗି ପଡ଼ିଛନ୍ତି। ଚାଷ କାର୍ଯ୍ୟ ପାଇଁ କରିଥିବା ଧାର-କରଜର ବୋଝ ଗୋପାଳଙ୍କ ମୁଣ୍ଡ ଉପରେ ଚାପ ସୃଷ୍ଟି କରିଥିବାବେଳେ ପ୍ରଶାସନର ନିରବତା ତାଙ୍କୁ ମାନସିକ ସ୍ତରରେ ମାରିଦେଇଛି। ଅନ୍ୟ କୌଣସି ଉପାୟ ନପାଇ ଯୁବଚାଷୀ ଗୋପାଳ ସାହୁ ବରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ଏକ ଚରମ ପଦକ୍ଷେପ ସ୍ୱରୂପ ଇଚ୍ଛାମୃତ୍ୟୁ ଆବେଦନ କରିଛନ୍ତି । ସେ ଜିଲ୍ଲାପାଳଙ୍କ ଜରିଆରେ ଦେଶର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏହି ପତ୍ର ପ୍ରଦାନ କରିଛନ୍ତି।
ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । ସରକାରୀ ବ୍ୟବସ୍ଥାରେ ଥିବା ତ୍ରୁଟି ଯୋଗୁଁ ଆଉ କେତେ ଦିନ ଏଭଳି ଚାଷୀଙ୍କୁ ନିଜ ଜୀବନ ହାରିବାକୁ ବା ମୃତ୍ୟୁ ମାଗିବାକୁ ପଡ଼ିବ, ତାହା ଏବେ ସବୁଠାରୁ ବଡ଼ ପ୍ରଶ୍ନ ଉଠିଛି ।
ଧାନ ବିକ୍ରି କରିପାରିଲେନି, ଚାଷୀ ମାଗିଲେ ଇଚ୍ଛାମୃତ୍ୟୁ; ବରଗଡ଼ ଜିଲ୍ଲାପାଳଙ୍କୁ ଲେଖିଲେ ଚିଠି
ଭେଡେନ/ବରଗଡ଼: ମାର୍ଚ୍ଚ ୩୧ରୁ ରାଜ୍ୟରେ ସରିଛି ଖରିଫ ଧାନ କିଣା, ରବିଧାନ କିଣା ଆରମ୍ଭ ହୋଇଛି। କୃଷିମନ୍ତ୍ରୀ ଓ ଯୋଗାଣମନ୍ତ୍ରୀ ଚାଷୀଙ୍କଠାରୁ ଧାନ କ୍ରୟ କ୍ଷେତ୍ରରେ ସରକାରଙ୍କ ପଦକ୍ଷେପ ପ୍ରଶଂସନୀୟ ବୋଲି କହୁଛନ୍ତି। ଏପରି ସମୟରେ ଧାନ ବିକ୍ରିକୁ ନେଇ ରାଜ୍ୟରେ ଆସିଛି ଏକ ସାଂଘାତିକ ଚିତ୍ର। ଧାନ ବିକ୍ରି କରିବାରେ ବିଫଳ ହୋଇଥିବା ବରଗଡ଼ ଜିଲ୍ଲା ଭେଡେ଼ନ୍‌ ବ୍ଲକ୍‌ର ଜଣେ ଚାଷୀ ଜିଲ୍ଲାପାଳଙ୍କ ଜନଶୁଣାଣିରେ ଇଚ୍ଛାମୃତ୍ୟୁ ଆବେଦନ କରିଛନ୍ତି। ଧାନ ବିକ୍ରି କରିବାରେ ବିଫଳ ହେବା ପରେ ସେ ଯାବତୀୟ ଆର୍ଥିକ ଅନଟନର ସମ୍ମୁଖୀନ ହୋଇଛନ୍ତି। ପରିବାର ଖର୍ଚ୍ଚ ତୁଲାଇବାକୁ ବି ବିଫଳ ହୋଇଛନ୍ତି। ତେଣୁ ସେ ଜୀବନ ହାରିବାକୁ ସ୍ଥିର କରିଛନ୍ତି ଓ ଏଥିପାଇଁ ଅନୁମତି ଦେବାକୁ ସରକାରଙ୍କ ନିକଟରେ ଆବେଦନ କରିଛନ୍ତି। ଏହି ଘଟଣା ସାରା ରାଜ୍ୟରେ ଆଲୋଡ଼ନ ସୃଷ୍ଟି କରିଛି।
ଇଚ୍ଛାମୃତ୍ୟୁ ଆବେଦନ କରିଥିବା ଚାଷୀ ଜଣକ ହେଉଛନ୍ତି ଭେଡେ଼ନ୍‌ ବ୍ଲକ୍‌ ତାଲମେଣ୍ଡା ଗ୍ରାମର ରୋହିତ ଭୋଇ। ଭେଡେ଼ନ୍‌ ବ୍ଲକ୍‌ ଅଫିସରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣିରେ ସେ ଯୋଗ ଦେଇ ଆତ୍ମବିସର୍ଜନ ପାଇଁ ଅନୁମତି ଦେବାକୁ ଅନୁରୋଧ କରିଛନ୍ତି। ଏ ସଂକ୍ରାନ୍ତରେ ସେ ଲିଖିତ ଭାବରେ ଜିଲ୍ଲାପାଳଙ୍କୁ ଏକ ଆବେଦନପତ୍ର ଦେଇଛନ୍ତି। ଏପରି ଆବେଦନ ଦେଖିବା ପରେ ଜିଲ୍ଲାପାଳ ଓ ଅନ୍ୟ ସରକାରୀ ଅଧିକାରୀମାନେ ତଟସ୍ଥ ହୋଇଛନ୍ତି। ରୋହିତଙ୍କୁ ବୁଝାସୁଝା କରିଛନ୍ତି।
ରୋହିତ ଭୋଇ ଜଣେ ଗରିବ ଚାଷୀ। ବର୍ଷଯାକ ତୁଣ୍ଡଝାଳ ମୁଣ୍ଡରେ ମାରି ଖରିଫରେ କିଛି ଧାନ ଉତ୍ପାଦନ କରିଥିଲେ। ମାତ୍ର ତାହା ସେ ବିକ୍ରି କରିପାରିଲେ ନାହିଁ। ଏବେ ବି ମଣ୍ଡିରେ ତାଙ୍କର ବସ୍ତାବସ୍ତା ଧାନ ପଡ଼ି ରହିଛି।  ସେ କହିଛନ୍ତି ଯେ ଗତ ଖରିଫ ଋତୁରେ ପ୍ରଶାସନର ଅବହେଳା ଯୋଗୁଁ ସେ ଧାନ ବିକି ପାରିନାହାନ୍ତି।  ଧାନଗଣ୍ଡାକ ବିକିବା ପାଇଁ ସେ ଦୀର୍ଘ ଦିନ ହେଲା ଖରା-ବର୍ଷାରେ ଧାରଣା ଦେଇଥିଲେ ମଧ୍ୟ କେହି ତାଙ୍କ କଥା ଶୁଣୁ ନାହାନ୍ତି। ବ୍ଲକ୍‌ ପ୍ରଶାସନଠାରୁ ଆରମ୍ଭ କରି ଜିଲ୍ଲା ପ୍ରଶାସନ ସମସ୍ତେ ତାଙ୍କ ପ୍ରତି  ଅବହେଳା କରିଛନ୍ତି। ଧାନ ବିକ୍ରି ହୋଇପାରୁନଥିବାରୁ ତାଙ୍କ ପରିବାରର ଅବସ୍ଥା ଶୋଚନୀୟ ହୋଇପଡିଛି।  ବୃଦ୍ଧ ବାପା-ମା’ଙ୍କ ପାଇଁ ଔଷଧ ମଧ୍ୟ କିଣିପାରୁନାହାନ୍ତି, ପରିବାରର ଗୁଜୁରାଣ ମେଣ୍ଟାଇବା ତାଙ୍କ ପକ୍ଷରେ ସମ୍ଭବ ହେଉନାହିଁ, ଛୁଆଙ୍କ ପାଠପଢ଼ା ଖର୍ଚ୍ଚ ତୁଲାଇବା ଅସମ୍ଭବ ହୋଇ ପଡ଼ିଛି। ପରିବାର ଲୋକ ଦୁଃଖ ସେ ସହି ପାରୁନାହାନ୍ତି, ତେଣୁ ଅତିଷ୍ଠ ହୋଇ ଜୀବନ ହାରିବାକୁ ସେ ନିଷ୍ପତ୍ତି ନେଇଛନ୍ତି। ତେଣୁ ତାଙ୍କୁ ସରକାର ଓ ପ୍ରଶାସନ ଇଚ୍ଛାମୃତ୍ୟୁ ପାଇଁ ଅନୁମତି ଦେଉ। ଶାନ୍ତିରେ ସେ ଜୀଇ ପାରୁନାହାନ୍ତି, ଶାନ୍ତିରେ ଅନ୍ତତଃ ମରିବାକୁ ସରକାର ଅନୁମତି ଦେଉ ବୋଲି ସେ ଆବେଦନ କରିଛନ୍ତି।
ମହିଳା ସିଆରସିସିଙ୍କୁ ଯୌନ ନିର୍ଯାତନା ମାମଲା: ଡିଇଓ, ବିଇଓଙ୍କ ସହ ପିଇଟିଙ୍କୁ ଗିରଫ କଲା ପୋଲିସ
ବରଗଡ଼: ବରଗଡ଼ ଟାଉନ ଥାନାଞ୍ଚଳରେ ମହିଳା CRCCଙ୍କୁ ଯୌନ ନିର୍ଯାତନା ମାମଲାରେ କାର୍ଯ୍ୟାନୁଷ୍ଠାନ। ଡିଇଓ, ବିଇଓଙ୍କ ସହ ପିଇଟି ସାର୍ ଙ୍କୁ ଗିରଫ କଲା ବରଗଡ଼ ପୋଲିସ। ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁ, ବରଗଡ ବ୍ଲକ ଶିକ୍ଷାଧିକାରୀ ସୁରେନ୍ଦ୍ର ସାହୁ ଓ ସତଲମା ସ୍କୁଲର PET ସମୀର ପାଣିଗ୍ରାହୀଙ୍କୁ ଗିରଫ କରିଛି ପୋଲିସ। ଗତକାଲି ତିନି ଅଧିକାରୀଙ୍କୁ ଉଠାଇନେଇଥିଲା ବରଗଡ଼ ଟାଉନ ପୋଲିସ । ଗିରଫ ପରେ ଆଜି ସେମାନଙ୍କୁ କୋର୍ଟ ଚାଲାଣ କରିବ ପୋଲିସ ।
ସୂଚନା anusaare, ବରଗଡ଼ ପୌରାଞ୍ଚଳରେ ଜଣେ ମହିଳା ସିଆରସିସିଙ୍କୁ ଅସଦାଚରଣ ନେଇ ଅଭିଯୋଗ ହୋଇଥିଲା । ଅଶ୍ଳୀଳ ମେସେଜ ସହ ଯୌନ ନିର୍ଯ୍ୟାତନା ଦେଉଥିବା ନେଇ ବରଗଡ଼ ଟାଉନ ଥାନାରେ ଅଭିଯୋଗ କରିଥିଲେ ମହିଳା ସିଆରସିସି । ତାଙ୍କ ଏଫଆଇଆର୍ ଆଧାରରେ ପୋଲିସ ବୁଧବାର ଅପରାହ୍ଣରେ ଦୁଇ ଶିକ୍ଷା ଅଧିକାରୀଙ୍କୁ ଉଠାଇ ଆଣି ପଚରାଉଚରା କରିଥିଲା । ଦୀର୍ଘ ସମୟ ଧରି ଜେରା କରିବା ପରେ ତିନି ଅଭିଯୁକ୍ତଙ୍କୁ ଗିରଫ କରିଛି ।
ବରଗଡ଼ ଧନୁଯାତ୍ରା ପାଇଁ ଘୋଷଣା ହେଲା କଂସଙ୍କ ନାଁ...
ବରଗଡ଼: ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଚୟନ ହେଲେ ସୁଶୀଲ କୁମାର ମେହେର। ଏନେଇ ବରଗଡ଼ ଅତିରିକ୍ତ ଜିଲ୍ଲାପାଳ ( ADM) ମହେନ୍ଦ୍ର ମହାପାତ୍ର ବିଧିବଦ୍ଧ ଭାବେ ଘୋଷଣା କରିଛନ୍ତି। ୪୪ ଜଣ କଳାକାର କଂସ ଚୟନ ପାଇଁ ଆବେଦନ କରିଥିବା ବେଳେ ୩୬ଜଣ କଳାକାର ୫ ଜଣ ବିଚାରକଙ୍କ ସମ୍ମୁଖରେ ନିଜର  ଚମତ୍କାର ଅଭିନୟ ପ୍ରଦର୍ଶନ କରିଥିଲେ।
ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ.....
ବରଗଡ଼: ବରଗଡ଼ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଖୁଣ୍ଟପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଗଂଝିଆଟିକ୍ରା ଠାରେ ବୃଦ୍ଧ ଦମ୍ପତି ଏକ ଘର ଭିତରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛ। ଏହି ଘଟଣାଟି ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ତେବେ ଗତକାଲି ସନ୍ଧ୍ୟା ସମୟରେ ଆତ୍ମହତ୍ୟା କରିଥିବା  ପ୍ରାଥମିକ ସୂଚନା ରହିଥିବା ବେଳେ ମୃତ୍ୟୁର ପ୍ରକୃତ କାରଣ କଣ ତାହା ଏ ଯାଏଁ ଅସ୍ପଷ୍ଟ ରହିଛି। ମୃତକ ସ୍ବାମୀ ପ୍ରାୟ ୬୫ ବର୍ଷୀୟ କିରୋଟି ପ୍ରଧାନ ଓ ମୃତ ସ୍ତ୍ରୀ ପ୍ରାୟ ୬୦ ବର୍ଷୀୟା ଶାନ୍ତି ପ୍ରଧାନ।  ମୃତ୍ୟୁର  କାରଣ ଖୋଜୁଛି ପୁଲିସ।
ଅନ୍ୟପଟେ, ଗତବର୍ଷ ଦମ୍ପତିଙ୍କ ସାନ ପୁଅର ମୃତ୍ୟୁକୁ ନେଇ ଏପରି ଘଟଣା ଘଟାଇ ଥାଇପାରନ୍ତି ବୋଲି ସମ୍ପର୍କୀୟମାନେ ଅନୁମାନ କରୁଥିବାବେଳେ ମୃତ୍ୟୁ ପଛର ପ୍ରକୃତ କାରଣ କଣ ରହିଛି ସେନେଇ ପୁଲିସ ତଦନ୍ତ ଜାରି ରଖିଛି। ମୃତକଙ୍କ ଶବକୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଶବ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଶବ ବ୍ୟବଚ୍ଛେଦ ରିପୋର୍ଟ ପରେ ମୃତ୍ୟୁର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି।
ସୁଦୃଢ଼ ହେବ ଭୁବନେଶ୍ୱରର ସହରାଞ୍ଚଳ ଯୋଜନା, ଟିପି-୮ ଡ୍ରାଫ୍ଟକୁ ସରକାରୀ ଅନୁମୋଦନ...
ଭୁବନେଶ୍ୱର: ରାଜଧାନୀର ଯୋଜନାବଦ୍ଧ ସହରୀ ବିକାଶ ଦିଗରେ ଆଉ ଏକ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ସହର ପରିକଳ୍ପନା ଯୋଜନା (ଟିପି) ଯୋଜନା-୮ର ଡ୍ରାଫ୍ଟ ଯୋଜନାକୁ ଅନୁମୋଦନ ଦେଇଛନ୍ତି। ଏହି ସମ୍ପର୍କିତ ଏକ ସରକାରୀ ବିଜ୍ଞପ୍ତି ଓଡ଼ିଶା ଗେଜେଟରେ ପ୍ରକାଶିତ ହୋଇଛି। ସମ୍ପୃକ୍ତ ଯୋଜନାଟି ଅନ୍ଧାରୁଆ ଓ ଦାସପୁର ମୌଜାରେ ୫୬୦.୮୬ ଏକର ଜମିରେ କାର୍ଯ୍ୟକାରୀ ହେବ।
ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହି ପ୍ରକଳ୍ପର କାର୍ଯ୍ୟକାରୀ ସଂସ୍ଥା ରହିବ। ଏହି ଯୋଜନା ଅଧୀନରେ, ଜମି ମାଲିକମାନେ ସେମାନଙ୍କ ଜମିର ୪୦ ପ୍ରତିଶତ ସହରୀ ଭିତ୍ତିଭୂମି ପାଇଁ ଦେବେ। ଆଉ ୬୦ପ୍ରତିଶତ ବିକଶିତ ଟିପି ଅଞ୍ଚଳ ଭାବେ ରହିବ। ପ୍ରକଳ୍ପରେ ପ୍ରାୟ ୯ ରୁ ୬୦ ମିଟର ଚଉଡ଼ା ରାସ୍ତା, ଡ୍ରେନେଜ, ଜଳ ଯୋଗାଣ, ସ୍ୱରେଜ ଓ ବିଦ୍ୟୁତ ନେଟୱାର୍କ ସହିତ ସମ୍ପୂର୍ଣ୍ଣ ଭିତ୍ତିଭୂମି ବିକାଶ କରାଯିବ। ଏହା କେବଳ ସଂଯୋଗୀକରଣ ଓ ବାସଯୋଗ୍ୟତା ବୃଦ୍ଧି କରିବ ନାହିଁ। ବରଂ ଅବଶିଷ୍ଟ ଜମିର ବଜାର ମୂଲ୍ୟକୁ ମଧ୍ୟ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବ ବୋଲି ଆଶା କରାଯାଉଛି। ସମ୍ପୃକ୍ତ ପଦକ୍ଷେପଟି ‘ସମୃଦ୍ଧ ସହର’ କାର୍ଯ୍ୟକ୍ରମର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ, ଯାହା ଯୋଜନାବଦ୍ଧ ଜମି ପୁନର୍ଗଠନ ଓ ନିୟୋଜିତ ସମ୍ପ୍ରସାରଣ ମାଧ୍ୟମରେ ଓଡ଼ିଶାର ସହରୀ ଅଞ୍ଚଳଗୁଡ଼ିକୁ ସମୃଦ୍ଧ ବିକାଶ କେନ୍ଦ୍ରରେ ରୂପାନ୍ତର କରିବାକୁ ଲକ୍ଷ୍ୟ ରଖିଛି। ଏହି ଯୋଜନା ୨୦୧୦ର ସମଗ୍ର ବିକାଶ ଯୋଜନା (ସିଡିପି)ର ଲକ୍ଷ୍ୟକୁ ମଧ୍ୟ ସମର୍ଥନ କରେ, ଯାହା ଭୁବନେଶ୍ୱର ବିକାଶ ଅଞ୍ଚଳ ଚାରିପାଖରେ ୬୫ କିଲୋମିଟର ଲମ୍ୱା ରିଙ୍ଗ ରୋଡ଼ ପ୍ରସ୍ତାବ କରେ।
ଏହି ଉଦ୍ଦେଶ୍ୟଗୁଡ଼ିକୁ ହାସଲ କରିବା ପାଇଁ, ବିଡିଏ ରିଙ୍ଗ ରୋଡ୍‌‌ ପାର୍ଶ୍ବରେ ଥିବା ରାଜସ୍ୱ ଗ୍ରାମଗୁଡ଼ିକରେ ଟିପି ସ୍କିମ୍‌‌ କାର୍ଯ୍ୟକାରୀ କରିବାକୁ ଯୋଜନା କରୁଛି। ବିଡିଏ ଉପାଧ୍ୟକ୍ଷ ଡା. ଏନ ତିରୁମାଲା ନାୟକ ଉଚ୍ଚମାନର ସହରାଞ୍ଚଳ ଭିତ୍ତିଭୂମି ଏବଂ ସ୍ଥାୟୀ ସହର ଅଭିବୃଦ୍ଧି ସୁନିଶ୍ଚିତ କରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି କାର୍ଯ୍ୟାନ୍ୱୟନକୁ ତ୍ୱରାନ୍ୱିତ କରିବା ଏବଂ ନିୟମିତ ପ୍ରଗତି ସମୀକ୍ଷା କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ନିଶ୍ଚେତକ ଦେବା ପରେ ଅସ୍ତ୍ରୋପଚାର ମେସିନ ଅଚଳ, ଅଚେତ ଅବସ୍ଥାରେ ୭ଘଣ୍ଟା ଶୋଇ ରହିଲେ ୨୭ ମହିଳା
ବରଗଡ଼: ନିଶ୍ଚେତକ ଦେବା ପରେ ଅଚଳ ହୋଇଗଲା ଅସ୍ତ୍ରୋପଚାର ମେସିନ୍‌। ଜଣେ କି ଦୁଇଜଣ ନୁହେଁ, ସମୁଦାୟ ୨୭ଜଣ ମହିଳା ସେମିତି ୭ ଘଣ୍ଟା ଧରି ବେଡ୍‌ ଉପରେ ଅଚେତ ଅବସ୍ଥାରେ ପଡ଼ି ରହିଲେ। ଏପଟେ ଭୟ, ଆଶଙ୍କା ମଧ୍ୟରେ ସେମାନଙ୍କ ପରିବା ରଲୋକ ଘାଣ୍ଟି ଚକଟି ହେଲେ। ବିଭିନ୍ନ ସମୟରେ ବିବାଦରେ ରହିଆସୁଥିବା ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରୁ ଗତକାଲି ପୁଣି ଏମିତି ଏକ ସାଂଘାତିକ ଅଭିଯୋଗ ଆସିଛି। ଏହାକୁ ନେଇ ବୁଦ୍ଧିଜୀବୀ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ଜିଲ୍ଲାର ସ୍ବାସ୍ଥ୍ୟ‌ସେବା ଉପରେ ସେମାନେ ପ୍ରଶ୍ନ ଉଠାଇଛନ୍ତି।
ସୂଚନାନୁଯାୟୀ, ପରିବାର ନିୟନ୍ତ୍ରଣ ଅସ୍ତ୍ରୋପଚାର ପାଇଁ ଇଚ୍ଛୁକ ଥିବା ପ୍ରାୟ ୩୦ ମହିଳା ଆଶାଦିଦିମାନଙ୍କ ମାଧ୍ୟମରେ ଗୁରୁବାର ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆସିଥିଲେ। ପୂର୍ବ ପ୍ରସ୍ତୁତି ଅନୁଯାୟୀ, ସବୁ କିଛି ଠିକଠାକ୍‌ ଚାଲିଥିଲା। ଡାକ୍ତର ମଧ୍ୟ ଠିକ୍‌ ସମୟରେ ପହଞ୍ଚି ଅସ୍ତ୍ରୋପଚାର ପ୍ରକ୍ରିୟା ଆରମ୍ଭ କରିଦେଇଥିଲେ। ସମସ୍ତଙ୍କୁ ପ୍ରଥମେ ଆନେସ୍ଥିସିଆ ଦିଆଯିବା ପରେ ଜଣଜଣ କରି ଅସ୍ତ୍ରୋପଚାର ଆରମ୍ଭ କରାଯାଇଥିଲା। ମାତ୍ର, ୩ଜଣଙ୍କ ଅସ୍ତ୍ରୋପଚାର ସାରି ଚତୁର୍ଥ ବେଳକୁ ମେସିନ୍‌ ଅଚଳ ହୋଇଗଲା। ଏହା ଦେଖି ଅସ୍ତ୍ରୋପଚାର କରୁଥିବା ଡାକ୍ତରଜଣଙ୍କ ଘାବ‌ରେଇ ଯାଇଥିଲେ। ତରବରିଆ ଭାବେ ସେ ଅସ୍ତ୍ରୋପଚାର କକ୍ଷରୁ ବାହାରି ଚାଲିଯାଇଥିଲେ। ବାହାରେ ଅପେକ୍ଷା କରିଥିବା ମହିଳାଙ୍କ ସମ୍ପର୍କୀୟ କିଛି କହିବା ପୂର୍ବରୁ ଡାକ୍ତର ନିଜଆଡ଼ୁ କହିଥିଲେ ଯେ ମେସିନ ଅଚଳ ହୋଇଯାଇଛି ଏବଂ ଏବେ ଆଉ ଅସ୍ତ୍ରୋପଚାର ହୋଇପାରିବ ନାହିଁ। ଆପଣମାନେ ଆପଣଙ୍କ ସଂପର୍କୀୟଙ୍କୁ ଅନ୍ୟତ୍ର ନେଇଯାଆନ୍ତୁ, ନ ହେଲେ ଅନ୍ୟ ଦିନ ଆଣିବେ। ସେମାନେ ଭିତରକୁ ଯାଇ ଦେଖିବା ବେଳକୁ ୱାର୍ଡ ଭିତରେ ଗୋଟେଗୋଟେ ବେଡ୍‌ରେ ଦୁଇରୁ ତିନିଜଣ ମହିଳା ଅଚେତ ଅବସ୍ଥାରେ ଶୋଇ ରହିଥିଲେ। ମୋଟ ୨୭ଜଣ ମହିଳା ଅଚେତ ଅବସ୍ଥାରେ ପଡ଼ି ରହିଥିଲେ।
ଏହା ଦେଖି ଅଭିଭାବକମାନଙ୍କ ମଧ୍ୟରେ ଭୟର ବାତାବରଣ ଖେଳି ଯାଇଥିଲା। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବାରୁ ଖବର ପାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଅଧିକାରୀ ଡାକ୍ତର କୁବେର ମହନ୍ତ ସେଠାରେ ପହଞ୍ଚିଥିଲେ। ତେବେ ସଂଧ୍ୟା ପ୍ରାୟ ୭ଟା ବେଳେ ଅନ୍ୟ ଏକ ମେସିନ୍‌ ଆସିବା ପରେ ମହିଳାମାନଙ୍କ ଅସ୍ତ୍ରୋପଚାର କରାଯାଇଥିଲା। ସେ ପର୍ଯ୍ୟନ୍ତ ସେମାନେ ସେମିତି ଅଚେତ ହୋଇପଡ଼ିଥିଲେ। ଏଠାରେ ପ୍ରଶ୍ନ ଉଠୁଛି, ମହିଳାମାନଙ୍କର ଯଦି କିଛି ଅଘଟଣ ଘଟିଥା’ନ୍ତା, ସେଥିପାଇଁ କିଏ ଦାୟୀ ରହିଥା’ନ୍ତା। ଏହି ଘଟଣାକୁ ନେଇ ସାଧାରଣ‌ରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।
ସୂଚନାଯୋଗ୍ୟ, ଅସ୍ତ୍ରୋପଚାର ପାଇଁ ଆସିଥିବା ମହିଳାଙ୍କ ମଧ୍ୟରେ ବରପାଲି ବ୍ଲକ୍‌ କାଏଁସିରରୁ ୫ଜଣ, ବାରଙ୍ଗ ପାଳିରୁ ୩ଜଣ, ରାବଣଗୁଡ଼ାରୁ ୩ଜଣ, ବାଗବାଡ଼ିରୁ ୩ଜଣ, ବରଗଡ଼ ବ୍ଲକ୍‌ ଧମନାଁମୁଣ୍ଡାରୁ ଜଣେ, ମହଦାରୁ ଜଣେ ଓ ଭଟଲି ବ୍ଲକ କୁଶନପୁରୀରୁ ଜଣେ ରହିଥିଲେ। ଉଲ୍ଲେଖଯୋଗ୍ୟ, ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ବିବାଦ ପିଛା ଛାଡ଼ୁନି। ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା ସାମ୍ନାକୁ ଆସୁଛି। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଅନେକଥର ଏଠାକୁ ଆସି ନିଜ ଆଖିରେ ଅବ୍ୟବସ୍ଥା ଦେଖି ଯାଇଛନ୍ତି। ଖୁବ୍‌ଶୀଘ୍ର ସବୁକିଛି ଠିକ୍ ହେବ ବୋଲି ବାରମ୍ବାର ପ୍ରତିଶ୍ରୁତି ମଧ୍ୟ ଦେଇଛନ୍ତି। ହେଲେ ଆଜି ପର୍ଯ୍ୟନ୍ତ କୌଣସି ପଦକ୍ଷେପ ନେଇନଥିବା ଅଭିଯୋଗ ହୋଇଛି।
ବରଗଡ଼: ବରଗଡ଼ ଜିଲ୍ଲା ବିଜେପୁର ଥାନାର ଜଗା ବରିହା ନାମକ ଜଣେ ପୁଲିସ ଏସ୍ଆଇ ଜଣେ ସ୍କ୍ରାପ୍ ଡିଲରଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଆଜି ବିଜେପୁର ଥାନା ଏସ୍ଆଇ ଜଗା ବରିହା, ଜଣେ ସ୍କ୍ରାପ୍ ଡିଲର (ଅଭିଯୋଗକାରୀ)ଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ମାଗୁଥିବା ଏବଂ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଅଭିଯୁକ୍ତ ଏସ୍ଆଇ ଶ୍ରୀ ବରିହା ଅଭିଯୋଗକାରୀଙ୍କଠାରୁ ୧୦,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। ଯେତେବେଳେ ସେ ୧୦,୦୦୦ ଟଙ୍କା ଲାଞ୍ଚ ଦେବାକୁ ଅକ୍ଷମତା ପ୍ରକାଶ କଲେ, ଶ୍ରୀ ବରିହା ସେହି ପରିମାଣକୁ ୭,୦୦୦ ଟଙ୍କାକୁ ହ୍ରାସ କରିଥିଲେ। ସେହି ସମୟରେ, ଶ୍ରୀ ବରିହା ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଧମକ ଦେଇଥିଲେ। ଯଦି ତାଙ୍କୁ ୭,୦୦୦ ଟଙ୍କା ଲାଞ୍ଚ ନଦିଆଯାଏ, ଅନ୍ୟ କୌଣସି ବିକଳ୍ପ ନ ପାଇ, ଅଭିଯୋଗକାରୀ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଘଟଣା ବିଷୟରେ ଜଣାଇଥିଲେ। ଏହାପରେ ଭିଜିଲାନ୍ସ ଅଧିକାରୀମାନେ ଆଜି ପୁଲିସ ଏସଆଇ ଶ୍ରୀ ବରିହାଙ୍କୁ ଅଭିଯୋଗକାରୀଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଗିରଫ କରିଥିଲେ।
ନାବାଳିକା ଆତ୍ମାହୁତି ଉଦ୍ୟମ ଘଟଣା : ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ
ବରଗଡ଼: ବୁର୍ଲା ମେଡିକାଲ୍‌ରେ ଚିକିତ୍ସାଧୀନ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକାଙ୍କ ମୃତ୍ୟୁ ହୋଇଛି। ବରଗଡ଼ ଫିରିଙ୍ଗିମାଳ ଗାଁରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ୍‌ରେ ଭର୍ତ୍ତି କରଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ନାବାଳିକର ମୃତ୍ୟୁ ହୋଇଛି। ଡାକ୍ତର ମୃତ ଘୋଷଣା କରିଥିବା ନେଇ ସୂଚନା ଦେଇଛନ୍ତି ବରଗଡ଼ ଦାୟିତ୍ବରେ ଥିବା ବଲାଙ୍ଗିର ଏସ୍‌ପି ଅଭିଳାଷ.ଜି।
ଆଜି ସକାଳୁ ଗାଇସିଲଟ ଥାନା ଫିରିଙ୍ଗିମାଳ ଗାଁରେ ୧୩ ବର୍ଷର ନାବାଳିକାଙ୍କୁ କିଏ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା । ନିଜ ଘର ପଛପଟ ପଡ଼ିଆରେ ନାବାଳିକା ଜଣଙ୍କ ଜଳୁଥିବାର ଦେଖିବାକୁ ପାଇଥିଲେ ପାଖ ପଡୋଶୀ । ନିଆଁ ଲିଭାଇବା ସହ ନାବାଳିକା କେମିତି ପୋଡ଼ି ହେଲେ ବୋଲି ପଚାରିଥିଲେ । ଆଉ ଜଳି ଯାଇଥିବା ନାବାଳିକା କହିଥିଲେ ତାଙ୍କ ସହ କଣ ହୋଇଛି । କେହି ଜଣେ ଝିଅ ତାଙ୍କୁ ହତ୍ୟା କରିବାକୁ ଚାହୁଥିବା ନିଜ ବୟାନରେ କହିଛନ୍ତି ନାବାଳିକା ଜଣଙ୍କ । ଅଷ୍ଟମ ଶ୍ରେଣୀରେ ପଢୁଥିବା ୧୩ ବର୍ଷୀୟା ନାବାଳିକା ପୋଡ଼ିକୁ ନେଇ ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳି ଯାଇଛି । ନାବାଳିକା ଝିଅକୁ କିଏ ଜାଳିଦେଲା ନା ସେ ନିଜେ ପୋଡ଼ି ହୋଇଛନ୍ତି, ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ପାରି ନାହିଁ ।
ସେପଟେ ବରଗଡ଼ ଗାଇସିଲଟ ନାବାଳିକା ପୋଡ଼ି ଘଟଣାର ତଦନ୍ତ ପାଇଁ ଗଠନ ହୋଇଛି ଟିମ । ବରଗଡ ଦାୟିତ୍ୱରେ ଥିବା ବଲାଙ୍ଗୀର ଏସପି ଅଭିଳାଷ ଜି. ଙ୍କ ସୂଚନା ଅନୁସାରେ ତିନି ଜଣ ଆଇଆଇସିଙ୍କୁ ନେଇ ଟିମ ଗଠନ ହୋଇଛି । ଫିରିଙ୍ଗିମାଳ ଗାଁକୁ ଯାଇ ତଦନ୍ତ କରିବ ପୁଲିସ ଟିମ୍ ।
ପୁଣି ନାବାଳିକାଙ୍କ ଆତ୍ମାହୁତି ଉଦ୍ୟମ, ଫୁଟବଲ୍‌ ପଡ଼ିଆରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର
ବରଗଡ଼: ବାଲେଶ୍ବର-ବଳଙ୍ଗା-ବଡ଼ପଡ଼ା ପରେ ଆଜି ବରଗଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ବରଗଡ଼ ଗାଇସିଲେଟ ବ୍ଲକ ଫିରିଙ୍ଗିମାଳ ଗାଁରେ ପେଟ୍ରୋଲ ଢ଼ାଳି ଜଣେ ନାବାଳିକା ଆତ୍ମାହୁତି ଉଦ୍ୟମ କରିଛନ୍ତି । ନାବାଳିକା ଜଣକ ନିଜ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି । ମାମୁଁ ଘର ପଛ ପଟରେ ଥିବା ଫୁଟବଲ୍ ପଡ଼ିଆରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରାଯାଇଛି । ଛାତ୍ରୀ ଜଣକ ଜଳିଗଲେ ନା କେହି ନିଆଁ ଲଗାଇ ଦେଇଛନ୍ତି ତାହା ଅସ୍ପଷ୍ଟ ରହିଛି । ଅବସ୍ଥା ଗୁରୁତର ଥିବାରୁ ନାବାଳିକାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ।
ନାବାଳିକାଙ୍କର ପ୍ରକୃତ ଘରେ ପଦ୍ମପୁର ତେଣ୍ଡା ପଦର ଗାଁରେ ହୋଇଥିବା ବେଳେ ଏହି ୧୩ ବର୍ଷୀୟା ଛାତ୍ରୀ ଜଣଙ୍କ ଫିରଙ୍ଗିମାଲ ମାମୁଁ ଘରେ ରହି ପାଠ ପଢୁଥିଲେ । ଅଷ୍ଟମ ଶ୍ରେଣରେ ପାଠ ପଢ଼ୁଥିବା ବେଳେ କେଉଁ କାରଣରୁ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ତାହା ଅସ୍ପଷ୍ଟ ରହିଛି ।
ତେବେ କେମିତି ଜଳିଗଲେ ନାବାଳିକା? ନା କେହି ତାଙ୍କୁ ପେଟ୍ରୋଲ ଢାଳି ଜାଳିଦେଇଛି, ତାହା ସ୍ପଷ୍ଟ ହୋଇନି । ଏନେଇ ଆମ୍ବୁଲାନ୍ସକୁ ଖବର ଦିଆଯିବା ପରେ ଆମ୍ବୁଲାନ୍ସ ଆସିବାରେ ମଧ୍ୟ ବିଳମ୍ବ ହୋଇଥିଲା । ଯେଉଁଥିପାଇଁ ନାବାଳିକାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡ଼ିଛି । ନାବାଳିକା ଜଣଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଭିଜିଲାନ୍ସ ଜାଲରେ ବରଗଡ଼ ଜିଲା ଗାଇସିଲଟ ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ
ବରଗଡ: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ। ଗାଇସିଲଟ୍ ବ୍ଲକର କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ୍ ଭିଜିଲାନ୍ସ ଜାଲରେ ପଡିଛନ୍ତି।  ୮ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ ଧରିଛି। ତାଙ୍କ ବାସଭବନ ସମେତ କାର୍ଯ୍ୟାଳୟରେ ଚଢାଉ ଜାରି ରହିଛି।
ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ ଗତ ଏକ ବର୍ଷ ହେବ ଚାକିରିରେ ଯୋଗଦାନ କରିଥିଲେ। ଦରମା ବାହାରେ ଅଧିକ ଅର୍ଥ ଉପାର୍ଜନର ଲୋଭ ଆଜି ସସ୍ମିତାଙ୍କୁ ମହଙ୍ଗା ପଡ଼ିଛି। ମନରେଗା କାମ ପାଇଁ ହିତାଧିକାରୀଙ୍କ ଠାରୁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ମାଡ଼ି ବସିଲା ଭିଜିଲାନ୍ସ ଟିମ୍।