ନବରଙ୍ଗପୁର - The Sakala
ସାପ କାମୁଡାରେ ଭାଇଭଉଣୀଙ୍କ ମୃତ୍ୟୁ
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ ରାଜପୁର ପଞ୍ଚାୟତରେ ଦୁଃଖଦ ଘଟଣା। ସାପ କାମୁଡାରେ ଭାଇଭଉଣୀଙ୍କ ମୃତ୍ୟୁ ଘଟିଛି। ନାବାଳକ ଭାଇଙ୍କ ନାଁ ରୁତୁରାଜ ହୋଇଥିବା ବେଳେ ଭଉଣୀଙ୍କ ନାଁ ଆମିଷା ବୋଲି ଜଣାପଡ଼ିଛି। ଘରେ ଶୋଇଥିବା ବେଳେ ସାପ କାମୁଡ଼ିଥିବା ପରିବାର ପକ୍ଷରୁ ସୂଚନା ।
ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ
ନବରଙ୍ଗପୁର: ଶ୍ବାସରୁଦ୍ଧ ହୋଇ ୪ ଶ୍ରମିକଙ୍କ ମୃତ୍ୟୁ । ପାଇଖାନା ଟାଙ୍କିରେ କାମ କରିବା ବେଳେ ୪ ଜଣ ଶ୍ରମିକଙ୍କର ମୃତ୍ୟୁ ଘଟିଛି।  ଏଭଳି ଅଭାବନୀୟ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ନନ୍ଦାହାଣ୍ଡି ବ୍ଲକ ପଡ଼ାଲଗୁଡ଼ା ଗାଁରେ। ଶ୍ରମିକଙ୍କୁ ଉଦ୍ଧାର କରି ମେଡିକାଲ ପଠାଇଥିଲା ଅଗ୍ନିଶମ ବାହିନୀ । ମେଡିକାଲରେ ମୃତ ଘୋଷଣା କରିଥିଲେ ଡାକ୍ତର।
ବିଜେଡ଼ିରେ ଯୋଗଦେଲେ ନବରଙ୍ଗପୁର ବିଧାନସଭା କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପ୍ରଧାନୀଙ୍କ ସମେତ ବହୁ ସରପଞ୍ଚ ଓ ସମିତି ସଭ୍ୟ
ଭୁବନେଶ୍ୱର : ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ନବରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପ୍ରଧାନୀଙ୍କ ନେତୃତ୍ୱରେ ଶତାଧିକ ପିଆରଆଇ ସଦସ୍ୟ ଓ କର୍ମୀ ଆଜି ଶଙ୍ଖଭବନ ଠାରେ ବିଜୁ ଜନତା ଦଳ ବିଧାୟକ ତଥା ଜିଲ୍ଲା ସଭାପତି ମନୋହର ରନ୍ଧାରୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।
ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା କଂଗ୍ରେସର ବିଧାନସଭା ପ୍ରାର୍ଥୀ ଦିଲ୍ଲୀପ ପ୍ରଧାନୀ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶାବାସୀଙ୍କ ଲୋକପ୍ରିୟ ନେତା ନବୀନ ପଟ୍ଟନାୟକଙ୍କ ନୀତି, ଆଦର୍ଶ ଓ କାର୍ଯ୍ୟଧାରାରେ ଅନୁପ୍ରାଣିତ ହୋଇ ଆମେ ସମସ୍ତେ ବିଜୁ ଜନତା ଦଳରେ ସାମିଲ ହେବା ପାଇଁ ନିଷ୍ପତ୍ତି ନେଲୁ। ବିଜୁ ଜନତା ଦଳରେ ସାମିଲ ହୋଇ ଆମେ ବହୁତ ଖୁସି ଅନୁଭବ କରୁଛୁ।
ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ସରପଞ୍ଚ ସର୍ବଶ୍ରୀ ପ୍ରମିଳା ମୁଦୁଲି, ଶଙ୍କର ନାୟକ, ରୁକ୍ମୁଣୀ ମାଝୀ, ସମିତିସଭ୍ୟ ସର୍ବଶ୍ରୀ ଦୁର୍ଯୋ ମାଝୀ, ଜିତେନ୍ଦ୍ର ହରିଜନ, ସୋମନାଥ ସୌରା, ବରିଷ୍ଠ କଂଗ୍ରେସ ନେତା ମନ୍ଦର ଜାନୀ ଓ ବିପିନି ବିଶୋୟୀ, ପୂର୍ବତନ ସରପଞ୍ଚ କୁମର ପୂଜାରୀ ପ୍ରମୁଖ ବିଜେଡ଼ିରେ ସାମିଲ୍‌ ହୋଇ କହିଥିଲେ ଯେ, ଆମେ ବିଜୁ ଜନତା ଦଳରେ ସାମିଲ ହୋଇଥିବାରୁ ବହୁତ ଖୁସି। ଏହି ମିଶ୍ରଣ ପର୍ବରେ ରାଜ୍ୟସଭା ସାଂସଦ ମୁଜିବୁଲ୍ଲା ଖାନ (ମୁନ୍ନା ଖାନ), ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ସାଧାରଣ ସମ୍ପାଦକ ରମେଶ ମାଝୀ, ପୂର୍ବତନ ବିଧାୟକ ସଦାଶିବ ପ୍ରଧାନୀ, ମିଡିଆ ସଂଯୋଜକ ତଥା ମୁଖପାତ୍ର ଡ଼ ଲେନିନ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ଉମରକୋଟ : ଦେହ ଭଲ କରିବା ପାଇଁ ମାସକର ଏକ ଶିଶୁକୁ ଚେଙ୍କ ଦିଆଯିବା ଘଟଣା ଏଠାରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ଶିଶୁଟିକୁ ଗୁରୁତର ଅବସ୍ଥାରେ ନବରଙ୍ଗପୁର ଜିଲ୍ଲା ଉମରକୋଟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଶିଶୁଟି ଚନ୍ଦାହାଣ୍ଡି ବ୍ଲକ୍‌ର ଗମ୍ଭାରୀଗୁଡ଼ା ପଞ୍ଚାୟତର ଫୁଣ୍ଡେଲପଡ଼ା ଗ୍ରାମର ସରୋଜ କୁମାର ନାୟକଙ୍କ ୧ ମାସର ଶିଶୁପୁତ୍ର। ତା’ ପେଟରେ ୪୦ରୁ ଊର୍ଦ୍ଧ୍ବ ଚେଙ୍କ ଚିହ୍ନ ରହିଛି। ପରିସ୍ଥିତି ଏପରି ହେଇଛି ଯେ ଛୁଆଟିର ପେଟରେ ଆଉ ଖାଲି ସ୍ଥାନ ଦେଖିବାକୁ ମିଳୁନାହିଁ।
ମିଳିଥିବା ସୂଚନା ଅନୁଯାୟୀ, ପିଲାଟି ଜନ୍ମ ହେବାର ୧୦ ଦିନ ପରେ ଦେହ ଭାଙ୍ଗି ମୋଡ଼ି ହେଉଥିଲା ଓ କାନ୍ଦୁଥିଲା। ଏହା ଦେଖି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଅନ୍ୟ କାହାର କଥାରେ ପଡ଼ି ପିଲାଟିର ପେଟରେ ୪୦ରୁ ଊର୍ଦ୍ଧ୍ବ ଚେଙ୍କ ଦିଆଯାଇଥିଲା। ପରିବାରଲୋକଙ୍କ କହିବା ଅନୁଯାୟୀ, ଚେଙ୍କ ଦେବା ପରେ କିଛି ଦିନ ଶିଶୁଟି ଆଉ କାନ୍ଦିନଥିଲା। କିନ୍ତୁ ବର୍ତ୍ତମାନ ଦୁଇ ଦିନ ହେଲା ଶିଶୁଟି ଚେଙ୍କର ଯନ୍ତ୍ରଣା ସମ୍ଭାଳି ନପାରି ପୁଣି କାନ୍ଦିବା ଆରମ୍ଭ କରିଥିଲା। ତେଣୁ ପରିବାରଲୋକେ ଆଜି ଦିନ ପ୍ରାୟ ୧ଟାରେ ତାକୁ ଉମରକୋଟ ଚିକିତ୍ସାଳୟକୁ ଆଣିଥିଲେ।
ବରିଷ୍ଠ ଶିଶୁ ରୋଗ ବିଶେଷଜ୍ଞ ତଥା ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ସନ୍ତୋଷ କୁମାର ପଣ୍ଡା ତୁରନ୍ତ ଉମରକୋଟ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରି ନିଜେ ହିଁ ଚିକିତ୍ସା ଆରମ୍ଭ କରିଦେଇଥିଲେ। ଚିକିତ୍ସା ପରେ ଶିଶୁଟିର ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଡା. ପଣ୍ଡା କହିଛନ୍ତି।
ଦୁଇ ବାଇକ୍ ମୁହାଁମୁହିଁ ଧକ୍କା: ୨ ମୃତ, ଜଣେ ଗୁରୁତର
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ମେଣ୍ଟରି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ ମୁହାଁମୁହିଁ ଧକ୍କା ଘଟିଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଚିତ୍ରକୋଟ ଗ୍ରାମର ପୂର୍ଣ ମାଝୀ ଓ ହେମନ୍ତ ବାଣୁଆ । ଗୁରତର ଜଣକ ହେଉଛନ୍ତି ଅଞ୍ଚଳଗୁମା ଗ୍ରାମର ସମ୍ବିତ ଭତରା।
ଭସାଣିବେଳେ ଛୁରାମାଡ଼: ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର
ନବରଙ୍ଗପୁର: ନବରଙ୍ଗପୁର ସହରରେ ଭସାଣି ବେଳେ ଛୁରାମାଡ଼ । ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଓ ଛୁରାମାଡ଼ରେ ଅନ୍ୟଏକ ଗୋଷ୍ଠୀର ଦୁଇ ନାବାଳକ ଗୁରୁତର ହୋଇଥିଲେ। ଉକ୍ତ ୨ ନାବାଳକଙ୍କୁ ଉଦ୍ଧାର କରାଯାୟୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି। ଉକ୍ତ ଦୁଇ ନାବାଳକ ଦଣ୍ଡାସୀ ସାହିର ବୋଲି ଜଣାପଡ଼ିଛି। ଏହି ଘଟଣାରେ ଟାଉନ ପୁଲିସ ଜଣକୁ ଅଟକ ରଖି ତଦନ୍ତ ଆରମ୍ଭ କରିଛି।
ଗାଧୋଇବାବେଳେ ପୋଖରୀରେ ବୁଡ଼ି ଚାଲିଗଲା ଦୁଇ ନାବାଳିକାଙ୍କ ଜୀବନ
ନବରଙ୍ଗପୁର: ପୋଖରୀରେ ବୁଡି ଦୁଇ ନାବାଳିକା ମୃତ । ନବରଙ୍ଗପୁର ଜିଲ୍ଲା କୋଷାଗୁମୁଡା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଛେଳିପଦର ଗାଁରେ ଅଘଟଣ । ସୂଚନା ଅନୁସାରେ, ନିଜ ଘର ନିକଟସ୍ଥ ଏକ ପୋଖରୀରେ ଦୁଇ ନାବାଳିକା ଗାଧୋଇବା ପାଇଁ ଯାଇଥିବା ସମୟରେ ପାଣିରେ ବୁଡି ମୃତ୍ୟୁବରଣ କରିଛନ୍ତି । ମୃତକ ଦୁଇଜଣ ଗାଁର ଚନ୍ଦ୍ର ଭତ୍ରାଙ୍କ ଝିଅ ତନୁ ଭତ୍ରା (ବୟସ ୧୨) ଏବଂ ନନ୍ଦ ଭତ୍ରାଙ୍କ ଝିଅ ମଞ୍ଜୁଳା ଭତ୍ରା (ବୟସ ୧୨) ବୋଲି ଜଣାପଡିଛି । ସ୍କୁଲରେ ଗୁରୁଦିବସ ପାଳନ କରି ସାରି ଫେରିବା ପରେ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ ଦୁଇ ନାବାଳିକା । ଘଟଣାସ୍ଥଳରେ କୋଷଗୁମୁଡା ଅଗ୍ନିସମ ବିଭାଗ ଏବଂ ପୋଲିସ ପହଂଚି ମୃତଦେହ ଉଦ୍ଧାର କରି ଶବ ବ୍ୟବଛେଦ ପାଇଁ କୋଷାଗୁମୁଡା ଡାକ୍ତରଖାନା ପଠେଇଥିବା ଜଣାପଡିଛି ।
ବୋଲବମ୍‌ ସାରି ଫେରିବା ବେଳେ ଚଢ଼ିଗଲା ଟ୍ରକ : ଦମ୍ପତି ମୃତ, ବର୍ତ୍ତିଗଲା ୯ ବର୍ଷର ପୁଅ
ଉମରକୋଟ : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ବୋଲବମ୍‌ରେ ଯାଇ ଶିବ ମନ୍ଦିରରୁ ପାଣିଢାଳି ଫେରିବା ବେଳେ ଟ୍ରକ୍‌ ଚଢିଯାଇଛି। ଯାହା ଫଳରେ ସ୍ବାମୀ-ସ୍ତ୍ରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୯ ବର୍ଷର ପୁଅ ଅଳ୍ପକେ ବର୍ତ୍ତିଯାଇଛି। ଏପରି ଏକ ହୃଦୟ ବିଦାରକ ଘଟଣା ଉମରକୋଟ କୁନ୍ଦେଇ ଥାନା ରାବଣାଗୁଡ଼ା ଛକ ନିକଟରେ ଘଟିଛି।
ମିଳିଥିବା ସୂଚନା ଅନୁସାରେ ଦମ୍ପତି ସେମାନଙ୍କର ୯ ବର୍ଷର ପୁଅ ସହ ବୋଲବମ୍‌ ଯାତ୍ରାରେ ଯାଇଥିଲେ। ଆଜି ଶ୍ରାବଣ ଚତୁର୍ଥ ସୋମବାରରେ ସେମାନେ ଶିବ ମନ୍ଦିରରେ ପାଣି ଢାଳିବା ପରେ ବାଇକରେ ଘରକୁ ଫେରୁଥିଲେ। ଘରକୁ ଫେରିବା ସମୟରେ କୁନ୍ଦେଇ ଥାନା ଅନ୍ତର୍ଗତ ରାବଣାଗୁଡା ନିକଟରେ ବାଇକ ଉପରକୁ ଏକ ଦ୍ରୁତଗାମୀ ଟ୍ରକ ମାଡିଯାଇଥିଲା। ଯାହା ଫଳରେ ଘଟଣା ସ୍ଥଳରେ ହିଁ ବାପା ଓ ମାଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ, ୯ ବର୍ଷରୁ ପୁଅ ଅଳ୍ପକେ ବର୍ତ୍ତିଯାଇଛି। ଦୁର୍ଘଟଣା ପରେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ଜାରି ରହିଛି। ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ମେଡିକାଲକୁ ପଠାଇବା ସହ ଲୋକଙ୍କୁ ବୁଝାସୁଝା କରୁଛି।
ପାପଡ଼ାହାଣ୍ଡିରେ ପ୍ରବଳ ବର୍ଷା, ରାସ୍ତାର ଉଭୟ ପାର୍ଶ୍ୱରେ ଅଟକି ରହିଛି ଶତାଧିକ ଗାଡ଼ି
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡିରେ ପ୍ରବଳ ବର୍ଷା । ଏହି ବର୍ଷାରେ ଏକ ଅସ୍ଥାୟୀ ପୋଲ ବୁଡ଼ିଯାଇଛି।  ଟୁରି ନଦୀର ଅସ୍ଥାୟୀ ପୋଲ ଉପରେ ୨ ଫୁଟ୍‌ର ପାଣି ପ୍ରବାହିତ ହେଉଛି। ଫଳରେ ଉମରକୋଟ-ନବରଙ୍ଗପୁର ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ଅଟକି ରହିଛି ଶତାଧିକ ଗାଡ଼ି।
ପିକଅପ-ବାଇକ୍ ମୁହାଁମୁହିଁ ଧକ୍କା, ୨ ମୃତ
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ତୁମ୍ବର୍ଲା ଫାଣ୍ଡି ଅନ୍ତର୍ଗତ ଝାଡ଼କୁସୁମୀ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ପିକଅପ ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ଘଟିଛି। ଫଳରେ ଦୁଇ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।
ସୁରକ୍ଷାକର୍ମୀ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ, ଯବାନଙ୍କ ଗୁଳିରେ ଜଣେ ନକ୍ସଲ ନିପାତ
ନବରଙ୍ଗପୁର: ନବରଙ୍ଗପୁର ପୁଲିସ ଏବଂ ଓଡ଼ିଶା ଏସଓଜି ଯବାନଙ୍କ ମିଳିତ ଅପରେସନରେ ବଡ଼ ସଫଳତା ମିଳିଛି। ରାଇଘର ବ୍ଲକ ସୀମାନ୍ତଠାରୁ ମାତ୍ର ୨୫ କିଲୋମିଟର ଦୂରରେ ରହିଥିବା ଛତିଶଗଡ଼ର ଗରେବା ଜଙ୍ଗଲରେ ମିଳିତ ବାହିନୀ ନକ୍ସଲମାନଙ୍କ ସହ ମୁହାଁମୁହିଁ ହୋଇଛନ୍ତି। ମିଳିତ ସୁରକ୍ଷାବାହିନୀ ଏବଂ ନକ୍ସଲମାନଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ଜଣାପଡିଛି। ମିଳିତ ବାହିନୀର ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ଘଟିଥିବାବେଳେ ବହୁ ଆପତ୍ତିଜନକ ନକ୍ସଲ ସାମଗ୍ରୀ ଜବତ ହୋଇଥିବା ସୂଚନା ମିଳିଛି।
ଓଡ଼ିଶାରେ ରୁବେଲା ଭାଇରସ୍‌ : ନବରଙ୍ଗପୁରରେ ଦୁଇ ରୋଗୀ ଚିହ୍ନଟ
ଭୁବନେଶ୍ବର : ଓଡ଼ିଶାରେ ଚିହ୍ନଟ ହେଲା ରୁବେଲା ଭାଇରସ୍‌। ନବରଙ୍ଗପୁର ଜିଲ୍ଲାରେ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ରୋଗୀ ଚିହ୍ନଟ ହୋଇଛନ୍ତି। ରୁବେଲାରେ ଆକ୍ରାନ୍ତ ୨ ଜଣ ଶିଶୁ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ବୋଲି ଜଣାପଡିଛି। ରୁବେଲା ଭାଇରସ୍‌ ସଂକ୍ରମଣ ସନ୍ଦେହରେ ୫ଟି ନମୁନା ICMRକୁ ପଠାଯାଇଥିଲା। ଆଜି ଏହାର ରିପୋର୍ଟ ଆସିବା ସହ ସେଥିରୁ ୨ ଜଣ ୨ ରୁବେଲା ଭାଇରସ୍‌ରେ ସଂକ୍ରମିତ ଥିବା ଜଣାପଡିଛି। ଆଉ ଜଣଙ୍କ ଠାରେ ମିଳିମିଳା ଚିହ୍ନଟ ହୋଇଛି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି।
ଅନ୍ୟପଟେ ନନ୍ଦାହାଣ୍ଡି ବ୍ଲକ ପୋଡ଼ାଲଗୁଡ଼ା ଗାଁର ୨ ଶିଶୁ ରୁବେଲା ଭାଇରସ୍‌ରେ ସଂକ୍ରମିତ ହୋଇଥିବା ଜଣାପଡିବା ପରେ ଗାଁରେ WHO ଓ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗର ଏକ ଟିମ୍ ପହଞ୍ଚିଛି। ସେମାନଙ୍କ ଚିକିତ୍ସା ଆରମ୍ଭ ହୋଇଛି। ଘିମିରି ସଦୃଶ୍ୟ ହୋଇ ଥଣ୍ଡା, କାଶ ଜ୍ବରରେ ପୀଡ଼ିତ ହୋଇଥିଲେ ଶିଶୁ।