୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ
୬ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ସହକାରୀ ଡ୍ରଗ୍ସ କଣ୍ଟ୍ରୋଲର
ଏୟାର ହୋଷ୍ଟେସରୁ ଡିଏସପି ହୋଇଥିବା ନେହା ପଚ୍ଚିସିଆଙ୍କ ନାମରେ ଏଫଆଇଆର, ଜମି କେଳେଙ୍କାରୀ ମାମଲାରେ ନିଲମ୍ବିତ
ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଲାଠିକଟା ତହସିଲଦାରଙ୍କୁ ଗିରଫ କଲା ଭିଜିଲାନ୍ସ
ଆଶାକର୍ମୀଙ୍କଠାରୁ ୨୦,୦୦୦ ଟଙ୍କା ଲାଞ୍ଚ ନେଉଥିଲେ ବ୍ଲକ୍ ପ୍ରୋଗ୍ରାମ ମ୍ୟାନେଜର, ମାଡିବସିଲା ଭିଜିଲାନ୍ସ
ନୟାଗଡ଼ର ପୂର୍ବତନ ଜେଇଙ୍କୁ ଲାଞ୍ଚ ମାମଲାରେ ୩ ବର୍ଷର ସଶ୍ରମ କାରାଦଣ୍ଡ
ଭିଜିଲାନ୍ସ ଜାଲରେ କ୍ୟାପିଟାଲ ହସ୍ପିଟାଲ ଡାକ୍ତର, ୩୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ
ତିର୍ତ୍ତୋଲ ବ୍ଲକ୍ରୁ ୩ କୋଟି ଟଙ୍କାର ସରକାରୀ ପାଣ୍ଠି ହଡ଼ପ ଅଭିଯୋଗରେ ଦୁଇ ପୂର୍ବତନ ଅଧିକାରୀ ଗିରଫ
୫,୦୦୦ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପଡ଼ିଲେ ରାଜସ୍ୱ ନିରୀକ୍ଷକ
ଭିଜିଲାନ୍ସ ଜାଲରେ ଏଡିଇଓ, ପିଏମଏୱାଇ ବୋନସ୍ ପାଇଁ ନେଉଥିଲେ ୪,୦୦୦ ଟଙ୍କା ଲାଞ୍ଚ
୫,୫୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ଡେରାବିଶ କାଉପଡ଼ା 'RI'ଙ୍କୁ ଧରିଲା ଭିଜିଲାନ୍ସ
ଭିଜିଲାନ୍ସ ଜାଲରେ ଗୁଣୁପୁର RI, ଜମି ପଟ୍ଟା କରାଇଦେବା ପାଇଁ ୨୫,୦୦୦ ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ