ନିଟ୍-ୟୁଜି ପେପର ଲିକ୍ ମାମଲା: ଆଉ ଜଣେ ଅଭିଯୁକ୍ତକୁ ଭୁବନେଶ୍ବରରୁ ଗିରଫ କଲା ସିବିଆଇ

The Sakala Picture
Published On

ଭୁବନେଶ୍ବର: NEET-UG ପେପର ଲିକ୍ ମାମଲାରେ ଭୁବନେଶ୍ବରରୁ ଆଉ ଜଣଙ୍କୁ ଗିରଫ କଲା ସିବିଆଇ। ଭୁବନେଶ୍ବରରୁ ସୁଶାନ୍ତ ସାମନ୍ତଙ୍କୁ ଗିରଫ କଲା ସିବିଆଇ। ପ୍ରଶ୍ନପତ୍ର ବିତରଣରେ ସଂମ୍ପୃକ୍ତ ଅଭିଯୋଗରେ ଗିରଫ କରାଯାଇଥିବା ସୂଚନା ମିଳିଛି। ସୁଶାନ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ। ମେଡିକାଲ ପ୍ରବେଶିକା ପରୀକ୍ଷା ମାମଲାରେ ଭୁବନେଶ୍ଵରରୁ ସୁଶାନ୍ତ କୁମାର ସାମନ୍ତ ନାମକ ଯୁବକଙ୍କୁ ଗିରଫ କରି ପାଟନା କୋର୍ଟରେ ହାଜର କରିଥିଲା ସିବିଆଇ। ନିଟ୍ ପ୍ରବେଶିକାର ପରୀକ୍ଷାର ପେପର ଯୋଗାଇବାରେ ସୁଶାନ୍ତର ହାତ […]

ଭୁବନେଶ୍ବର: NEET-UG ପେପର ଲିକ୍ ମାମଲାରେ ଭୁବନେଶ୍ବରରୁ ଆଉ ଜଣଙ୍କୁ ଗିରଫ କଲା ସିବିଆଇ। ଭୁବନେଶ୍ବରରୁ ସୁଶାନ୍ତ ସାମନ୍ତଙ୍କୁ ଗିରଫ କଲା ସିବିଆଇ। ପ୍ରଶ୍ନପତ୍ର ବିତରଣରେ ସଂମ୍ପୃକ୍ତ ଅଭିଯୋଗରେ ଗିରଫ କରାଯାଇଥିବା ସୂଚନା ମିଳିଛି। ସୁଶାନ୍ତଙ୍କୁ ୫ ଦିନିଆ ରିମାଣ୍ଡରେ ନେଲା ସିବିଆଇ। ମେଡିକାଲ ପ୍ରବେଶିକା ପରୀକ୍ଷା ମାମଲାରେ ଭୁବନେଶ୍ଵରରୁ ସୁଶାନ୍ତ କୁମାର ସାମନ୍ତ ନାମକ ଯୁବକଙ୍କୁ ଗିରଫ କରି ପାଟନା କୋର୍ଟରେ ହାଜର କରିଥିଲା ସିବିଆଇ। ନିଟ୍ ପ୍ରବେଶିକାର ପରୀକ୍ଷାର ପେପର ଯୋଗାଇବାରେ ସୁଶାନ୍ତର ହାତ ଥିବା କୁହାଯାଉଛି। ସୁଶାନ୍ତ କୁମାର ରାଉତ ନିଟ ପେପର ଲିକ୍ ମାମଲାର ମାଷ୍ଟରମାଇଣ୍ଡ ବୋଲି ଜତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି।

ବର୍ତ୍ତମାନ ସିବିଆଇ ରିମାଣ୍ଡରେ ୫ ଅଭିଯୁକ୍ତ ଅଛନ୍ତି। ସୂଚନା ଥାଉକି ନିଟ୍ ପେପର ଲିକ ମାମଲାରେ ବର୍ତ୍ତମାନ ସୁଦ୍ଧା ସିବିଆଇ ୪୨ ଜଣଙ୍କୁ ଗିରଫ କରିସାରିଲାଣି। ଓଡ଼ିଶାକୁ ଏହି ମାମଲାରେ ୪ ଜଣ ଗିରଫ ହୋଇଛନ୍ତି।

06 Aug 2024 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର